ଆମ ଜିଲା ଖବର

ରେଲଓ୍ବେ ଓଭରବ୍ରିଜ ରାସ୍ତା ନିମ୍ନମାନର

ବୋଲଗଡ଼,୧୮ା୪(ଡି.ଏନ୍‌.ଏ.): କେନ୍ଦ୍ର ସରକାର ରେଲଓ୍ବେ ଓଭରବ୍ରିଜ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ବିଭାଗୀୟ ଅଧିକାରୀଙ୍କ ତଦାରଖ ଅଭାବରୁ କାର୍ଯ୍ୟାଦେଶ ପାଇଥିବା ଠିକାସଂସ୍ଥାମାନେ ନିମ୍ନମାନର କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଗ୍ରାମ…

ଇଓଡବ୍ଲ୍ୟୁକୁ ଆରୁହା କଳାପଥର ଲୁଟ୍‌ ତଦନ୍ତ ଭାର

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌ ଓ ଜାଲିଆତି ମାମଲାର ତଦନ୍ତ ଭାର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)କୁ ଦିଆଯାଇଛି। ବରିଷ୍ଠ ଓ ଅଭିଜ୍ଞ ଅଧିକାରୀଙ୍କ ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ…

ମାଓବାଦୀ ପୋଷ୍ଟରରେ ରାସ୍ତା ନିର୍ମାଣ ଦୁର୍ନୀତିକୁ ବିରୋଧ

ଅମ୍ବାଭୋନା,୧୭।୪(ଡି.ଏନ.ଏ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକରେ ମାଓବାଦୀମାନେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି। ଦୀର୍ଘଦିନର ନିରବତା ପରେ ରବିବାର ଉକ୍ତ ବ୍ଲକ ଅନ୍ତର୍ଗତ ଲଖନପୁର ନିକଟସ୍ଥ ଚକ୍ରାମାଳ-ବାବେବିରା ମୁଖ୍ୟରାସ୍ତାର ଚକ୍ରାମାଳ ପୋଲ ନିକଟରେ ମାଓବାଦୀଙ୍କ ଏକ ପୋଷ୍ଟର ଟଙ୍ଗାଯାଇଥିବା ରବିବାର ଦେଖିବାକୁ…

ଆଇପିଏଲ୍‌ ବେଟିଂ: ୯ କୋର୍ଟ ଚାଲାଣ

କୁଆଁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): ସମ୍ପ୍ରତି ଆଇପିଏଲ ମ୍ୟାଚ୍‌ ଚାଲୁଥିବା ବେଳେ ଏହାକୁ ନେଇ ବେଟିଂ ବା ଜୁଆ କାରବାର ବେଶ୍‌ ବୃଦ୍ଧି ପାଉଛି। ଅନ୍‌ଲାଇନ୍‌ରେ ଲୋକେ ଟଙ୍କା ବାଜି ଲଗାଉଛନ୍ତି। ଫଳରେ ଦିନକୁ କୋଟି କୋଟି ଟଙ୍କାର ଅନଲାଇନ୍‌ ବେଟିଂ ଚାଲୁଛି। ଏହି ଅପରାଧିକ…

ମାହାଙ୍ଗା ମର୍ଡର ଘଟଣା: ରିମାଣ୍ଡ ପରେ ଶିଶୁଆ ଜେଲ୍‌କୁ ଫେରିଲେ ଶିବ

ନିଶ୍ଚିନ୍ତକୋଇଲି,୧୭ା୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ହୋଇଥିବା ନରସଂହାର ଘଟଣାରେ ପୋଲିସ ୩ ଦିନ ମୁଖ୍ୟ ଅଭିଯୁକ୍ତ ଶିବଙ୍କୁ ରିମାଣ୍ଡରେ ନେଇଥିଲା। ତେବେ ଶିବଙ୍କ ସିନ୍‌ ରିକ୍ରିଏଶନ କରିବା ପରେ ରବିବାର ପୂର୍ବାହ୍ନରେ ତାଙ୍କୁ ସାଲେପୁର ଜେଏମ୍‌ଫ୍‌ସି କୋର୍ଟରେ…

ଆଇଆର୍‌ଇ ପ୍ଲାଣ୍ଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ, ପ୍ରତିବାଦରେ ଧାରଣା

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍‌ଇ ପ୍ଲାଣ୍ଟ ପରିସରରେ କାର୍ଯ୍ୟ କରୁଥିବା ସମୟରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହେଲେ ଛତ୍ରପୁର ନିକଟବର୍ତ୍ତୀ ମାଟିଖାଲ ଗ୍ରାମର ରମା ପ୍ରଧାନ(୩୪)। ପ୍ଲାଣ୍ଟ ପରିସରରେ ରବିବାର ଲୁହା ବୋହି ଆଣୁଥିବା ସମୟରେ…

