ଆମ ଜିଲା ଖବର

ବେଲାଦୁଲାରୁ ଦୂର ହେଉଛି ଅନ୍ଧବିଶ୍ୱାସ

ବଇଣ୍ଡା,୧୯।୪(ଡି.ଏନ.ଏ.) ଦୀର୍ଘବର୍ଷ ଧରି ଅନ୍ଧବିଶ୍ୱାସର ଶିକାର ହୋଇଥିବା ଆଠମଲ୍ଲିକ ବ୍ଲକ କନ୍ଧପଡା ପଞ୍ଚାୟତ ବେଲାଦୁଲା ଗ୍ରାମରେ ଛାତଘର ନିର୍ମାଣ ହେଉ ନ ଥିଲା। ହେଲେ ଗତବର୍ଷ ପ୍ରଶାସନ ସହଯୋଗରେ ଗଁା ଲୋକଙ୍କ ମନରୁ ପୂର୍ବ ଅନ୍ଧବିଶ୍ୱାସ ଦୂର କରାଯାଇ ପ୍ରଥମ କରି…

ପାଇପ୍‌ ମରାମତି କଲା ପ୍ରଶାସନ

ମାଧପୁର,୧୯।୪(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳୀ ଗ୍ରାମକୁ ନିକଟସ୍ଥ କନ୍ଧପଡା ପାନୀୟ ଜଳ ପ୍ରକଳ୍ପରୁ ଯାଇଥିବା ପାଇପ୍‌ ଫାଟିଯିବା କାରଣରୁ ୨ ଦିନ ହେଲା ପିଇବା ପାଣି ବିଲରେ ମାଡ଼ୁଥିଲା। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।…

ଜରାଜୀର୍ଣ୍ଣ ଘରେ ଶିକ୍ଷାଦାନ

ପବିତ୍ରନଗର,୧୯।୪(ଡି.ଏନ.ଏ) ଅନୁଗୋଳ ଜିଲା କଣିହାଁ ବ୍ଲକ ବିରୁ ଗ୍ରାମର ସ୍କୁଲ ପ୍ରାଙ୍ଗଣରେ ଏକ ନୂତନ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାୟ ୩ ବର୍ଷରୁ ଊଦ୍ଧର୍‌ବ ହେବ ନିର୍ମାଣ ସରିଛି। ଶିଶୁମାନଙ୍କ ନିମନ୍ତେ ସୁନ୍ଦର ଭାବେ ଚିତ୍ରଣ କରାଯିବା ସହିତ ପାଇଖାନା ଓ ପାଣି…

‘ଚାଷୀଙ୍କ ଆୟ ଦ୍ବିଗୁଣିତ କରିବ ଡ୍ରୋନ୍‌’

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.) ଚାଷୀଙ୍କୁ ସହାୟକ ହେବ ଡ୍ରୋନ୍‌। ଡ୍ରୋନ୍‌ ସହାୟତାରେ ଚାଷୀ ଫସଲରେ କୀଟନାଶକ ସିଞ୍ଚନ କରି ନିଜର ସମୟ ବଞ୍ଚାଇବା ସହ ଆୟ ମଧ୍ୟ ବଢ଼ାଇପାରିବ। ଏହି ଉଦ୍ଦେଶ୍ୟ ନେଇ କେନ୍ଦ୍ର ସରକାର ୧୦୦ କିଷାନ୍‌ ଡ୍ରୋନ୍‌ର ଶୁଭାରମ୍ଭ କରିଛନ୍ତି। ଏହା…

ବ୍ୟାଘ୍ର ପ୍ରକଳ୍ପରୁ ବିସ୍ଥାପିତ ହେବ କଟରଙ୍ଗ

ବନ୍ତଳା, ୧୯।୪ (ଦିନେଶ ଦେହୁରୀ) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବ୍ୟାଘ୍ର ପ୍ରକଳ୍ପ କୋର୍‌ ଅଞ୍ଚଳରେ ଥିବା ଗ୍ରାମଗୁଡିକୁ ବିସ୍ଥାପିତ କରିବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି। ପ୍ରାଥମିକତାରେ ରାଇଗୁଡା ଗ୍ରାମକୁ ବିସ୍ଥାପିତ କରାଯାଇଥିବା ବେଳେ ଏବେ ଟିକରପଡା ପଞ୍ଚାୟତ ଅଧୀନରେ…

