ଆମ ଜିଲା ଖବର

ରଥଯାତ୍ରାରେ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ

ପୁରୀ ଅଫିସ,୨୩।୫: ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପ୍ରଥମ ସମନ୍ବୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ ସମାଗମ ନେଇ ଆକଳନ କରାଯାଉଛି। ତେବେ ରଥଯାତ୍ରାରେ ସୁରକ୍ଷା ଦୃଷ୍ଟିରୁ ସହରରେ ବ୍ୟାପକ ସିସିଟିଭି…

ଗ୍ରାହକ ହୋଇ ହୋଟେଲରୁ କରିଥିଲେ ଚୋରି, ଧରାଇଦେଲା ସିସି ଟିଭି

ସୁନ୍ଦରଗଡ଼,୨୩।୫(ଡି.ଏନ୍‌.ଏ.): ସ୍ଥାନୀୟ ହୋଟେଲ ଜୟବିଜୟକୁ ଗ୍ରାହକ ଭାବେ ଆସି ଗତ ୧୬ ତାରିଖ ରାତିରେ କ୍ୟାଶ କାଉଣ୍ଟରରୁ ୧ଲକ୍ଷ ୪୦ ହଜାର ଟଙ୍କା ଚୋରିକରି ଫେରାର୍‌ ହୋଇଯାଇଥିବା ୨ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ରାଞ୍ଚିରୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ…

ବ୍ୟାଙ୍କ ଜରିଆରେ ବାର୍ଦ୍ଧକ୍ୟ ଭତ୍ତା ଏକ ପ୍ରହସନ

ବୈପାରିଗୁଡା,୨୩।୫ (ଡି.ଏନ୍‌.ଏ.): ସାମାଜିକ ସୁରକ୍ଷା ଯୋଜନାରେ ଅସହାୟ ଗରିବ ବୃଦ୍ଧାବୃଦ୍ଧଙ୍କୁ ସରକାରଙ୍କ ପକ୍ଷରୁ ବାର୍ଦ୍ଧକ୍ୟ ଭତ୍ତା ମାସିକ ୫୦୦ ଟଙ୍କା ମିଳିଥାଏ ା ଉକ୍ତ ସହାୟତା ରାଶି ପାଇବା ପାଇଁ ବୃଦ୍ଧାବୃଦ୍ଧମାନେ ପ୍ରତ୍ୟେକ ମାସରେ ଚାହିଁ ରହିଥାନ୍ତି ା ମାତ୍ର ବିଭାଗ…

ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାଜପା…

ଭତ୍ତା, ୫ କିଲୋ ଚାଉଳ ଭରସାରେ କଟୁଛି ଜୀବନ

ନବରଙ୍ଗପୁର, ୨୩।୫(ବି.ପ୍ର.): କଚ୍ଚା ଘର ରହିବ ନାହିଁ। ସମସ୍ତ ଗରିବ ଶ୍ରେଣୀର ଲୋକଙ୍କୁ ମିଳିବ ପକ୍କା ଘର। ରାଜ୍ୟ ସରକାର ଜନସାଧାରଣଙ୍କୁ ଏଭଳି ଆଶ୍ୱାସନା ଦେଉଥିବାବେଳେ ନବରଙ୍ଗପୁର ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପ୍ରତ୍ୟେକ ପଞ୍ଚାୟତରେ ମଧ୍ୟସ୍ଥଙ୍କ ଯୋଗୁ ଅନେକ ବୃଦ୍ଧାବୃଦ୍ଧ…

ଉପୁଡ଼ିଲା ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଗୁଣପୁର,୨୩।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବଲୀଳା ରଚିଛି। ଅନେକ ସ୍ଥାନରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ସେହିପରି ଏକାଧିକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡ଼ିଯିବାରୁ ଅପରାହ୍ନ ୩ ଟାରୁ ବିଦ୍ୟୁତ୍‌ ସରବରାହ ବନ୍ଦ…

୪ମାସରେ ୧୦୬ ଦୁର୍ଘଟଣାରେ ୪୭ ମୃତ

ରାୟଗଡ଼ା ଅଫିସ, ୨୩।୫: ରାୟଗଡ଼ା ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଜିଲାପାଳଙ୍କ କାର୍ଯ୍ୟଳୟର ଚିନ୍ତନ କକ୍ଷରେ ଅନୁଷ୍ଠିତ ବୈଠକରେ ଏସ୍‌ପି ବିବେକାନନ୍ଦ ଶର୍ମା, ସିଡିଏମ୍‌ଓ ଡ଼ାକ୍ତର ଲାଲମୋହନ ରାଉତରାୟ ଉପସ୍ଥିତ…

