ଗଞ୍ଜାମ ବ୍ଲକରେ ଅଗ୍ନିକାଣ୍ଡ: ଜଳିଗଲା ୬ ବଖରା
ଗଞ୍ଜାମ, ୨୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପୋଇରାଶି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ଟି ବଖରା ସମ୍ପୂର୍ଣ ଜଳିଯାଇଛି l ଖବର ପାଇ ଦମକଳ ଗାଡି ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି...
ବଡ଼ ବଜାରରେ ନାହିଁ ଶୌଚାଳୟ: ଲୋକେ ହଇରାଣ
ବ୍ରହ୍ମପୁର ଅଫିସ,୨୬।୧ – ବ୍ରହ୍ମପୁର ସହରର ପ୍ରାଣ କେନ୍ଦ୍ର ବଡ଼ବଜାର। ନିୟମିତ ଗଞ୍ଜାମ ଜିଲା ସମେତ ଅନ୍ୟ ସ୍ଥାନରୁ ବହୁ ବ୍ୟବସାୟୀ ଓ ଗ୍ରାହକଙ୍କ ଭିଡ଼ ଏଠାରେ ଲାଗିରହିଥାଏ। କିନ୍ତୁ ଦୀର୍ଘବର୍ଷଧରି ବଡ଼ବଜାରର ଶୌଚାଳୟ ସମସ୍ୟା ଦୂରହୋଇ ପାରିନାହିଁ। ଫଳରେ...
ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ କୋର କମିଟି ଅଧ୍ୟକ୍ଷ
ବଲାଙ୍ଗୀର ଅଫିସ, ୨୬।୧: ବଲାଙ୍ଗୀର ଜିଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ ଜିଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେଶରୀୟା ହିନ୍ଦୁ ବାହିନୀର ରାଜ୍ୟ ମହାମନ୍ତ୍ରୀ ତଥା କୋର କମିଟି ଅଧ୍ୟକ୍ଷ ସନ୍ତୋଷ...
ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର
କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର ବଳବତ୍ତର ରଖିଛନ୍ତି ସ୍ଥାନୀୟ ଅଞ୍ଚଳର ଅଧିବାସୀ ଶ୍ରୀକାନ୍ତ ବେହେରା ଏବଂ ଅନ୍ୟମାନଙ୍କ...
କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ
କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ତଥା ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର...
ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା
ସୋନପୁର,୨୬ା୧(ନି.ପ୍ର.) – ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ ଉପସ୍ଥାପନ କରାଯାଇଛି। ଶିଶୁ ଅଧିକାର, ସୁରକ୍ଷା, ବାଲ୍ୟ ବିବାହ ଓ ପ୍ରାଥମିକ ଶିକ୍ଷା...
ଦୁର୍ଘଟଣାର ଦ୍ରୁତଗତି
ଅମିତ କୁମାର ସାମଲ ଅନୁଗୋଳ ଅଫିସ,୨୬ା୧- କରୋନା ସଂକ୍ରମଣ ରୋକିବାକୁ ଗତବର୍ଷ ଲକ୍ଡାଉନ୍, ଶଟ୍ଡାଉନ୍କୁ କଡ଼ାକଡ଼ି କରାଯାଇଥିଲା। ଫଳରେ ୨୦୨୦ରେ ରାଜ୍ୟର ଅନେକ ଜିଲାରେ ସଡ଼କ ଦୁର୍ଘଟଣା ପୂର୍ବାପେକ୍ଷା ହ୍ରାସ ପାଇଛି। କିନ୍ତୁ ଅନୁଗୋଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ...
ଭାଇଚାରାର ପରମ୍ପରା ‘ଜୁଗିନୀଗିଡି’
ବାରିପଦା ଅଫିସ,୨୬।୧-ଭାରତୀୟ ସଂସ୍କୃତିର ଆଦି ନିର୍ମାତା ଭାବେ ଆଦିବାସୀମାନେ ନିଜ ସଂସ୍କୃତି ଓ ପରମ୍ପରାକୁ ଜାବୁଡ଼ି ଧରିଥାନ୍ତି। ଏହାମଧ୍ୟରେ ‘ଜୁଗିନୀଗିଡି’ ହେଉଛି ସେମାନଙ୍କର ଅନନ୍ୟ ଏକ ପରମ୍ପରା। ଏହି ପରମ୍ପରାରେ ରହିଛି ଭାଇଚାରା, ସ୍ବଚ୍ଛତା, ସାମାଜିକ ଚଳଣୀ ଓ ପରିବେଶ...
ପଦ୍ମଶ୍ରୀ ପାଇବେ ରାୟଗଡ଼ାର ଶାନ୍ତି ଦେବୀ
ରାୟଗଡ଼ା ଅଫିସ/ଗୁଣପୁର୨୫ା୧: ଅବିଭକ୍ତ କୋରାପୁଟ ଜିଲାର ପରିଚିତ ନାମ ଶାନ୍ତି ଦେବୀ। ଦୀର୍ଘ ୭ ଦଶନ୍ଧି ଧରି ସେ ନିଜକୁ ସମାଜସେବା କ୍ଷେତ୍ରରେ ସମର୍ପଣ କରିଛନ୍ତି। ସେ ସମ୍ମାନଜନକ ପଦ୍ମଶ୍ରୀ ଉପାଧି ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୮୭ ବର୍ଷୀୟା...
ଦୁଇ ଭାଇଙ୍କ ମାର୍ପିଟ୍ ବେଳେ ଶିଶୁ କନ୍ୟାଙ୍କ ଜୀବନ ଗଲା
ରୂପସା,୨୫।୧: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ଓଡ଼ଙ୍ଗୀ ପଞ୍ଚାୟତ ଜୁଣଗଡିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭାଇଙ୍କ ମଧ୍ୟରେ ପାରିବାରିକ କଳହ ଉଗ୍ରରୂପ ନେଇ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ଘଟିଛି। ପାରିବାରିକ...
କାଳ ହେଲା ଫୋନ୍ କଲ୍
ବାହାନଗା,୨୫ା୧(ଡି.ଏନ.ଏ.)- ଶନିବାର ରାତିରେ ଆସିଲା ଏକ ଫୋନ୍ କଲ୍। କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଓଷଙ୍ଗ ଗ୍ରାମର ସୁରେନ୍ଦ୍ର ମଳିକଙ୍କ ବଡ଼ପୁଅ ଜୟନ୍ତ। ହେଲେ ସୋମବାର ଅପରାହ୍ନରେ...
ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ
ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ ଭୟଭିତ ହୋଇପଡିଛନ୍ତି ଗ୍ରାମବାସୀ । ପାହାଡ଼ ତଳିଆ ଗାଁ ହୋଇଥିବାରୁ ଦିନରେ ବି...
Archives