ହାଟ କରୁଛି ହଟହଟା

ଖମାର,୧୯।୪(ଡି.ଏନ.ଏ.) ପାଲଲହଡ଼ା ବ୍ଲକ ଖମାର ବଜାର ରାସ୍ତା ପାର୍ଶ୍ୱରେ ସୋମବାରିଆ ବସୁଥିବା ସାପ୍ତାହିକ ହାଟ ଅତ୍ୟନ୍ତ ବିପଦସଙ୍କୁଳ ଅବସ୍ଥାରେ ଚାଲୁଛି। ଏଥିଯୋଗୁ ବେପାରୀ, ଗ୍ରାହକ ଓ ରାସ୍ତାରେ ଯାତାୟାତ କରୁଥିବା ଜନସାଧାରଣଙ୍କୁ ହଟହଟା ହେବାକୁ ପଡ଼ୁଛି। ଅନେକ ସମୟରେ ରାସ୍ତା ଜାମ୍‌…

ଜମିହରା କର୍ମଚାରୀଙ୍କୁ ପୁନଃ ଅବସ୍ଥାପିତ ଦାବି

ଢେଙ୍କାନାଳ ଅଫିସ,୧୯।୪ ଢେଙ୍କାନାଳ ଜିଲା ଓଡାପଡା ବ୍ଲକ କୁରୁଣ୍ଟିଠାରେ ଗତ ୨୦୨୦ ମସିହାରୁ ବନ୍ଦହୋଇ ପଡିଥିବା ବିଆର୍‌ଜି ଷ୍ଟିଲ ପ୍ଲାଣ୍ଟ କିଛିଦିନ ତଳେ ରିମ୍‌ଝିମ୍‌ ଷ୍ଟିଲକୁ ବିକ୍ରି ହୋଇଯାଇଛି। ବିଆର୍‌ଜି କମ୍ପାନୀର ଜମିହରା କ୍ଷତିଗ୍ରସ୍ତ ପ୍ରଜାଙ୍କୁ ପୁନଃ ଅବସ୍ଥାପିତ କରିବା ପାଇଁ…

ମେ’ ୨୦ରୁ ରବି ଧାନ କିଣା

ବାରିପଦା ଅଫିସ,୧୯।୪ ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଗାଣ, ଆର୍‌ଏମ୍‌ସି ଏବଂ ଡିଆର୍‌ସିଏସ୍‌…

ଜଳଲାଗି କଲେ ୫ଶହରୁ ଊର୍ଦ୍ଧ୍ୱ ଗୋପାଳ

ଆରଡ଼ି,୧୯।୪(ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ବୈଶାଖ ମାସର ପ୍ରଥମ ସୋମବାର ୫ଶହରୁ ଊର୍ଦ୍ଧ୍ୱ ଗୋପାଳ ଜଳଲାଗି କରିଛନ୍ତି। ଭୋର ୫ଟାରେ ମନ୍ଦିରରେ ପହଡ଼ ଖୋଲାଯାଇ ମଙ୍ଗଳ ଆଳତି ପରେ ବିଧି ଅନୁସାରେ ବାବାଙ୍କର ଅନ୍ୟ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ…

ଉନ୍ନତ ଭାରତ ପାଇଁ ଶିକ୍ଷାର ବିକାଶ ଜରୁରୀ: ରାଜ୍ୟପାଳ

ବାହାନଗା/ସିମୁଳିଆ, ୧୯।୪ (ଡି.ଏନ.ଏ.) ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସୋମବାର ବାଲେଶ୍ୱର ଜିଲା ଗସ୍ତ କରି ଦୁଇଟି ପୃଥକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି। ଉନ୍ନତ ଭାରତ ଲାଗି ଶିକ୍ଷାର ବିକାଶ ଜରୁରୀ ବୋଲି ରାଜ୍ୟପାଳ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ବସ୍ତିବାସିନ୍ଦାଙ୍କ ଭୟରେ ତହସିଲ ଅଫିସ ଫାଟକରେ ତାଲା

ବାଲେଶ୍ୱର ଅଫିସ, ୧୯ା୪ ବାଲେଶ୍ୱର ସହରର ବିଭିନ୍ନ ବସ୍ତି ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ ସଦର ତହସିଲ ଅଫିସ୍‌ ଫାଟକ ବନ୍ଦ ହୋଇଥିବା ଦେଖିବାକୁ ମିଳିଛି। ବିଭିନ୍ନ ଅଞ୍ଚଳରୁ ଲୋକମାନେ କାମ ପାଇଁ ତହସିଲ ଅଫିସ୍‌କୁ ଆସି ବନ୍ଦ ଥିବା…

ଧାମନଗର ସମବାୟ ସମିତିରେ ଅଚଳାବସ୍ଥା

ଭଦ୍ରକ ଅଫିସ, ୧୯ା୪ ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତିରେ ଅଚଳାବସ୍ଥାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସମିତିରେ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ଏବଂ ରାଜନୈତିକ ହସ୍ତକ୍ଷେପ ପ୍ରତିବାଦରେ ସୋମବାର ସଦସ୍ୟମାନେ ଜିଲାପାଳଙ୍କୁ ଭେଟି ଫେରାଦ ହୋଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?