ହାଇକୋର୍ଟ ବାର୍‌ ଆସୋସିଏଶନ ନିଷ୍ପତ୍ତିକୁ ବିରୋଧ

ବଲାଙ୍ଗୀର ଅଫିସ,୨୩।୫: ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠାକୁ ନେଇ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିକୁ ସୋମବାର ବଲାଙ୍ଗୀରରେ ବିରୋଧ କରାଯାଇଛି। ଏପରିକି ବଲାଙ୍ଗୀର ଆକ୍ସନ କମିଟି କର୍ମକର୍ତ୍ତାଙ୍କ ସହ ବିଭିନ୍ନ ସଙ୍ଗଠନ…

ହେଲ୍‌ମେଟ ଯାଞ୍ଚ: ୪୫୬ ମାମଲା ରୁଜୁ

ବାରିପଦା ଅଫିସ,୨୩।୫: ମୟୂରଭଞ୍ଜ ଜିଲା ବାରିପଦା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ଓ ରାଜ୍ୟ ରାଜପଥରେ ଚାଲିଥିବା ହେଲମେଟ ଯାଞ୍ଚ ଶେଷ ହୋଇଛି। ୭ଦିନ ବ୍ୟାପି ଚାଲିଥିବା ଏହି ସ୍ବତନ୍ତ୍ର ଯାଞ୍ଚରେ ଜିଲାରେ ମୋଟ ୪୫୬ଟି ମାମଲା ରୁଜୁ ହୋଇଛି।…

୩ ଦିନର କାମ ୩୦ ଦିନରେ ହେଲାନି

ଅନୁଗୋଳ ଅଫିସ, ୨୩।୫: ଅନୁଗୋଳ ପୌର ପରିଷଦର ପ୍ରଥମ ବୈଠକ ଏପ୍ରିଲ ୨୨ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ ବୈଠକକୁ ମାସେ ପୂରିଗଲାଣି। ହେଲେ ନିୟମ ଅନୁଯାୟୀ ୩ ଦିନ ପରେ ବାହାରିବାକୁ ଥିବା ରିଜୋଲ୍ୟୁଶନ ଏଯାଏ ହୋଇପାରି ନାହିଁ। ଫଳରେ ସହରର…

ପ୍ରଥମ ଦିନରେ ୪୦ ହଜାର ଜନସମାଗମ

ବଇଣ୍ଡା,୨୩।୫ (ଡି.ଏନ.ଏ.): ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଗତ ୨୧ ତାରିଖଠାରୁ ଆରମ୍ଭ ହୋଇଛି ଚନ୍ଦନ ଯାତ୍ରା। ଏହି ୪ ଦିନିଆ ଯାତ୍ରାର ପ୍ରଥମ ରାତିରେ ୪୦ ହଜାର ଜନସମାଗମ ହୋଇଥିଲା। ଚନ୍ଦନ ପୋଖରୀରେ ଠାକୁରଙ୍କ ଚାପ ଖେଳ ଦେଖିବା ସହ ସମସ୍ତେ…

ନାହାନ୍ତି ୧୧ ଡାକ୍ତର, ନାହିଁ ମହାପ୍ରୟାଣ ଗାଡ଼ି

ଛତ୍ରପୁର,୨୩।୫(ଡି.ଏନ.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହର ହୋଇ ମଧ୍ୟ ବ୍ରହ୍ମପୁର ସହରରେ ମୁଖ୍ୟ ହସ୍ପିଟାଲ( ସିଟି ହସ୍ପିଟାଲ) ରହିଛି। ଦୀର୍ଘବର୍ଷ ଧରି ଛତ୍ରପୁର ଉପଖଣ୍ଡ ହସ୍ପିଟାଲକୁ ହେଡ୍‌କ୍ୱାର୍ଟର ମାନ୍ୟତା ଦେବା ଲାଗି ଦାବି ହୋଇଆସୁଛି ା ମାତ୍ର ଏହାଉପରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?