ଆମ ଜିଲା ଖବର

ଲକ୍ଷାଧିକ ଟଙ୍କାର ମାଛ ମରି ଭାସିଲେ

ସୋର,୧୮।୪(ଡି.ଏନ.ଏ): ପଞ୍ଚାୟତ ନିର୍ବାଚନକୁ ୨ ମାସ ବିତିଯାଇଥିଲେ ସୁଦ୍ଧା ଗଁା ଗଣ୍ଡାରେ ଲାଗି ରହିଥିବା ବିବାଦ ଥମି ନାହଁି। ନିର୍ବାଚନରେ ପ୍ରାର୍ଥୀ ହେବାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ଉପରେ ରାଗ ରଖି ତାଙ୍କ ସ୍ବୟଂ ସହାୟକ ଗୋଷ୍ଠୀ ଲିଜ୍‌ରେ ନେଇଥିବା ଏକ…

କେନ୍ଦୁ ଦେଉଛି ଜୀବିକା

କେନ୍ଦୁଝର, ୧୮।୪: କେନ୍ଦୁଝର ଜିଲାର ବନବାସୀଙ୍କୁ ପ୍ରକୃତି ଦେଇଛି ବଞ୍ଚିବାର ବହୁ ସାଧନ। ଜଙ୍ଗଲଜାତ ଦ୍ରବ୍ୟ ସାଙ୍ଗକୁ ଫଳମୂଳ ଆଦି ସଂଗ୍ରହ କରି ନିଜେ ଖାଇଥାନ୍ତି ଏବଂ ବଳକା ହାଟ ବଜାରରେ ବିକି ତେଲ ଲୁଣ କିଣି ପରିବାର ଗୁଜୁରାଣ ଚଳାଇଥାନ୍ତି…

ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୧୮।୪ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ବୋଡ଼କ ଗଁା ଚଇତି ପୁନେଇ ପର୍ବ ଲାଗି ଉତ୍ସବମୁଖର ହୋଇଛି। କରୋନା ଯୋଗୁ ଦୁଇବର୍ଷ ହେଲା ଏହି ପର୍ବ ଫିକା ପଡ଼ିଥିଲା। ଚଳିତବର୍ଷ କଟକଣା କୋହଳ ହେବାରୁ…

ଶାରିଶୁଆ ଜଙ୍ଗଲରେ ନିଆଁ

ଖଇରା,୧୮।୪(ଡି.ଏନ.ଏ.)- ଶାରିଶୁଆ ପାହାଡର ପାଖାପାଖି ୫୦ବର୍ଗ କି.ମି. ଅଞ୍ଚଳ ଜଙ୍ଗଲରେ ନିଆଁଲାଗି ଗଛପତ୍ର ପୋଡ଼ି ଯାଉଥିବା ପାହାଡ଼ ସଂଲଗ୍ନ ଗ୍ରାମଗୁଡ଼ିକର ଅଧିବାସୀମାନେ ଅଭିଯୋଗ କରିଛନ୍ତି। ୨ଦିନ ଧରି ପାହାଡ଼ ଜଳୁଥିଲେ ହେଁ ବନ ବିଭାଗ ନିଆଁ ଲିଭାଇବା ପାଇଁ କୋଣସୀ ପଦକ୍ଷେପ…

ଯୋଡ଼ାରେ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫ ସଂଖ୍ୟା ୧୩କୁ ବୃଦ୍ଧି

ଯୋଡ଼ା, ୧୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ପୋଲିସ ଉଭୟ ସମ୍ପ୍ରଦାୟର ଆଉ ଦୁଇ ଅଭିଯକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ ମାମଲା (ନଂ.୬୫/୨୨) ରୁଜୁ…

କିନ୍ନରଙ୍କୁ ପଟ୍ଟା ବଣ୍ଟନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ରହୁଥିବା ୧୭ ଜଣ କିନ୍ନରଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଘରବାଡ଼ି ପଟ୍ଟା ପ୍ରଦାନ କରଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଛତ୍ରପୁରଠାରେ ଏହି ପଟ୍ଟା ବଣ୍ଟନ କରିଥିଲେ। ଏନେଇ ଜିଲାପ୍ରଶାସନକୁ କିନ୍ନରମାନଙ୍କ ପକ୍ଷରୁ…

ଲାଞ୍ଚ ନେଇ ଧରାପଡ଼ିଲେ ଆର୍‌ଆଇ

ଜମନକିରା,୧୮ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି। ଜମନକିରା ପଞ୍ଚାୟତ ମହକୁମା ଚାହାବଗାନ ପଡ଼ାର ଦୁଃଖ ମିଞ୍ଜ ଓରଫ ଦୁଃଖ ଓରାମଙ୍କ (୪୦) ଠାରୁ ଜମି ଭାଗବଣ୍ଟା ପାଇଁ ରଙ୍ଗପ୍ରଲେପ ଦିଆ ୯ ହଜାର ଟଙ୍କା…

କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ

ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ…

ଓଏସ୍‌ଏପି ବାଟାଲିୟନ ଅଫିସ ଏବେ ଭୂତକୋଠି

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହରରେ ଥିବା ପୋଲିସ ବିଭାଗର ଓଏସ୍‌ଏପି ୨ୟ ବାଟାଲିୟନ ଅଫିସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଜିଲାର ସୁରକ୍ଷା ପାଇଁ ଏଠାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ରହୁଥିଲେ। ଦୀର୍ଘ ବହୁ ବର୍ଷ ହେଲା ଏହା…

ପୋଖରୀ ସଫେଇ କଲେ ବିଧାୟକ

ଛତ୍ରପୁର,୧୮ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୧୧ ନମ୍ବର ଓ୍ବାର୍ଡରେ ଥିବା ଲାଇନ ବନ୍ଧ (ପୋଖରୀ) ସଫେଇ ହୋଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ପୋଖରୀ ସଫେଇ କରୁଥିବା ଦେଖିବାକୁ ମିଳିଛି। ଏଥିରେ ଛତ୍ରପୁର ଏନ୍‌ଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ,…

ବଢୁଛି ନିଶା କାରବାର

ଖଇରା,୧୮।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ବହୁ ଦାବି ପରେ ଏକ ଅବକାରୀ ଥାନା କାର୍ଯ୍ୟାଳୟ ୪ମାସ ଧରି ଭଡ଼ା ଘରେ ଆରମ୍ଭ ହୋଇଛି। ହେଲେ ଖୋଲିବା ଦିନଠାରୁ ୨/୪ଦିନ ଛାଡ଼ି ଦେଲେ ଅଧିକାଂଶ ଦିନ ବନ୍ଦ ହୋଇ ରହୁଛି। ୩୭…

ଯବାନଙ୍କ କ୍ୟାମ୍ପ୍‌ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ

ମାଲକାନଗିରି,୧୮ା୪(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍‌ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍‌ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?