ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ
କଟକ ଅଫିସ,୧୮।୪(ବ୍ୟୁରୋ): କେନ୍ଦୁଝର ଜିଲାପାଳଙ୍କୁ ଜାତୀୟ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲାଗିଛି । କମିଶନଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଜିଲାପାଳଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ କମିଶନ ମାମଲା ଆଗକୁ ନେଇ ପାରିବେ ବୋଲି…
କମିଶନଙ୍କଠାରେ ହାଜର ହେବେ କେନ୍ଦୁଝର ଜିଲାପାଳ
କେନ୍ଦୁଝର,୧୮।୪(ସ୍ବ.ପ୍ର.), ୧୮।୪: ଜାତୀୟ ଜନଜାତି କମିଶନଙ୍କଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ହାଜର ହେବେ। ତେବେ ଜିଲାପାଳଙ୍କୁ ହାଜର କରାଇବାକୁ ପୋଲିସ ଡିଜି ଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କେନ୍ଦୁଝର ଆଦିବାସୀ ସଂଗଠନ…
ବଢୁଛି ଚୋରାମଦ କାରବାର
ବଇଣ୍ଡା,୧୮।୪(ଡି.ଏନ.ଏ.): ଆଠମଲ୍ଲିକ ଓ ଠାକୁରଗଡ଼ ଥାନା ଅଞ୍ଚଳରେ କିଛିଦିନ ହେଲା ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ବିଶେଷକରି ଜାମୁଡୋଲି, ଲୁହାସିଂହା, ନଅଁଗା, ଠାକୁରଗଡ଼, କୃତ୍ତିବାସପୁର, ପାଇକସାହି, ଟାପଢୋଲ, ସାପଘରା, କୁରୁମଟାପ, ସାନହୁଲା, ପେଡିପଥର, ଆମ୍ବସରମୁଣ୍ଡା ଆଦି ପଞ୍ଚାୟତରେ ଅସାଧୁ ବ୍ୟବସାୟୀମାନେ…
ପାଇପ୍ ଫାଟି ବିଲରେ ମାଡ଼ୁଛି ପାନୀୟ ଜଳ
ମାଧପୁର,୧୮।୪: ଗ୍ରୀଷ୍ମ ପ୍ରବାହ ବେଳେ ଗାଁକୁ ମିଳୁନି ପିଇବା ପାଣି। ୨ ଦିନ ହେଲା ପାଇପ୍ ଫାଟିବା କାରଣରୁ ସବୁତକ ପାଣି ବିଲରେ ମାଡ଼ୁଛି। କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ମରାମତି କରାଯାଉ ନ ଥିବାରୁ ଆଠମଲ୍ଲିକ ବ୍ଲକ ମାଧପୁର…
ପାଣିରେ ବୁଡ଼ି ଚାଲିଗଲା ଇସ୍ରୋ ବୈଜ୍ଞାନିକଙ୍କ ଜୀବନ
ବରଗଡ଼ ଅଫିସ,୧୮ା୪: ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଝାରପାଲି ଗ୍ରାମରେ ଜନ୍ମଗ୍ରହଣ କରିଥିବା ଇସ୍ରୋ(ଭାରତୀୟ ଅନ୍ତରୀକ୍ଷ ବିଜ୍ଞାନ ଓ ପ୍ରାଦୌଗିକ ସଂସ୍ଥାନ)ରେ କାର୍ଯ୍ୟରତ ବୈଜ୍ଞାନିକ ନିହାର ରଞ୍ଜନ ପ୍ରଧାନ(୨୭)ଙ୍କ ସୋମବାର ମୃତ୍ୟୁ ହୋଇଛି। ଗ୍ରାମର ଏକ ଜଳାଶୟରେ ଗାଧୋଉ ଥିବାବେଳେ…
ଚୂନ ମାରି ଲୁଟୁଛନ୍ତି ଅଧିକାରୀ, ଠିକାଦାର
ମାଲକାନଗିରି,୧୮।୪ (ଡି.ଏନ.ଏ.): ଖରା ଦିନ ଆସିଲେ ମାଲକାନଗିରି ଜିଲାରେ ଜଳ କଷ୍ଟ ବଢିଥାଏ। ଜିଲାରେ ସବୁ ବର୍ଷ ଜଳ କଷ୍ଟ ଦେଖାଦେଉଥିବା ବେଳେ ଏହା ଦୂର କରିବା ବାହାନରେ ଅଚଳ ପାନୀୟ ଜଳ ପ୍ରକଳ୍ପରେ ଚୂନ ମାରି ଅର୍ଥ ଲୁଟ କରାଯାଉଛି।…
