କୂଅରେ ପଡ଼ିଛି ହାତୀଛୁଆ, ଉଦ୍ଧାର କାର୍ଯ୍ୟ ଜାରି
ରାଇକିଆ,୨୭ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜର ପଳାଶପଲ୍ଲୀ ଗ୍ରାମର ଏକ ପରିତ୍ୟକ୍ତ କୂଅରେ ଗୁରୁବାର ରାତିରୁ ଏକ ୪/୫ ବର୍ଷ ର ହାତୀଛୁଆ ଖସି ପଡ଼ିଛି। ଏହି ଅଞ୍ଚଳରେ ହାତୀପଲଙ୍କର ନିୟମିତ ଚଳପ୍ରଚଳ ରହିଛି। କାଲି ସନ୍ଧ୍ୟାରୁ ହାତୀପଲ…
ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ ମର୍ଜିରେ ଚାଲିଛି। କଟ୍ନିଛଟ୍ନି ନ ହେଲେ ଧାନ ଉଠାଇବାକୁ ସିଧାସଳଖ ମିଲର୍ସଙ୍କ ଏଜେଣ୍ଟମାନେ…
ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ
ସୋହେଲା,୨୭ା୫(ଡି.ଏନ୍.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ବରଗଡ଼…
ଆଜି ବର୍ଷାଙ୍କ ଆବେଦନ ଶୁଣାଣି
କଟକ ଅଫିସ,୨୭ା୫: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ଅନୁଭବ ମହାନ୍ତିଙ୍କ ବିବାଦ ତୁଟୁନି। ଶୁକ୍ରବାର ବର୍ଷାଙ୍କ ଆବେଦନର ଶୁଣାଣି କରିବେ ହାଇକୋର୍ଟ। ସୋସିଆଲ ମିଡିଆରେ ବର୍ଷାଙ୍କ ସମ୍ମାନ ହାନି ହେଉଥିବା ନେଇ ଅଭିଯୋଗ ଆଣିଛନ୍ତି ବର୍ଷା। ସୂଚନାଯୋଗ୍ୟ, ପୁରୀଘାଟ ଥାନାରେ…
ପୁଣି ହାଇକୋର୍ଟ ଗଲେ ବର୍ଷା
କଟକ ଅଫିସ,୨୭।୫: ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଏମ୍ପି ଅନୁଭବ ମହାନ୍ତିଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସୋସିଆଲ ମିଡ଼ିଆରେ ଅପମାନଜନ ପୋଷ୍ଟ ହେଉଥିବା ନେଇ ଅଦାଲତଙ୍କୁ ଅବଗତ କରାଇଛନ୍ତି ବର୍ଷା । ମାମଲାରେ ଅନୁଭବ ଓ ରାଜ୍ୟ ସରକାରଙ୍କ ପକ୍ଷ ଭୁକ୍ତ…
ଚିଲିକା ମଝିରେ ପୁଣି ଅଟକିଲା ଡଙ୍ଗା
ପୁରୀ ଅଫିସ,୨୭ା୫: ଯାନ୍ତ୍ରିକ ତ୍ରୁଟି ଯୋଗୁ ଶୁକ୍ରବାର ସକାଳେ ଏକ ଦେଶୀ ଡଙ୍ଗା ଚିଲିକା ମଝିରେ ଅଟକିଛି। ଡଙ୍ଗାଟି ୪୦ ଜଣ ଯାତ୍ରୀଙ୍କୁ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାଉଥିଲା। କିଛି ବାଟ ଯିବା ପରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ଫଳରେ…
ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା
ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍ ନେତା ନିଜ ଦଳ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି ପରିପେକ୍ଷୀରେ ଶୁକ୍ରବାର ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ଭୋଜପୁରୀ…
ବିପଦସଙ୍କୁଳ ସେବା ସମବାୟ ସମିତି କାର୍ଯ୍ୟାଳୟ
ଖଣ୍ଡପଡ଼ା,୨୭ା୫(ସ୍ବ.ପ୍ର.): ରାଜ୍ୟ ସରକାର କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଏ ବାବଦରେ ଅନେକ କୋଟି ଟଙ୍କା ବ୍ୟୟ କରାଯାଉଛି। ହେଲେ ବହୁଦିନରୁ ଏକ ଭଙ୍ଗା ଦଦରା, ବିପଦଶଙ୍କୁଳ ଗୃହରେ ଚାଲିଛି ସେବା ସମବାୟ…
ଗଣମାଧ୍ୟମକୁ ଦମକଳ ପରି ଡାକରା
ନୟାଗଡ଼ ଅଫିସ,୨୭।୫: ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାର ଜିଲାସ୍ତରୀୟ ସମ୍ମିଳିତ କମିଟି ବୈଠକ ଜିଲାପାଳଙ୍କ ସଦ୍ଭାବନା କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଯୋଗ ଦେବା ପାଇଁ ନୟାଗଡ଼ ଜିଲା ସୂଚନା ଲୋକ ସର୍ମ୍ପକ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…
ଜମି ଚିହ୍ନଟ ସତ୍ତ୍ୱେ କାର୍ଯ୍ୟ ଆରମ୍ଭ ହୋଇନି
ପୁରୀ ଅଫିସ,୨୭।୫: ଏକବିଂଶ ଶତାବ୍ଦୀରେ ସମାଜ ପାଇଁ ବିଜ୍ଞାନର ଗୁରୁତ୍ୱ ବଢ଼ିଯାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ବିଜ୍ଞାନ ସମ୍ବନ୍ଧୀୟ ତଥ୍ୟ ଜାଣିବା ଜରୁରୀ ହୋଇପଡ଼ିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର…
ବିକାଶ ଅପେକ୍ଷାରେ ହଟକେଶ୍ୱର ପୀଠ
ଖୋର୍ଦ୍ଧା ଅଫିସ,୨୭ା୫: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ବାଘମାରୀ ନିକଟ ଅଟ୍ରି ଗ୍ରାମରେ ରହିଛି ଏକାଦଶ ରୁଦ୍ର ହଟକେଶ୍ୱରଙ୍କ ପୀଠ। ମନ୍ଦିର ନିର୍ମାଣ ଭାସ୍କର୍ଯ୍ୟ ଶୈଳୀ ଏହାର ପ୍ରାଚୀନତାର ପରିଚୟ ବହନ କରେ। ଏହି ପୀଠକୁ ସରକାରଙ୍କ ୫-ଟି ଯୋଜନାରେ…
କୋଟିଆରେ ଥାନା ଉଦ୍ଘାଟନ କଲା ଓଡ଼ିଶା, ସ୍ଥିତି ପରଖିଲା ଆନ୍ଧ୍ର
ପଟ୍ଟାଙ୍ଗୀ,୨୭।୫(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ଥାନା ଉଦ୍ଘାଟନ କରାଯିବା ପରେ ଗୁରୁବାର ଆନ୍ଧ୍ର ପ୍ରଶାସନିକ ଅଧିକାରୀମାନେ ସେଠାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଆନ୍ଧ୍ରର ପାର୍ବତୀପୁରମ୍ ଜିଲା ପଞ୍ଚାୟତ ଅଧିକାରୀ…

