ଆମ ଜିଲା ଖବର

୫ ଟନ୍‌ ଚୋରା କୋଇଲା ଜବତ

ଛେଣ୍ଡିପଦା, ୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା କଇଁଛପଦା ଗ୍ରାମ ନିକଟରେ ପୋଲିସ ଚଢ଼ାଉ କରି ଏକ ଟ୍ରକ୍‌ରୁ ୫ ଟନ୍‌ ଚୋରା କୋଇଲା ଜବତ କରିଛି। ତେବେ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ…

ମା’ ଝାରି କୁଆଁଦେଈଙ୍କ ବାର୍ଷିକ ଯାତ୍ରା

ଛେଣ୍ଡିପଦା,୧୭।୪(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ପଞ୍ଚାୟତ ବଡ଼ବେରେଣା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଝାରି କୁଅଁାଦେଈ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅନୁଷ୍ଠିତ ହୋଇଛି। ପୀଠ ପରିଚାଳନା କମିଟି ସଭାପତି ରଞ୍ଜନ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମୁଖ୍ୟପୂଜକ ଇନ୍ଦ୍ରମଣି ମହାପାତ୍ରଙ୍କ…

ବ୍ରହ୍ମପୁର ବଜାରରେ ଆମ୍ବ ଦର ଆକାଶ ଛୁଆଁ

ବ୍ରହ୍ମପୁର ଅଫିସ,୧୭।୪:ବ୍ରହ୍ମପୁରରେ ମାର୍ଚ୍ଚ ଦ୍ୱିତୀୟ ସପ୍ତାହ ପରେ ପରେ ବିଭିନ୍ନ କିସମର ଆମ୍ବ ବଜାରରେ ଉପଲବ୍ଧ ହୋଇଥାଏ। ବ୍ୟବସାୟିକ ଦୃଷ୍ଟିରୁ ମଧ୍ୟ ଆମ୍ବ ବ୍ୟବସାୟରେ ବ୍ରହ୍ମପୁର ରାଜ୍ୟରେ ସର୍ବୋଚ୍ଚ ସ୍ଥାନ ହାସଲ କରିଛି। କିନ୍ତୁ ଚଳିତ ବର୍ଷ ଆରମ୍ଭ ହୋଇ ଏକମାସ…

ଚମକିଲେ ଇ-ଟେକ୍‌ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ,୧୭।୪: ଢେଙ୍କାନାଳ ଇ-ଟେକ୍‌ ଯୁକ୍ତ ୩ ମହାବିଦ୍ୟାଳୟରେ ମେଧାବୀ ଛାତ୍ରୀଛାତ୍ରମାନେ ଶିକ୍ଷାନୁଷ୍ଠାନର ଗୌରବ ବଢ଼ାଇଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ପରୀକ୍ଷା ଦେଇଥିବା ପ୍ରଥମ ବ୍ୟାଚର ଉଦ୍ଭିଦ ବିଜ୍ଞାନ (ସମ୍ମାନ) ଛାତ୍ରୀ ରୋଜାଲିନ ୍‌ ବେହେରା ବିଶ୍ୱବିଦ୍ୟାଳୟସ୍ତରରେ ୭ମ ସ୍ଥାନ ଏବଂ…

ପାର୍କିଂସ୍ଥଳ ନିର୍ମାଣକୁ ବିରୋଧ

ଢେଙ୍କାନାଳ ଅଫିସ,୧୭।୪: ଢେଙ୍କାନାଳ ଜିଲା କଣ୍ଟାବଣିଆ ଥାନା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ ନିର୍ମାଣାଧୀନ ପାର୍କିଂ ସ୍ଥଳକୁ ଶନିବାର ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ଜଙ୍ଗଲ ଜମିରେ ଉକ୍ତ ଯାନବାହନ ରହଣି ସ୍ଥଳ ନିର୍ମାଣ କରାଯାଉଥିବା ସେମାନେ ଅଭିଯୋଗ କରିଛନ୍ତି। ୫୫ନଂ.…

ପୁରୁଣା ପିଚୁ ଉପରେ ନୂଆ ଢଳେଇ

ବଇଣ୍ଡା, ୧୭।୪(ଡି.ଏନ୍‌.ଏ.): ଚୁକ୍ତି ଅବଧି ସରିଲାଣି। ହେଲେ କାମ ସରୁନି। ଯେତିକି କାମ ହୋଇଛି, ତାହା ବି ଅତି ନିମ୍ନମାନର। ପୁରୁଣା ପିଚୁ ରାସ୍ତାକୁ ନ ଭାଙ୍ଗି ତା’ ଉପରେ ପୁଣିଥରେ ଢଳେଇ କରାଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକଠାରୁ ଦରୁହା ପର୍ଯ୍ୟନ୍ତ…