୩ ପଞ୍ଚାୟତକୁ ସଂଯୋଗୀକରଣ ରାସ୍ତା ମରଣଯନ୍ତା
ପାରଳାଖେମୁଣ୍ଡି,୧୮।୪(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଘୋରଣି, ବଡ଼ କୋତୋରୁ, ତାଟିପାଟି ଏହି ୩ ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଏହି ରାସ୍ତାର ଅବସ୍ଥା ଏପରି ହେଲାଣି ଯେ, ଲୋକେ ଯାତାୟାତ କରିବା ପାଇଁ ବିପଦ…
ରକ୍ଷଣାବେକ୍ଷଣ ହେଉନି: ନଷ୍ଟ ହେବାକୁ ବସିଲାଣି ପଞ୍ଚାୟତ ଉଦ୍ୟାନ
ମାଲକାନଗିରି,୧୮।୪ (ଡି.ଏନ.ଏ.): ଗ୍ରାମ ପଞ୍ଚାୟତ ସଦରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ବହୁ ଅର୍ଥ ଖର୍ଚ୍ଚ ହେଉଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ କିଛି ବର୍ଷ ମଧ୍ୟରେ ସେସବୁ ନିଜର ପରିଚୟ ହରାଇବା ସ୍ଥିତିକୁ ଚାଲିଆସୁଛି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା କୋରୁକୋଣ୍ଡା…
କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା
ପୋଲସରା,୧୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍ ଆଲୁଅରେ ରୋଗୀ ଚିକିତ୍ସା କରାଯାଇଛି। ଏପରିକି ଜଣେ ମହିଳାଙ୍କ ପ୍ରସବ ମଧ୍ୟ କରାଯାଇଛି। ପୋଲସରା…
ସମସ୍ୟା ଘେରରେ ଡାଳଖାଇ ଓଡିଆର୍ପି କଲୋନୀ
ରମ୍ଭା,୧୮।୪: ରମ୍ଭା ଥାନା ଇଲାକା ଗଞ୍ଜାମ ବ୍ଲକ ରାମଗଡ଼ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡାଳଖାଇ ଓଡିଆରପି କଲୋନୀ ବହୁବିଧ ସୁବିଧା ସୁଯୋଗରୁ ବଞ୍ଚିତ। ସମସ୍ୟା ଘେରରେ ଉବୁଟୁବୁ ହେଉଥିଲେ ମଧ୍ୟ ପ୍ରଶାସନର ଅଣଦେଖା ମନୋଭାବ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିବାରେ…
ନିଆଁ ଲାଗି ୨ ଏକର ଜଙ୍ଗଲ ଜଳିଗଲା
ସୋର,୧୮।୪(ଡି.ଏନ୍.ଏ): ବାଲେଶ୍ୱର ଜିଲା ସୋର ବ୍ଲକ ଶିଙ୍ଗାଖୁଣ୍ଟା ସରଳିଆ ନିକଟବର୍ତ୍ତୀ କୁଲଡିହା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ ଦେବଗିରି ପାଦଦେଶ ଜଙ୍ଗଲରେ ରବିବାର ନିଆଁ ଲାଗିଯାଇଥିଲା। ଏହା ଫଳରେ ୨ ଏକର ପରିମିତ ଜଙ୍ଗଲର ବିଭିନ୍ନ ଗଛ ପୋଡ଼ି ପାଉଁଶ ହୋଇଯାଇଛି। ଖବର…
ସହରରେ କୁଲିଆରି ଶାଗର ପସରା
କେନ୍ଦୁଝର, ୧୮।୪ (ସ୍ବ.ପ୍ର.): ଖରା ଦିନରେ ପତ୍ରଛଡା ପରେ ନୂଆପତ୍ର କଅଁଳିଥାଏ। ସେପରି କୁଲିଆରି ଗଛରେ ମଧ୍ୟ ଏହି ସମୟରେ ପତ୍ର କଅଁଳିଥାଏ। ଏହି କଅଁଳିଆ ପତ୍ରକୁ ଶାଗ ଭାବରେ ସମସ୍ତେ ଖାଇଥାନ୍ତି। ବଣପାହାଡ଼ରେ ପ୍ରାକୃତିକ ପରିବେଶରେ କୁଲିଆରି ଗଛ ଉଠିଥାଏ।…

