ଆମ ଜିଲା ଖବର

୨୨ରେ ଲଗ୍ନଧରା, ୨୬ରେ ବାହାଘର

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ଲୋକକଳା ଜଉକଣ୍ଢେଇ ବାହାଘର ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦୋଳପୂର୍ଣ୍ଣିମାରେ ଜଉକଣ୍ଢେଇ ବରକନ୍ୟା ଜୟଦେବ ଓ ପଦ୍ମାବତୀ ନାମକରଣ କରାଯାଇ ଶ୍ରୀରାମ ନବମୀ ଅବସରରେ ବାମପଦାସ୍ଥ ନୋସି ଉତ୍କଳା ମୁକ୍ତମଞ୍ଚରେ ନିର୍ମାଣ ଶୁଭାରମ୍ଭ…

ଆଉ ୩ ଶିକ୍ଷକ ନିଲମ୍ବିତ

ଫୁଲବାଣୀ ଅଫିସ, ୧୪।୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ଅଭିଯୋଗରେ ଜିଲାପାଳ ଡା.ବୃନ୍ଦା ଡି ଆଉ ୩ ଜଣ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ସେମାନେ ହେଲେ ତୁମୁଡିବନ୍ଧ ବ୍ଲକର ପ୍ରଧାନଶିକ୍ଷକ କାଳୁଚରଣ ମହାରଣା, ଚକାପାଦ…

ଜାଲ୍‌ ଦସ୍ତଖତରେ ପଟ୍ଟା ପ୍ରଦାନ

ଢେଙ୍କାନାଳ ଅଫିସ,୧୪।୪: ଢେଙ୍କାନାଳ ସଦର ତହସିଲ କାର୍ଯ୍ୟାଳୟର ଦୁର୍ନୀତି ପିଛା ଛାଡୁନି। ୨୦୨୧ରେ ଚଞ୍ଚକତା କରି ଏକ ଜଳାଶୟର କିସମ ପରିବର୍ତ୍ତନ କରିବା ଘଟଣାରେ ଜଣେ ଅତିରିକ୍ତ ତହସିଲଦାରଙ୍କ ସମେତ ୨ କର୍ମଚାରୀ ଜେଲ ଯାଇଥିବାବେଳେ ଏବେ ଏହାର ପୁନରାବୃତ୍ତି ଘଟିଛି।…

ଜଳୁଛି ରାଣୀଭୂଇଁ ଜଙ୍ଗଲ

ବଇଣ୍ଡା,୧୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ୍‌ ରାଣୀଭୂଇଁ ଜଙ୍ଗଲ କିଛିଦିନ ହେବ ଜଳୁଛି। ବନ ବିଭାଗ ପକ୍ଷରୁ ନିଆଁ ଲିଭାଯାଉ ନ ଥିବା ଯୋଗୁ ଆଖପାଖ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଅନ୍ୟପଟେ କିଛିଦିନ ହେବ ଜିଲାରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଜଙ୍ଗଲ…

ବୋହିନେଲେ ପେଟି ପେଟି ବିୟର

ସାତମାଇଲ, ୧୪।୪(ଡି.ଏନ୍‌.ଏ.): ଦୁର୍ଘଟଣା ପରେ ଟ୍ରକ୍‌ ଭିତରେ ଫସି ରହିଥିଲେ ହେଲ୍‌ପର ଏବଂ ଡ୍ରାଇଭର। ହେଲେ ସେମାନଙ୍କୁ ଉଦ୍ଧାର କରିବା ପରିବର୍ତ୍ତେ ଲୋକମାନେ ବୋହିଚାଲିଲେ ପେଟି ପେଟି ବିୟର। ବିପଦ ବେଳେ ସହାୟତାର ହାତ ବଢ଼ାଇବା ବଦଳରେ ବ୍ୟକ୍ତିଗତ ଲାଭ ପାଇଁ…

କାଗଜକଲମରେ କାମ

ଢେଙ୍କାନାଳ ଅଫିସ, ୧୪।୪: ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ରାଇତଳା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବଡ଼ଧରଣର ଦୁର୍ନୀତି ହୋଇଛି। ମୃତବ୍ୟକ୍ତି, ସରକାରୀ ଚାକିରିଆ ଏବଂ ସ୍କୁଲ ପିଲାଙ୍କ ନାମରେ ଜବ୍‌କାର୍ଡ କରାଯାଇ ଦେଢ଼…

