ଗୋରୁ ବେପାରୀଙ୍କ ଉପରେ ଓଲଟି ପଡ଼ିଲା ସିମେଣ୍ଟ ବୋଝେଇ ଟ୍ରକ୍: ୩ ମୃତ, ଜଣେ ଗୁରୁତର
ବିଶୋଇ,୧୮ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ. ଜାତୀୟ ରାଜପଥସ୍ଥିତ ନୂଆଗାଁ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋରୁ ନେଇ ଯାଉଥିବା ବେପାରୀଙ୍କ ଉପରେ ଟ୍ରକ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ…
୧ କୋଟି ଟଙ୍କାରେ ହନୁମାନ ପଇସା ଡିଲ୍
ଦେବଗଡ଼,୧୮ା୪(ଡି.ଏନ.ଏ.): ଦେବଗଡ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ୍କୁ ପୁଣି ମିଳିଛି ସଫଳତା। ରବିବାର ବେଆଇନ ହନୁମାନ ପଇସା କାରବାରରେ ଲିପ୍ତ ୨ ଅଭିଯୁକ୍ତଙ୍କୁ ଗ୍ରାହକ ବେଶରେ କାବୁ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ଥାନା…
ଅଧପନ୍ତରିଆ ଅବସ୍ଥାରେ ବିଦ୍ୟାଳୟ ଶ୍ରେଣୀଗୃହ
କୁଜଙ୍ଗ,୧୮ା୪(ଡି.ଏନ୍.ଏ.): କୁଜଙ୍ଗ ବ୍ଲକ ଅନ୍ତର୍ଗତ ପୋତାନଇ ପଞ୍ଚାୟତର ଦାର୍ଦ୍ଦିଆ ପୋତାନଇ ଉଚ୍ଚ ବିଦ୍ୟାଳୟର ପୁରାତନ ପ୍ରାଚୀର ଓ କିଛି ଶ୍ରେଣୀ ଗୃହ ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ମାତ୍ର ଏହାର ମରମତି ଓ ନବୀକରଣ ହେଉନାହିଁ। ସେହିପରି ଏଠାରେ ଖାଲିପଡ଼ିଥିବା ଶିକ୍ଷକ ପଦବୀଗୁଡ଼ିକ…
‘ଡଙ୍ଗାରେ ବିଜୁବାବୁଙ୍କ ସହ ବିତିଥିବା ମୁହୂର୍ତ୍ତ ଅଭୁଲା’
ମହାକାଳପଡ଼ା,୧୮ା୪(ଡି.ଏନ୍.ଏ.): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ରବିବାର ପାଳିତ ହୋଇଯାଇଛି। ହେଲେ ବିଜୁବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବି ଅନେକ ଲୋକ ତାଙ୍କୁ ଝୁରୁଛନ୍ତି। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଞ୍ଚଳର ନାଉରିଆ ବିଧାନ ଅଧିକାରୀ ଅନ୍ୟତମ।…
ପାନୀୟ ଜଳ ପ୍ରକଳ୍ପ ପାଇଁ ବଳିପଡ଼ିବ ଗଛ
କେନ୍ଦ୍ରାପଡ଼ା ଅଫିସ, ୧୮ା୪: କେନ୍ଦ୍ରାପଡ଼ା ଜିଲାରେ ବିକାଶ ନାମରେ ବିନାଶ ଚାଲିଛି। ପ୍ରାକୃତିକ ପରିବେଶଘେରା ଗ୍ରାମ୍ୟ ଜଙ୍ଗଲରୁ ଗଛ ବଳି ପକାଇ ପ୍ରକଳ୍ପ କରାଯିବାକୁ ମସୁଧା ଚାଲିଛି। ହେଲେ ଏହି ପ୍ରକଳ୍ପ କେତେ ଲୋକଙ୍କ କାମରେ ଲାଗିବ ଓ କେତେ ପରିମାଣର…
ପ୍ରଲୋଭନ ଦେଖାଇ ୨ ଲକ୍ଷ ଲୁଟ୍ ମାମଲାର ପର୍ଦ୍ଦାଫାଶ
ଜଗତ୍ସିଂହପୁର ଅଫିସ, ୧୮ା୪: ୭୦ ହଜାର ଟଙ୍କା ଦେଲେ, ୧ ଲକ୍ଷ ଟଙ୍କା ମିଳିବ। ଏଭଳି ପ୍ରଲୋଭନ ଦେଖାଇ ଜଗତ୍ସିଂହପୁର ଜିଲାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନକୁ ଡକାଇ ତାଙ୍କଠାରୁ ୨ ଲକ୍ଷ ଝାମ୍ପି ନେଇଛନ୍ତି ଲୁଟେରା। ଏହି ମାମଲାରେ ଜଗତ୍ସିଂହପୁର…
