୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ: ଜଣେ ଗିରଫ
ବିଶୋଇ,୧୭।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବନଖଣ୍ଡ ଅନ୍ତର୍ଗତ ମଣଦା ବନାଞ୍ଚଳ ଅଧୀନରେ ଶନିବାର ୩ ଜଙ୍ଗଲୀ ବିରାଡ଼ି ଚମଡା ଜବତ କରାଯାଇଥିବା ବେଳେ ଏହି ଘଟଣାରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତ…
ଏନ୍ଏଚ୍-୧୬ରେ ବେଆଇନ ପାର୍କିଂ
ଗୋପାଳପୁର,୧୭।୪ (ଡି.ଏନ.ଏ.) ଜନସାଧାରଣଙ୍କ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେଉଁଠି ଠିକା ସଂସ୍ଥାର ମନମାନୀ ତ କେଉଁଠି ପରିବହନ ବିଭାଗର…
ବିଜୁବାବୁଙ୍କ ଶ୍ରାଦ୍ଧଦିବସରେ ତିଳତର୍ପଣ
ସୋରଡ଼ା,୧୭ା୪(ଡି.ଏନ୍.ଏ.): ସୋରଡ଼ାରେ ବିଜୁବାବୁଙ୍କ ୨୫ତମ ଶ୍ରାଦ୍ଧଦିବସ ସ୍ଥାନୀୟ ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଅଧ୍ୟକ୍ଷ ଶିବଶଙ୍କର ପଣ୍ଡାଙ୍କ ସମେତ ଦଳୀୟ କର୍ମୀମାନେ ଯୋଗଦେଇଥିଲେ। ସକାଳୁ ବୁଦ୍ଧଲିଙ୍ଗେଶର ମନ୍ଦିର ନିକଟ ଋଷିକୁଲ୍ୟା, ଜରଉ ନଦୀ ସଙ୍ଗମସ୍ଥଳରେ ତିଳତର୍ପଣ କରଯାଇଥିଲା।…
କଳାକୁ ଆପଣାଇଛନ୍ତି ଅନ୍ତର୍ଯ୍ୟାମୀ
ବନ୍ତ,୧୭।୪(ଡି.ଏନ.ଏ.): ପିଲାବେଳୁ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ନିଜର ଦୃଢ଼ ଇଚ୍ଛାଶକ୍ତି ଓ ନିଷ୍ଠା ଯୋଗୁ ଏବେ ହାରମୋନିୟମ, ଢୋଲ ବଜାଇବା ସହ ଗୀତ ଗାଇବାରେ ପାରଙ୍ଗମ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ହାସିନପୁର ଖର୍ଦ୍ଧାସାହିର ଅନ୍ତର୍ଯ୍ୟାମୀ…
ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ
ପୁରୀ ଅଫିସ, ୧୭।୪: ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀରେ। ରବିବାର ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ କରୁଥିବା ବେଳେ ଛତିଶଗଡ଼ରୁ ଆସିଥିବା ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ ୱାଇ.ଜି. ମୂର୍ତ୍ତି।…
ପଥର ବାନ୍ଧି ମୃତଦେହ ଡ୍ୟାମ୍ରେ ଫିଙ୍ଗିବା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ
ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଦେବାନବାହାଳୀ ଗ୍ରାମର ରାମାୟା ସିଂ ନାମକ ବୃଦ୍ଧଙ୍କୁ ହତ୍ୟା କରି ମୃତଦେହକୁ ପଥର ବାନ୍ଧି ସୋନ ଡ୍ୟାମ୍ରେ ଫିଙ୍ଗିବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…
ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା
ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ା ଏହାକୁ ନେଇ ଶନିବାର ଅଭିଭାବକମାନେ ବିଦ୍ୟାଳୟ…
୨୦କି.ମି. ଦୂର କେନ୍ଦ୍ରରେ ପରୀକ୍ଷା ଦେବେ ସଂସ୍କୃତ ବିଦ୍ୟାଳୟ ଛାତ୍ରୀଛାତ୍ର, ଧାରଣାରେ ବସିଲେ ଅଭିଭାବକ
ଖଇରା, ୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ଅନ୍ୟତମ ପୁରାତନ ଗଡପୋଖରୀ ହାଇସ୍କୁଲ ପୂର୍ବରୁ ବୋର୍ଡ ପରୀକ୍ଷା କେନ୍ଦ୍ର ହୋଇଆସୁଥିବା ବେଳେ ଚଳିତ ବର୍ଷ ଏହାକୁ ଇଛାକୃତ ଭାବେ ତାଲିକାରୁ କାଟି ଦିଆଯାଇଛି। ଏହାକୁ ନେଇ ଅଭିଭାବକ ତଥା ସ୍ଥାନୀୟ ଗ୍ରାମବାସୀଙ୍କ…
ବିଜୁ ବାବୁଙ୍କ ତିରୋଧାନ ଦିବସ: ତିଳତର୍ପଣ କଲେ ଛତ୍ରପୁର ବିଧାୟକ
ଛତ୍ରପୁର,୧୭।୪(ଡି.ଏନ୍.ଏ.): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ବିଜେଡି ପକ୍ଷରୁ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଲାଇନ ବନ୍ଧରେ ତିଳତର୍ପଣ, ଗୌରୀଶଙ୍କର…
ପୋଖରୀ ଖୋଳାକୁ ନେଇ ଗୁଳିମାଡ଼: ଅଭିଯୁକ୍ତଙ୍କ ସ୍ତ୍ରୀ, ପୁଅକୁ ମରଣାନ୍ତକ ଆକ୍ରମଣ
ଢେଙ୍କାନାଳ ଅଫିସ, ୧୭।୪: ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ପଞ୍ଚାୟତ କନ୍ଦପାଳ ଗାଁରେ ରବିବାର ସକାଳେ ଗୁଳିମାଡ଼ ହୋଇଥିଲା ବେଳେ ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସ୍ତ୍ରୀ ସାରଥୀ ନାୟକ (୩୦) ଓ ପୁଅ…
ପୁରୀ ବେଳାଭୂମିରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ: ଏଥର ହେବ ସବୁ ରବିବାର
ପୁରୀ ଅଫିସ,୧୭।୪: ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ପୁଣି ଥରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ରବିବାର ଭୋର ୫ଟା ୩୦ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ୮.୩୦ ଯାଏ ଚାଲିଥିଲା। ପୁରୀ ବେଳାଭୂମିକୁ ସ୍ବଚ୍ଛ, ନିର୍ମଳ ଓ ଆବର୍ଜନାମୁକ୍ତ…
ପୋଖରୀ ଖୋଳାକୁ ନେଇ ଗୁଳିମାଡ଼: ଗଲା ଜଣଙ୍କ ଜୀବନ
ଢେଙ୍କାନାଳ ଅଫିସ, ୧୭।୪: ଢେଙ୍କାନାଳ ଜିଲା ସଦର ଥାନା ଗେଙ୍ଗୁଟିଆ ପଞ୍ଚାୟତ କନ୍ଦପାଳ ଗାଁରେ ରବିବାର ସକାଳେ ଗୁଳିମାଡ଼ ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେ ହେଲେ ୧୪ ନଂ ଓ୍ବାର୍ଡମେମ୍ବର ପଙ୍କଜିନୀ ନାୟକଙ୍କ ଶ୍ୱଶୁର ଦଳେଇ ନାୟକ…

