ନିଜ ପେନ୍ସନ ଟଙ୍କାରେ ନିର୍ମାଣ କଲେ ନଦୀଘାଟ ପାହାଚ
ଦେବେନ୍ଦ୍ର ଆନ୍ଦିଆ ଭଣ୍ଡାରିପୋଖରୀ ,୨୦।୪: ନିଜର ପେନ୍ସନ ଟଙ୍କା ଖର୍ଚ୍ଚ କରି ଅଞ୍ଚଳବାସୀଙ୍କ ଯାତାୟାତ ସୁବିଧା ପାଇଁ ନଦୀଘାଟ ମରାମତି ସହ ପାହାଚ ନିର୍ମାଣ କରି ଜଣେ ବ୍ୟକ୍ତି ଆଖପାଖ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଏଭଳି ମହାନ ବ୍ୟକ୍ତି ଜଣକ…
ସାଙ୍ଗମାନଙ୍କ ସହ ଶ୍ରେଣୀଗୃହରେ ବସି ପାଠପଢ଼ିଲେ ସିଏମ୍ସି ଡେପୁଟି ମେୟର
କଟକ ଅଫିସ,୧୯ା୪- କଟକ ମହାନଗର ନିଗମ(ସିଏମ୍ସି) ଡେପୁଟି ମେୟର ଦମୟନ୍ତୀ ମାଝି ରେଭେନ୍ଶା ବିଶ୍ୱବିଦ୍ୟାଳୟର ଏମ.କମ ଦ୍ୱିତୀୟ ବର୍ଷର ଛାତ୍ରୀ। ସାଧାରଣ ଯୁବତୀରୁ ଡେପୁଟି ମେୟର ହେବା ପରେ ତାଙ୍କ ଜୀବନଶୈଳୀ ବଦଳିଛି। ମଙ୍ଗଳବାର ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବସି…
ଭିଜିଲାନ୍ସ ଜାଲରେ ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ
ବରଗଡ଼ ଅଫିସ,୧୯।୪- ବରଗଡ଼ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଚୂଳବତୀ ସାହୁ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ନୂତନ ହୋଟେଲ ପାଇଁ ଖାଦ୍ୟ ନିରାପତ୍ତା ଲାଇସେନ୍ସ ପାଇଁ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ସେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ…
ମା’ଙ୍କ ଗଳାକୁ ବ୍ଲେଡରେ କାଟି ମାରିଦେଲା ପୁଅ
ବରପାଲି,୧୯।୪(ଡିଏନଏ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମା’ଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରି ଅଖାରେ ଭର୍ତ୍ତି କରିଦେଇଥିଲେ ପୁଅ। ସୂଚନାଯୋଗ୍ୟ, କୁମ୍ଭାରୀ ଗ୍ରାମର ବନ୍ଧପଡ଼ା…
୩ ବର୍ଷ ପରେ ଅଙ୍ଗନୱାଡି ଶିଶୁଙ୍କୁ ମିଳିଲା ପୋଷାକ
ଛତ୍ରପୁର,୧୯।୪(ଡି.ଏନ୍.ଏ .) : ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସି ୯ ନମ୍ବର ୱାର୍ଡରେ ଥିବା ଅଙ୍ଗନୱାଡି କେନ୍ଦ୍ରର ଶିଶୁମାନଙ୍କୁ ଦୀର୍ଘ ୩ ବର୍ଷ ପରେ ପୋଷାକ ମିଳିଛି । ସ୍ଥାନୀୟ ବାସିନ୍ଦାଙ୍କ ଅନୁରୋଧ କ୍ରମେ ଛତ୍ରପୁର ଏନ୍ଏସିର ୯ ନମ୍ବର ୱାର୍ଡରେ…
୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍ ଫେରାଇ ଥିବା ତାପସଙ୍କୁ ପୁରସ୍କାର ଦେଲେ ଏସ୍ପି
ସମ୍ବଲପୁର,୧୯।୪(ବ୍ୟୁରୋ): ୨୦ ଲକ୍ଷ ଟଙ୍କାର ସୁନା ଭର୍ତ୍ତି ବ୍ୟାଗ୍ ପାଇ ଫେରାଇ ଦେଲେ ବ୍ୟକ୍ତି। ଏଭଳି ମାନବିକତା ଦେଖିବାକୁ ମିଳିଥିଲା ସମ୍ବଲପୁର ଏସଆରଆଇଟି କଲୋନୀରେ। ସମ୍ବଲପୁର ଏସ୍ଆରଆଇଟି କଲୋନୀର ସୌଦାମିନୀ ପତି ସହର ବାହାରକୁ ଯିବାକୁ ଥିବା ବେଳେ କଲ୍ୟାଣ ନଗରରେ…
କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ
କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି ୧୫୪୦ କିଲୋ ନକଲି ଡିଟରଜେଣ୍ଟ ଜବତ କରିଛି। ଏହାସହ ଡିଟରଜେଣ୍ଟ ତିଆରି ମେଶିନ, ତିଆରି…
ଘରୁ ଯାଇ ଆଉ ଫେରିଲେନି ବୃଦ୍ଧ: ଧଳା ନଦୀରୁ ମିଳିଲା ମୃତଦେହ
ପଦ୍ମପୁର,୧୯।୪(ଡି.ଏନ୍.ଏ): ଧଳା ନଦୀରେ ବୁଡ଼ି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସାନ ଅଗାପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ। ସକାଳେ ରମେଶ ଶୌଚ ହେବା ପାଇଁ ଯାଇ…
ଡ୍ରାଇଭର ମହାସଂଘର ରାଜପଥ ଅବରୋଧ, ଯାତ୍ରୀ ହଟହଟା
କେସିଙ୍ଗା,୧୯।୪: ଓଡ଼ିଶା ଡ୍ରାଇଭର ମହାସଂଘ କେସିଙ୍ଗା ଶାଖା ପକ୍ଷରୁ ୧୧ଦଫା ଦାବି ନେଇ କଳାହାଣ୍ଡି ଜିଲା କେସିଙ୍ଗା ସହର ପ୍ରାଣୀ ଚିକିତ୍ସାଳୟ ନିକଟରେ ମଙ୍ଗଳବାର ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକି…
ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ
ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ କୌଣସି ସୂଚନା ନାହିଁ। ଏ ନେଇ କଟକ ଗ୍ରାମାଞ୍ଚଳ ଥାନା ପୋଲିସ ସୂଚନା ଦେଇଛି।…
ପୋଲ ତଳୁ ମିଳିଲା ନବଜାତ ଶିଶୁର ମୃତଦେହ
ଜେନାପୁର,୧୯।୪(ଡି.ଏନ୍.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ବାରକଣା ନିକଟସ୍ଥ କୁଣ୍ଡି ନାଲ ପୋଲତଳେ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ଖବର ପାଇ ଜେନାପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। କେହି…
ଟଙ୍କା ନେଇ ଯାଉଥିଲେ ଶ୍ବଶୁର ଘର, ବାଟରୁ ଲୁଟିନେଲେ ୯୮ ହଜାର
ରେଢାଖୋଲ,୧୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲ ଥାନା ନାକଟିଦେଉଳ ରାସ୍ତା ମୁଟୁରୁମୁଣ୍ଡା ଘାଟିରେ ଜଣେ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ ୯୮ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ର ଶିକାର ହୋଇଥିବା ଚାରମାଳ ଥାନା ରଙ୍ଗମାଟିଆ ଗ୍ରାମର ବୁଲୁ ପ୍ରଧାନ ଏ ନେଇ ରେଢାଖୋଲ…