ଜାତୀୟ ପୁରସ୍କାର ପାଇଲେ ଲକ୍ଷ୍ମୀପ୍ରିୟା

ରୂପସା, ୧୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ହାତିଆଡ଼ିହା ଗ୍ରାମର ଚିତ୍ରଶିଳ୍ପୀ ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ ଜାତୀୟ ତଥା ଲଳିତକଳା ଏକାଡ଼େମୀ ଚିତ୍ରକଳାରେ ଜାତୀୟ ପୁରସ୍କାର ହାସଲ କରି ସମଗ୍ର ଜିଲା ପାଇଁ ଗୌରବ ଆଣିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନଭବନରେ ଆୟୋଜିତ ଉତ୍ସବରେ…

ନିଶାସକ୍ତ ଅବସ୍ଥାରେ ରକ୍ତଭଣ୍ଡାର କର୍ମଚାରୀ

ବ୍ରହ୍ମପୁର ଅଫିସ,୧୪।୪: ବ୍ରହ୍ମପୁର ବଡ ମେଡିକାଲ ରକ୍ତ ଭଣ୍ଡାରରେ ଜଣେ କର୍ମଚାରୀ ନିଶାସକ୍ତ ଅବସ୍ଥାରେ କାର୍ଯ୍ୟ କରୁଥିବା ନେଇ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରଲ ହୋଇଥିଲା। କର୍ମଚାରୀ ଜଣଙ୍କ ନିଶାସକ୍ତ ଅବସ୍ଥାରେ ବିଭିନ୍ନ ଦାୟିତ୍ୱ ତୁଲାଉଥିବାରୁ ଶହଶହ ରୋଗୀଙ୍କ ଜୀବନ ପ୍ରତି…

ଶେଷ ହେଲା ମାସାନ୍ତମେରୁ

ବ୍ରହ୍ମପୁର ଅଫିସ,୧୪।୪: ଗଞ୍ଜାମ ପାରମ୍ପାରିକ ଦଣ୍ଡଯାତ୍ରାର ଶେଷଦିନ ବୁଧବାର ହୋଇଥିବା ବେଳେ ଗୁରୁବାର ମହାବିଷୁବ ସଂକ୍ରାନ୍ତି ଅବସରରେ ଦଣ୍ଡଯାତ୍ରା ଉଦ୍‌ଯାପିତ ହେବ। ଏହି ଦିନ ମହାବୀର ହନୁମାନଙ୍କ ଜୟନ୍ତୀ, ଓଡିଆ ନବବର୍ଷ ବା ପଣାସଂକ୍ରାନ୍ତି ସହ ଦଣ୍ଡ ଯାତ୍ରା ଉଦ୍‌ଯାପନୀ ଦିବସ…

ଗଞ୍ଜାମରେ ଚଳଚଞ୍ଚଳ ସମବାୟ ରାଜନୀତି

ବ୍ରହ୍ମପୁର ଅଫିସ,୧୪।୪: ପଞ୍ଚାୟତ ଓ ପୌର ନିର୍ବାଚନ ସରିବା ପରେ ସମବାୟ ନିର୍ବାଚନ ପାଇଁ ସରକାରୀ ବିଗୁଲ ବାଜିଛି। ଫଳରେ ଅଧିକ ସଂଖ୍ୟକ ସମବାୟ ସଂସ୍ଥା ଥିବା ଗଞ୍ଜାମ ଜିଲାରେ ସମବାୟ ରାଜନୀତି ଚଳଚଞ୍ଚଳ ହୋଇଛି। ସମ୍ପୃକ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତି…

କିଣିବା ବାହାନାରେ ଦୋକାନରୁ ଚୋରି

ବନ୍ତ,୧୪।୪(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ଗଣିଜାଙ୍ଗ ପଞ୍ଚାୟତ ତଥା ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର କାଶିପୁର ଛକଠାରେ ଥିବା ପ୍ରିୟବ୍ରତ ନାୟକଙ୍କ ସିମେଣ୍ଟ ଓ ରଡ୍‌ ଦୋକାନରୁ ବୁଧବାର ଦିନଦ୍ୱିପ୍ରହରରେ ଚୋରି ହୋଇଛି। ତେବେ ଚୋର ଜଣଙ୍କ ଅଭିନବ ଉପାୟରେ ଚୋରି…

ବୃତ୍ତି ଏ ମୋ ପୋଷେ କୁଟୁମ୍ବ

ପଦ୍ମପୁର, ୧୪।୪ (ଡି.ଏନ.ଏ.): ଧୂ ଧୂ ଖରାବେଳେ ଏକ ସାଇକେଲରେ ବନ୍ଧା ହୋଇଛି ମାଟିଘୋଡ଼ା ଓ ଭଳିକି ଭଳି ମାଟିରେ ତିଆରି ଠେକି। ମା’ ଘୋଡ଼ା ନେବ ଘୋଡ଼ା, ମାଟି ତିଆରି ଘୋଡ଼ା, ଠେକି ନେବ ଠେକି ମାଟି ଠେକି, ପିତୃପୁରୁଷଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?