ବୈତରଣୀ ନଦୀବନ୍ଧ ମରଣଯନ୍ତା
ପାଣିକୋଇଲି,୧୮ା୪(ଡି.ଏନ.ଏ.): କୋରେଇ ବ୍ଲକ ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ସମ୍ପୂର୍ଣ୍ଣ ବୈତରଣୀ ନଦୀବନ୍ଧ କଡ଼ରେ ଅବସ୍ଥିତ। ତେବେ ବାଲିଗାଡ଼ି ଚଳାଚଳ ଫଳରେ ବନ୍ୟା ସମୟରେ ନଦୀବନ୍ଧ ଭାଙ୍ଗିବାର ସୁଯୋଗ ସୃଷ୍ଟି ହେଉଛି। ଧନତ୍ରୀ ବାଲିଘାଟ ପାଇଁ ନଦୀବନ୍ଧରେ ବାଲି ପରିବହନକୁ ଅନୁମତି ମିଳିଛି।…
ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଟିକନ…
ଜାଗା ମିଶନ ବଢ଼ାଉଛି ଜବରଦଖଲ
ନୟାଗଡ଼ ଅଫିସ,୧୮।୪: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରୁଛି। ଏହି ଯୋଜନାରେ ୮୦୨ରୁ ୪୯୬ ହିତାଧିକାରୀଙ୍କୁ ଭୂମି ଯୋଗ୍ୟତା ପ୍ରମାଣପତ୍ର (ପଟ୍ଟା) ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲକାରୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଜାଗା ମିଶନର ସରକାରୀ ସୁବିଧା…
ଆଜିଠୁ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି
ଖୋର୍ଦ୍ଧା ଅଫିସ,୧୮ା୪: ଦୁଇବର୍ଷ ପରେ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ସୋମବାରଠାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ସରକାରୀ କାର୍ଯ୍ୟାଳୟରେ ପ୍ରତ୍ୟକ୍ଷ ଅଭିଯୋଗ ଶୁଣାଣି ହେବ। ଏଣିକି ପ୍ରତି ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବେ ସରକାରୀ ଅଧିକାରୀ। ଏନେଇ ରାଜ୍ୟ ସାଧାରଣ…
ପଞ୍ଜିକାକୁ ନେଇ ବିବାଦ
ପୁରୀ ଅଫିସ, ୧୮ା୪: ଚଳିତ ବର୍ଷ ପୁଣିଥରେ ପଞ୍ଜିକାକୁ ନେଇ ବିବାଦ ଦେଖିବାକୁ ମିଳିଛି। ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ୱାରା ସ୍ବୀକୃତ ପଞ୍ଜିକା ବିଶ୍ୱସନୀୟ ନୁହେଁ ବୋଲି କେତେଜଣ ପଞ୍ଜିକା ସମୀକ୍ଷକ ରବିବାର ସ୍ଥାନୀୟ ଚନ୍ଦ୍ରଶେଖର ପାଠାଗାରରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ତଦନ୍ତ ଶିଥିଳ, ଜମାକାରୀ ଚିନ୍ତାରେ
ଖୋର୍ଦ୍ଧା ଅଫିସ,୧୮ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ବିରୋଧରେ ଅର୍ଥ ଆତ୍ମସାତ୍ ସମେତ ଦୁଇଟି ସାଂଘାତିକ ଅଭିଯୋଗ ସତ୍ତ୍ୱେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ତଦନ୍ତରେ ଶିଥିଳତା ଯୋଗୁ ପ୍ରଶାସନର କାର୍ଯ୍ୟଦକ୍ଷତା ଓ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବାବେଳେ…

