ଆମ ଜିଲା ଖବର

ଚଳନ୍ତା ଟ୍ରକ୍‌ରେ ଯୁବକଙ୍କୁ ବନ୍ଧା ହେବା ଘଟଣା: ଚାଳକ ଗିରଫ

ପାରାଦୀପ,୨୬ା୫(ସ୍ବ.ପ୍ର.): ଚଣ୍ଡିଖୋଲ-ପାରାଦୀପ ୫୩ ନଂ. ଜାତୀୟ ରାଜପଥ ଭୂତମୁଣ୍ଡାଇ ମହାନଦୀ ପୋଲ ଉପରେ ଜଣେ ଯୁବକଙ୍କୁ ଟ୍ରକ୍‌ରେ ବାନ୍ଧି ଚଳାଇବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ପାରାଦୀପ ଲକ୍‌ ଥାନା ପୋଲିସ ଟ୍ରକ ଚାଳକଙ୍କୁ ବୁଧବାର ସାରେ ଗିରଫ କରିଛି।…

ଛବି ଖରାପ କରିବାକୁ ଚାଲିଛି ଷଡ଼ଯନ୍ତ୍ର: ଏକ ଫେସ୍‌ବୁକ ଆକାଉଣ୍ଟ ପେଜ୍‌ରେ…

କଟକ ଅଫିସ, ୨୬।୫: ଓଡ଼ିଆ ସିନେମା ଷ୍ଟାର ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପୁରୀଘାଟ ଥାନାରେ ଅଭିଯୋଗ କରିବାର ୨ଦିନ ପରେ ବର୍ଷା ବୁଧବାର ସାଇବର ଥାନାର…

ବୃକ୍ଷ ଶୂନ୍ୟ ହେଉଛି ଖଳିସାହି-କୋସକା ରାସ୍ତା

ଖଣ୍ଡପଡା.୨୬ା୫ (ସ୍ବ.ପ୍ର.):ଜୀବନ୍ତ ତଥା ସବୁଜ ବୃକ୍ଷକୁ ବନ ବିଭାଗର ବିନା ଅନୁମତିରେ କାଟିବା ଆଇନ ଅନୁଯାୟୀ ଦଣ୍ଡନୀୟ । ତେବେ ଗଛଗୁଡିକୁ କିପରି ମାରି ପରେ କଟାଯାଇ ପାରିବ ସେ ନେଇ କେତେଜଣ ବ୍ୟକ୍ତି ଅଭିନବ ଉପାୟ ଆପଣେଇ ଥିବା ପରିଲକ୍ଷତ…

ପ୍ରଭାବିତ ହେବ ଖରିଫ୍‌ ଧାନ ଚାଷ

ରସୁଲପୁର,୨୬।୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରାୟ ୮ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ଖରିଫ୍‌ ଧାନଚାଷ କରାଯିବାକୁ ପ୍ରସ୍ତୁତି ହେଉଛି। ତେବେ ଅସ୍ବାଭାବିକ ପାଣିପାଗ ଯୋଗୁ କ୍ଷେତ ପ୍ରସ୍ତୁତ ହୋଇପାରୁନାହିଁ। କ୍ଷେତରେ ବତର ନ ଥିବାରୁ ଚାଷକାର୍ଯ୍ୟ ଆଗେଇ ପାରୁନାହିଁ। ଅକ୍ଷୟତୃତୀୟାକୁ…

ବିବାହ ବାହାନାରେ ରାଜସ୍ଥାନକୁ ମହିଳା ଚାଲାଣ

ଯାଜପୁର ଅଫିସ,୨୬ା୫: ପ୍ରଶାସନ ଓ ପୋଲିସର ଦୃଷ୍ଟି ଆଢ଼ୁଆଳରେ ବିବାହ ଆଳରେ ଗରିବ ଯୁବତୀ ଓ ମହିଳାମାନଙ୍କୁ ବିଭିନ୍ନ ରାଜ୍ୟକୁ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଅତୀତରେ ଅନେକ ଅଭିଯୋଗ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆସିଥିବା ବେଳେ ମଙ୍ଗଳବାର ଯାଜପୁର ଜିଲାର…

