୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ
ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା ପଞ୍ଚାୟତ ମୁଖିଗୁଡ଼ା ଗାଁର ଶ୍ରମିକମାନଙ୍କୁ ଏହି ଗ୍ରାମର ଜଣେ ଶ୍ରମିକ ଦଲାଲ...
‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’
ବରଗଡ଼ ଅଫିସ୍/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ୫-ଟି ସଚିବ ଭି.କେ.ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣା ବୁଧବାର...
ଜଡ଼ାଫଳ ଖାଇ ୮ ଅଙ୍ଗନଓ୍ବାଡ଼ି ଶିଶୁ ଅସୁସ୍ଥ
ମାଲକାନଗିରି,୩ା୨: ମାଲକାନଗିରି ସଦର ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ମୁନୁସକୋଣ୍ଡା ଗ୍ରାମରେ ବୁଧବାର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ୮ ଶିଶୁ ଜଙ୍ଗଲୀ ଜଡ଼ାଫଳ ଖାଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଚିକିତ୍ସା...
ଆଖଣ୍ଡଳମଣି ମନ୍ଦିର ଦର୍ଶନ ସମୟ ବଢ଼ିଲା
ଆରଡ଼ି, ୩।୧: ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଦର୍ଶନ ସମୟ ବଢ଼ିଛି। ପୂର୍ବରୁ କୋଭିଡ୍ କଟକଣା ଅନୁଯାୟୀ ପ୍ରତିଦିନ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭକ୍ତମାନେ ବାବାଙ୍କୁ ଦର୍ଶନ କରୁଥିଲେ। ବୁଧବାରଠାରୁ ଶ୍ରଦ୍ଧାଳୁମାନେ ଅଧିକ...
ବଢ଼ିଲା ମାଟ୍ରିକ୍ ଫର୍ମପୂରଣ ଅବଧି
କଟକ ଅଫିସ,୩।୨: ମାଟ୍ରିକ୍ ଫର୍ମପୂରଣ ଅବଧିକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଫେବୃୟାରୀ ୧୦ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି ଅବଧି ବୃଦ୍ଧି କରାଯାଇଛି। ହାଇସ୍କୁଲ, ଓପନ ସ୍କୁଲ, ଧନ୍ଦାମୂଳକ ଶିକ୍ଷା ଫର୍ମପୂରଣ ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଅବଧି ବୃଦ୍ଧି...
ତହସିଲଦାରଙ୍କ ଉପସ୍ଥିତିରେ ଭଙ୍ଗାଗଲା ଇଟା ଭାଟି
ମାଧପୁର,୩।୨(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ଟୁସର ଆର୍ଆଇ ସର୍କଲ ବାସୁଦେବପୁର ପଞ୍ଚାୟତର ସୁବର୍ଣ୍ଣପୁର ଏବଂ ମୁଚ୍ଛପୁରରେ ବେଆଇନ ଭାବରେ ନିିର୍ମାଣ କରାଯାଉଥିବା ମାଟି ଇଟା ଭାଟିକୁ ବୁଧବାର ଆଠମଲ୍ଲିକ ତହସିଲଦାର ଡା. ସ୍ବରୂପାନନ୍ଦ ସାହୁ ଅଚାନକ ଚଢ଼ାଉ...
ବରଗଡ଼ ଗସ୍ତରେ ୫-ଟି ସଚିବ, ମୁଖ୍ୟ ଶାସନ ସଚିବ; ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ପାଇକମାଳ,୩।୨(ଡି.ଏନ୍.ଏ.) : ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭିକେ ପାଣ୍ଡିଆନ ବୁଧବାର ନୃସିଂହନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ସହିତ ସେ ମନ୍ଦିର ପାଶର୍ବବର୍ତ୍ତୀ ଅଞ୍ଚଳ ବୁଲି ଦେଖିଥିଲେ।...
ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୧ କରୋନା ପଜିଟିଭ: ୩୩୫୨୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୩।୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଆଜି ୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି । ଏ ନେଇ...
ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ
ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍ ଭ୍ୟାକ୍ସିନ୍ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ବ ବିଭାଗର ଅଧିକାରୀ...
୨ ବାଇକ୍ ମୁହାଁମୁହିଁ ଧକ୍କା: ଶିଶୁକନ୍ୟା ମୃତ, ୪ ଗୁରୁତର
ଦିଗପହଣ୍ଡି,୩।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ରାଜ୍ୟ ରାଜପଥ – ୧୭ ମୁଖ୍ୟ ରାସ୍ତାର ଗଣିଆନାଳ ଛକ ନିକଟ ମାଁ ଖେମଣ୍ଡିକାଳୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ୨ଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜଣେ ଦେଢ଼ବର୍ଷର...
ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି...
ସେବା ସମବାୟ ସମିତିରେ ୫-ଟିକୁ ନାପସନ୍ଦ
ଯାଜପୁର ଅଫିସ,୩ା୨: ରାଜ୍ୟ ସରକାର ୫-ଟି କାର୍ଯ୍ୟକାରୀ କରିଛନ୍ତି। ଏହି ଆଇନ ଅନୁଯାୟୀ ସବୁ କ୍ଷେତ୍ରରେ ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ)କୁ ଏହି ଆଇନରେ...
Archives


