ଆମ ଜିଲା ଖବର

ଋଣ ଚାପ ସହି ନ ପାରି ଆତ୍ମହତ୍ୟା

ବାହାନଗା, ୫ା୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ପଞ୍ଚାୟତର ବାରିଙ୍ଗିଆ ଗ୍ରାମର ଜଣେ ଯୁବକ ଋଣଭାର ସହି ନ ପାରି ଆମତ୍ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସତ୍ୟାନନ୍ଦ ଦାସ(୪୦) ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରୁ ଋଣ ଆଣି…

ଶଙ୍ଖ ଧରିଲେ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ

ଭୁବନେଶ୍ୱର,୫।୧(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରର ଜେଏମ୍‌ଏମ୍‌ ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ଜେଏମ୍‌ଏମ୍‌ ଉପ ସଭାପତି ଶିବିୟାନ ଆଇଣ୍ଡ ବୁଧବାର ବିଜେଡିରେ ଯୋଗ ଦେଇଛନ୍ତି। ସେ ରାଜ୍ୟ ବିଜୁ ଯୁବ କାର୍ଯ୍ୟାଳୟରେ ତାଙ୍କ ସମର୍ଥକଙ୍କ ସହ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ…

ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବି: ବନ୍ଦ ରହିଲା କଳାହାଣ୍ଡି

କର୍ଲାମୁଣ୍ଡା,୫।୧(ଡି.ଏନ୍‌.ଏ.): ଆଗାମୀ ପଞ୍ଚାୟତ ନିର୍ବାଚନରେ ସ୍ଥାନ ସଂରକ୍ଷଣ ଦାବିରେ ବୁଧବାର ଆଦିବାସୀ ମହାସଂଘ ପକ୍ଷରୁ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିଲା। ଏହି କ୍ରମରେ କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ବିଶେଷ ପ୍ରଭାବ ଦେଖିବାକୁ ମିଳିଛି। ବ୍ଲକ ଆଦିବାସୀ ସଙ୍ଘ ସଭାପତି ସୁରେନ୍ଦ୍ର ଭୋଇ…

ଗଛରେ ଫସିରହିଛି ଭାଲୁ

ମାଲକାନଗିରି,୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଗୋରାଖୁଣ୍ଟ ପଞ୍ଚାୟତ ଏମ୍‌ ଭି୨୦ ଗ୍ରାମର ଏକ ଗଛରେ ଜଙ୍ଗଲୀ ଭାଲୁ ଫସିରହିଛି। ଭାଲୁଟି ଖାଦ୍ୟ ଅନ୍ବେଷଣରେ ଗାଁ ଅଭିମୁଖେ ପଶି ଆସି ଜଙ୍ଗଲକୁ ନ ଯାଇ ପାରି ଗଛରେ ଚଢ଼ିଯାଇଥିଲା। ଗ୍ରାମବାସୀ ଏହା ଦେଖି ବନ…

ସୁମିତଙ୍କ ବେଡ୍‌ରୁମ୍‌ରେ ରହିବାକୁ ଅଡ଼ି ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୫।୧: ଗଞ୍ଜାମ ଜିଲା ଜଜ କୋର୍ଟ ତପସ୍ବିନୀଙ୍କୁ ଶାଶୁଘର ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ରହିବାକୁ ମଙ୍ଗଳବାର ରାୟ ଶୁଣାଇଥିଲେ। କୋର୍ଟଙ୍କ ରାୟ ପରେ ବି ମଙ୍ଗଳବାର ରାତିରେ ତପସ୍ବିନୀ ସୁମିତଙ୍କ ଘରର ଗ୍ୟାରେଜରେ ରାତି କାଟିଛନ୍ତି । ସୁମିତଙ୍କ…