କେଶରିଗୁଡ଼ା ରାସ୍ତା ପାଲଟିଛି ମରଣଯନ୍ତା

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ କରିବା ପାଇଁ ବିଭିନ୍ନ ଯୋଜନା କରି ଟଙ୍କା ଖର୍ଚ୍ଚ କରିବାରେ ଲାଗିଛନ୍ତି, ହେଲେ ତାହା ଜନସାଧାରଣଙ୍କ କାମରେ ନ ଲାଗି ନଷ୍ଟ ହେଉଛି। ଗ୍ରାମକୁ ଗମନାଗମନ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ…

ନକଲିକୁ ଧରିପାରୁନି ଅସଲି ପୋଲିସ

ବ୍ରହ୍ମପୁର ଅଫିସ,୧୭।୪: ବ୍ରହ୍ମପୁର ସହରରେ ନକଲି ପୋଲିସର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ସେଲ୍ସଟ୍ୟାକ୍ସ ଛକରେ ଗତ ୩ ତାରିଖ ସ୍ପଷ୍ଟ ଦିବାଲୋକରେ ଘଟିଥିଲା। ରାସ୍ତାରେ ଚାଲି ଚାଲି ଯାଉଥିବା ସୁଭଦ୍ରା ମିଶ୍ରଙ୍କୁ ପୋଲିସ ପରିଚୟ ଦେଇ ତାଙ୍କ…

ନିରାମୟ ଯୋଜନାରେ ରୋଗୀଙ୍କୁ ମିଳୁନି ଔଷଧ

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିଠାରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିରାମୟ ଔଷଧ ବିତରଣ କେନ୍ଦ୍ର ବିନାମୂଲ୍ୟରେ ରୋଗୀଙ୍କୁ ଔଷଧ ଯୋଗାଇବା ପାଇଁ ଥିବାବେଳେ ଏହି କେନ୍ଦ୍ରରୁ ଠିକ୍‌ ରୂପେ ଔଷଧ ମିଳୁନଥିବା ଅଭିଯୋଗ ହେଉଛି। ରୋଗୀଙ୍କୁ ବାହାରୁ ଅଧିକ ଅର୍ଥ ଖର୍ଚ୍ଚ…

ସ୍କୁଲ ପିଲାଙ୍କ ଲାଗି ନଳକୂପ ସଜାଡ଼ିଲେ ସରପଞ୍ଚ

ଫୁଲବାଣୀ ଅଫିସ, ୧୭।୪: ସ୍କୁଲରେ ପାଣି ସମସ୍ୟା ଦୀର୍ଘ ଦୁଇ ବର୍ଷ ଧରି ଲାଗି ରହିଥିଲା। ଏବେ ଖରାଦିନ। ପାଣି ପାଇଁ ପିଲାମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ। ଖବର ପାଇ ସ୍ଥାନୀୟ ସରପଞ୍ଚ ଗଁାର କେତେଜଣ ଲୋକଙ୍କୁ ନେଇ ସ୍କୁଲରେ…

ଭଗବାନଙ୍କୁ ବି ଛାଡ଼ିଲେନି: ତାଲା ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର

ଧର୍ମଶାଳା,୧୭।୪(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଚୋରମୁହାଁ ପଞ୍ଚାୟତ ବଡ଼ମଙ୍ଗଳପୁର ଗ୍ରାମଦେବତୀ ମା’ କରଞ୍ଜେଇଙ୍କ ମନ୍ଦିରରୁ ଚୋରି ହୋଇଛି। ଏ ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି । ସୂଚନା ଯୋଗ୍ୟ, ସକାଳ ସମୟରେ ପୂଜକ ମନ୍ଦିରଯ ପୂଜା କରିବାକୁ ମନ୍ଦିର…

ରାସ୍ତା ନାହିଁ, ଦୋଳାରେ ବୁହା ହେଲେ ରୋଗୀ

ପାରଳାଖେମୁଣ୍ଡି,୧୭।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକର ଅନେକ ସ୍ଥାନରେ ଏବେ ମଧ୍ୟ ରାସ୍ତା ଅପହଞ୍ଚ। ଫଳରେ ରୋଗୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ମଧ୍ୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କର୍ଚ୍ଚବା ପଞ୍ଚାୟତର ଟାକୁରୁମା ଗ୍ରାମକୁ ରାସ୍ତା ନ ଥିବାରୁ ଏଶୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?