ବିକାଶ ନାମରେ ତୀର୍ଥଭୂମିର ଅସ୍ତିତ୍ୱ ବିଲୁପ୍ତ ହେଉଛି: ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏହି ପ୍ରସଙ୍ଗରେ ବୁଧବାର ଜଗଦଗୁରୁ ଶଙ୍କରାଚାର୍ଯ୍ୟ ମତ ରଖିଛନ୍ତି। ବିକାଶ ନାମରେ ତୀର୍ଥଭୂମିର ଆଦର୍ଶ, ଅସ୍ତିତ୍ୱ ବିଲୁପ୍ତ କରାଯାଉଛି। ଏଥିପ୍ରତି ଧ୍ୟାନ ଦେଇ ତୀର୍ଥସ୍ଥଳକୁ ଭୋଗସ୍ଥଳୀର ରୂପ…

ସ୍ନାନବେଦିରେ ମିଳିବ ଦାରୁଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୨୬।୫: ନୀଳାଦ୍ରି ଭକ୍ତନିବାସରେ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ବୈଠକରେ ରାଜେନ୍ଦ୍ରାଭିଷେକ, ରୁକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି…

ନିର୍ବନ୍ଧ ସାରି ଫେରୁଥିଲେ, ଓଲଟିଲା ଗାଡ଼ି, ୩ ଗୁରୁତର

ସୋରଡ଼ା,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଦାରିଙ୍ଗବାଡ଼ି ଜାତୀୟ ରାଜପଥ ଗାଜଲବଡ଼ି ନିକଟ ଭୂତପଙ୍କାଳ ରାସ୍ତାରେ ବୁଧବାର ଅପରାହ୍ନରେ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା ଏକ ଗାଡ଼ି। ଫଳରେ ଏଥିରେ ଥିବା ୧୫ ଜଣଙ୍କ ମଧ୍ୟରୁ ୧୨…

ଧସିଲା ମାଟି ଅତଡ଼ା, ଚାପି ହୋଇଗଲେ ଶ୍ରମିକ

ଆନନ୍ଦପୁର/ଘସିପୁରା,୨୫ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଘସିପୁରା ଥାନା ଅଧୀନ ଶୈଲଙ୍ଗ ଓଭରବ୍ରିଜ ନିକଟରେ ମେଗା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ପାଇଁ ବୁଧବାର କାର୍ଯ୍ୟ ଚାଲିଥିବା ସମୟରେ ଜଣେ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିଲେ। ପ୍ରାୟ ୧୦ ଫୁଟ ଗଭୀର ଗର୍ତ୍ତରେ ୩ ଜଣ…

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଛି ଭିଜିଲାନ୍ସ। ୪ଟି ପୋଖରୀ ଖୋଳା କାମ…

ଅସରାଏ ବର୍ଷାରେ ସ୍କୁଲ ପରିସର ବେହାଲ

କେନ୍ଦୁଝର,୨୫ା୫(ସ୍ବ.ପ୍ର.): ସହର ସୌନ୍ଦର୍ଯ୍ୟକରଣ ଓ ୫-ଟି କାର୍ଯ୍ୟକ୍ରମରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଭିତର ଓ ବାହାରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନତିକରଣ କାର୍ଯ୍ୟ କରାଯାଇଥିଲା। ତେବେ ବିଦ୍ୟାଳୟ ବାହାରେ ହୋଇଥିବା ପାଚେରି କାମ ଠିକ୍‌ ଭାବରେ…

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଥାନାଧିକାରୀ

ଗଞ୍ଜାମ,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଥାନାଧିକାରୀ ଭାବେ ବୁଧବାର ସୁଦୀପ୍ତ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଗଞ୍ଜାମ ଥାନାଧିକାରୀ ଭାବେ ଦାୟିତ୍ୱରେ ଥିବା ପି. ସ୍ବରୁପ କିଶାନ ରମ୍ଭା ଥାନାକୁ ବଦଳି ହେବା ପରେ ବୁଧବାର ସୁଦୀପ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?