ଚିଲିକାରେ ପକ୍ଷୀ ସଂଖ୍ୟା ୧୬% କମିଲା

ବାଲୁଗାଁ ,୫ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କତ୍ତୃର୍ର୍ପକ୍ଷ (ସିଡିଏ) ପକ୍ଷରୁ ମଙ୍ଗଳବାର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ମୋଟ ୧୦ଲକ୍ଷ ୭୪ହଜାର ୧୭୩ଟି ପକ୍ଷୀଙ୍କ ସମାଗମ ହୋଇଛି। ତେବେ ଗତବର୍ଷ ୧୨ଲକ୍ଷ ୪୨ହଜାର…

ବ୍ୟାଘ୍ର କରିଡରରେ ଯୋଡ଼ିହେଲା ନନ୍ଦିନିଆ

ଢେଙ୍କାନାଳ ଅଫିସ, ୫।୧: ସାତକୋଶିଆ ବ୍ୟାଘ୍ର କରିଡ଼ରରେ ଯୋଡ଼ିହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲ। ଜିଲାର କନ୍ଧରା ଏବଂ ନନ୍ଦିନିଆ ରିଜର୍ଭ ଫରେଷ୍ଟକୁ ଏଥିରେ ସାମିଲ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ନନ୍ଦିନିଆକୁ ସବୁଜ ସଙ୍କେତ…

୬ ସପ୍ତାହ ମଧ୍ୟରେ ବାର୍‌ କାଉନ୍‌ସିଲ ନିର୍ବାଚନ କର: ହାଇକୋର୍ଟ

କଟକ ଅଫିସ,୫ା୧: ରାଜ୍ୟ ବାର କାଉନ୍‌ସିଲ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ୬ସପ୍ତାହ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ଭୋଟର ତାଲିକା ଅନୁସାରେ ନିର୍ବାଚନ ଆୟୋଜନ କରିବାକୁ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନେଇ…

୧୧ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ

ବାରଙ୍ଗ,୫ା୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ ମଙ୍ଗଳବାର ଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ପର୍ଯ୍ୟଟକମାନେ ପ୍ରାଣୀ ଉଦ୍ୟାନର ବାଘ, ସିଂହ, ଭାଲୁ ଓ ତୃଣଭୋଜି ପ୍ରାଣୀଙ୍କୁ ଦେଖିବାର ମଜା ଉଠାଇଥିଲେ। ବଟାନିକାଲ ଗାର୍ଡେନରେ ବିଭିନ୍ନ କିସମର ଗଛଲତା,…

ଆଜିଠୁ ଦଶମ ସମେଟିଭ-୧

କଟକ ଅଫିସ, ୫ା୧: ଦଶମ ଶ୍ରେଣୀ ସମେଟିଭ ଆସେସ୍‌ମେଣ୍ଟ-୧ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେଉଛି। ଚଳିତବର୍ଷ ୩୦୯୩ କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ…

ବ୍ଲାକ୍‌ମେଲିଂ ଯୋଗୁ ଆତ୍ମହତ୍ୟା

ଦଶରଥପୁର,୫ା୧(ଡି.ଏନ୍‌.ଏ.):ଦଶରଥପୁର ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣାର ରହସ୍ୟ ସାମ୍‌ନାକୁ ଆସିବାରେ ଲାଗିଛି ା ସେମାନଙ୍କ ପ୍ରେମକୁ ଉଭୟ ପରିବାର ପକ୍ଷରୁ ସ୍ବୀକୃତି ମିଳି ନ ଥିଲା। ଅନ୍ୟ ଜଣେ ଯୁବକ ଏହି ପ୍ରେମୀଯୁଗଳଙ୍କୁ ବ୍ଲାକ୍‌ମେଲିଂ କରିବା ଯୋଗୁ ସେମାନେ ଆମତ୍ହତ୍ୟା ପନ୍ଥା ଆପଣେଇ…

ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ, ୫।୧:କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇପାରୁନାହାନ୍ତି। ସୂର୍ଯ୍ୟମୁଖୀ, ବାଦାମ ବିହନ ଯୋଗାଣର ଅନିୟମିତତା ପରେ ଏବେ କ୍ରଂକ୍ରିଟ ଖଳା ଯୋଜନା ନେଇ ଚାଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri