ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଜିଲାପାଳ କାର୍ଯ୍ୟାଳୟ ଘେରାଉ
ଭବନୀପାଟଣା, ୨୯।୧: ମଣ୍ଡିରୁ ଧାନ ନ ଉଠିବା ତଥା ମଣ୍ଡିରେ ଅବ୍ୟବସ୍ଥାକୁ ବିରୋଧ କରି କଳାହାଣ୍ଡି ଭାଜପା ତରଫରୁ ଶୁକ୍ରବାର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା ଭାଜପା ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମୀ ଓ...
ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ
ରାୟଗଡା ଅଫିସ,୨୯।୧: ଗାଁକୁ ରାସ୍ତା ନ ଥିବାରୁ ୩ କିମି ଖଟିଆରେ ବୁହା ହେଲେ ଗର୍ଭବତୀ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ବଣ୍ଡାଦୋରା ଗାଁରେ। ସୂଚନାଯୋଗ୍ୟ, ଗାଁର ଲକ୍ଷ୍ମୀ ମାଝିଙ୍କ ଗର୍ଭଯନ୍ତ୍ରଣା ହେବାରୁ...
ଛୁଟି ମଞ୍ଜୁର ପାଇଁ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର
ସୁନ୍ଦରଗଡ଼,୨୯।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ହେମଗିର ସ୍ବସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରଦ୍ଧାକର ଗଡତିଆ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚନେଇ ସେ ଧରାପଡ଼ିଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟକର୍ମୀଙ୍କ ଛୁଟି ମଞ୍ଜୁର କରାଇଦେବା ପାଇଁ ଗଡତିଆ ୫ ହଜାର ଲାଞ୍ଚ...
ପୁରୀ ସମୁଦ୍ରରେ ଭାସିଗଲେ ୭ ଜଣ
ପୁରୀ ଅଫିସ, ୨୯।୧: ଜଗା ଦର୍ଶନ କରିବାକୁ ପୁରୀ ଆସି ସମୁଦ୍ରରେ ଗାଧୋଇବା ବେଳେ ୭ ପର୍ଯ୍ୟଟକ ଭାସିଯାଇଛନ୍ତି। ତେବେ ସ୍ଥାନୀୟ ନୋଳିଆ ୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳିପାରି ନାହିଁ। ନିଖୋଜ ଯୁବକ ଜଣଙ୍କ ଝାରଖଣ୍ଡର...
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା
ବରଗଡ଼ ଅଫିସ,୨୯।୧: ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଢେଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି...
ଏଆର୍ସିରେ ଅଗ୍ନିକାଣ୍ଡ
ଚୌଦ୍ୱାର,୨୯।୧(ଡି.ଏନ୍.ଏ.): ଚୌଦ୍ୱାର ଚାରବାଟିଆ ସ୍ଥିତ ଆଭିଏସନ ରିସର୍ଚ୍ଚ ସେଣ୍ଟର(ଏଆର୍ସି) ପରିସରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅପରାହ୍ନ ୨ଟା ଠାରୁ ନିଆଁ ଲାଗିଥିବାବେଳେ ଖବର ଲେଖା ହେବା ପର୍ଯ୍ୟନ୍ତ ନିଆଁ ଲିଭା କାର୍ଯ୍ୟ ଜାରି ରହିଥିବା ଜଣାପଡିଛି। କଟକ, ଚୌଦ୍ୱାର ଓ...
ସୁନାବେଶ ନୀତିରେ ୫ ଘଣ୍ଟା ବିଳମ୍ବ
ପୁରୀ ଅଫିସ,୨୯।୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ନୀତିକାନ୍ତିରେ ଗୁରୁବାର ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିଳମ୍ବ ଘଟିଛି। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ବିଳମ୍ବ ହୋଇଥିବାବେଳେ ସହସ୍ରାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ଓ ମହାପ୍ରସାଦ ପାଇବାରୁ...
ସପ୍ତାହେ ହେଲା ବ୍ୟାଙ୍କରେ ତାଲା
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୯।୧(ଡି.ଏନ.ଏ.): ବାଲିଚନ୍ଦ୍ରପୁରସ୍ଥିତ କଟକ କେନ୍ଦ୍ର ସମବାୟ ବ୍ୟାଙ୍କରେ ୨୨ ତାରିଖରୁ ତାଲାଝୁଲୁଛି। ବୁଧବାର ବାଲିଚନ୍ଦ୍ରପୁର ପୋଲିସ ଦର୍ପଣ ଅତିରିକ୍ତ ତହସିଲଦାରଙ୍କ ଉପସ୍ଥିତିରେ ତାଲା ଖୋଲିଥିଲାବେଳେ ପୁନଃର୍ବାର ସନ୍ଧ୍ୟାରେ କେତେଜଣ ବ୍ୟକ୍ତି ତାଲା ପକାଇ ଦେଇଛନ୍ତି। ଯାହାକୁ ନେଇ ଗ୍ରାହକ ନାହିଁ...
ସମନ୍ବୟ ଅଭାବ, ପଛରେ ପଡ଼ିଛି ବିକାଶ
କେନ୍ଦ୍ରାପଡ଼ା ଅଫିସ,୨୯।୧: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଇତିମଧ୍ୟରେ ୪ ବର୍ଷ ପୂରଣ ହୋଇଛି। ୨୦୨୨ରେ ଏହି ନିର୍ବାଚନ ଅନୁଷ୍ଠିତ ହେବା ପାଇଁ ସଜବାଜ ଚାଲିଛି। ହେଲେ କେନ୍ଦ୍ରାପଡ଼ା ଜିଲାର କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ପୌର ନିର୍ବାଚନ ଦୀର୍ଘଦିନ ହେବ...
ଫାଇଲ ତଳେ ନୀଳମାଧବ ପୀଠକୁ ରୋପ୍ୱେ ବ୍ୟବସ୍ଥା
ଖଣ୍ଡପଡା,୨୯। ୧(ସ୍ବ.ପ୍ର.): ନୟାଗଡ଼ ଜିଲା କଣ୍ଟିଲୋ ଶ୍ରୀନୀଳମାଧବଙ୍କ ପୀଠକୁ ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ବୟସାଧିକ୍ୟ ଓ ଭିନ୍ନକ୍ଷମ ଥିବାରୁ ପାହାଡ ଚଢ଼ି ମନ୍ଦିରକୁ ଯିବା କଷ୍ଟସାଧ୍ୟ ହୋଇଥାଏ। ଏଥିପାଇଁ ସେହି ପୀଠକୁ ଏକ ରୋପ୍ୱେ...
ଡକାୟତି ଯୋଜନା ବେଳେ ୭ ଗିରଫ
ପଟ୍ଟାମୁଣ୍ଡାଇ,୨୯। ୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି ା ସେମାନଙ୍କଠାରୁ କଟୁରି, ଛୁରି, ଭୁଜାଲି, ୯ ଏମ୍ଏମ୍ ପିସ୍ତଲ ଜବତ...
ଉଦ୍ଘାଟନ ହେଉଛି, କାମରେ ଲାଗୁନି
କଣ୍ଟାବାଞ୍ଜି, ୨୯। ୧(ଡି.ଏନ.ଏ.): ସରକାରୀ ତହବିଲରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇ ନିର୍ମାଣ ହୋଇଛି କୋଠା। ଉଦ୍ଘାଟନ ବି ହୋଇଛି ବିଧିବଦ୍ଧଭାବେ। ହେଲେ କୌଣସି ନା କାୌଣସି କାରଣରୁ ଏହି ସବୁ କୋଠା ବିଭାଗର କୌଣସି କାମରେ ଆସୁନାହିଁ। ପରିତ୍ୟକ୍ତ...
Archives