ନାକାମାମୁଡ଼ି-ନାରିଙ୍ଗିଝୋଲା ରାସ୍ତାରେ କଟାଯାଇଛି ଶତାଧିକ ଗଛ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଭରପୂର ରହିଛି ଜଙ୍ଗଲ ସମ୍ପଦ। ମାତ୍ର କେତେଜଣ ବିଭାଗୀୟ କର୍ମଚାରୀ ଏବଂ ବନ ସଂରକ୍ଷଣ ସମିତି ଅବହେଳାରୁ ଜଙ୍ଗଲରୁ ଶତାଧିକ ଗଛ କଟାଯାଉଥିବା ଅଭିଯୋଗ ହେଉଛି। ମାଲକାନଗିରି ଜିଲା ବାଲିମେଳା ରେଞ୍ଜ ପାହାଡ଼ ଉପରେ ଥିବା ନାକାମାମୁଡି-ନାରିଙ୍ଗିଝୋଲା…

ପାନ୍ଥିକା-ଏନ୍‌ଏଡି ରାସ୍ତା ଶୋଚନୀୟ

ସୁନାବେଡ଼ା,୧୭।୪(ସ୍ବ. ପ୍ର.): ଜନସାଧାରଣଙ୍କ ଗମନାଗମନର ସୁବିଧା ଲାଗି ରାଜ୍ୟ ସରକାର ପକ୍କା ରାସ୍ତା ନିର୍ମାଣ କରି ଏ ବାବଦରେ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ରାସ୍ତା ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳାରୁ ଅନେକ ସ୍ଥାନରେ ଅଳ୍ପଦିନରେ ନିର୍ମିତ ରାସ୍ତା…

୫ ବର୍ଷ ମଧ୍ୟରେ ରେଳ ସେବା ପାଇବେ ମାଲକାନଗିରିବାସୀ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ଆସନ୍ତା ୬ମାସ ମଧ୍ୟରେ ରେଳଲାଇନ ନେଇ ରହିଥିବା ଜମି ଅଧିଗ୍ରହଣ କାର୍ଯ୍ୟ ସରିବ। ୫ବର୍ଷ ମଧ୍ୟରେ ମାଲକାନଗିରିବାସୀ ରେଳ ସେବା ପାଇବେ। ରେଳଲାଇନ କାର୍ଯ୍ୟର ସମୀକ୍ଷା ପାଇଁ ଶନିବାର ମାଲକାନଗିରି ଜିଲାକୁ ଗସ୍ତରେ ଆସିଥିବା ବିଶାଖାପାଟଣା ଡିଭିଜନାଲ ରେଲଓ୍ବେ ମ୍ୟାନେଜର…

ମୋବାଇଲ୍‌ ଗେମ୍‌ ପାଇଁ ନାବାଳକଙ୍କୁ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଲକି କୋର୍ଟ ଚାଲାଣ

କୋରାପୁଟ,୧୭।୪(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ମୋବାଇଲ୍‌ ଗେମ୍‌କୁ ନେଇ ଜଣେ ନାବାଳକକୁ ତାଙ୍କର ଦୁଇ ସାଙ୍ଗ ପଥରରେ ଛେଚି ହତ୍ୟା କରିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଲକି ମାଳୀ(୧୯)ଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି। ସେହିପରି ଅନ୍ୟତମ…

ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅନୁଧ୍ୟାନ କଲେ ଜିଲାପାଳ

ରାୟଗଡ଼ା ଅଫିସ/ଗୁଡାରି (ଡି.ଏନ୍‌.ଏ.)୧୭।୪: ରାୟଗଡ଼ା ଜିଲାପାଳ ସରୋଜ କୁମାର ମିଶ୍ର ଶନିବାର ଗୁଡାରି ବ୍ଲକ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ସେହିପରି ୫-ଟି ଅଧୀନରେ ଚାଲିଥିବା ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଗୁଡ଼ାରି…

ଜଙ୍ଗଲ ସୁରକ୍ଷା ପାଇଁ ଖୋଳାଗଲା ଟ୍ରେଞ୍ଚ

ନବରଙ୍ଗପୁର,୧୭।୪(ବି.ପ୍ର.): ନବରଙ୍ଗପୁର ବ୍ଲକ ବଡ଼ମସିଗାଁ ପଞ୍ଚାୟତ ଅଧୀନ ଭାଟିଗାଁ ଗ୍ରାମ୍ୟ ଜଙ୍ଗଲ ଓ କାଜୁ ବଗିଚାର ସୁରକ୍ଷା ଦୃଷ୍ଟିକୁ ନେଇ ଟ୍ରେଞ୍ଚ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ଏବେ କାଜୁ ଅମଳ ସମୟ। ଦୁର୍ବୃତ୍ତମାନେ ଜଙ୍ଗଲରେ ନିଆଁ ଲଗାଇ ଦେଉଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?