ଆମ ଜିଲା ଖବର

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା ବିକଳ ନାଏକଙ୍କ ମୃତ୍ୟୁ ଘଟିଛି। ଘଟଣା ଘଟିବା ପରେ ଗ୍ରାମବାସୀ ବିଭୂତିକୁ କାବୁ…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ପଞ୍ଚାୟତର ରଣପୁର ଗ୍ରାମରେ। ଜିଓ…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି ସମ୍ପୂର୍ଣ୍ଣ ହୋଇ ପାରୁ ନ ଥିବାରୁ କୋମଳମତି ଶିଶୁଙ୍କ ଶିକ୍ଷାଦାନ କ୍ଷେତ୍ରରେ ଘୋର…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ଝଡ଼ତୋଫାନ ଓ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ପ୍ରକୃତିର…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା ବେଳେ ବିଦ୍ୟୁତ ସେବା ବାଧାପ୍ରାପ୍ତ ଯୋଗୁ ଏହି ସବୁ ଅଞ୍ଚଳରେ ମୋବାଇଲ, ଇଣ୍ଟରନେଟ…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ସକାଳେ ସେ ହଠାତ ଅସୁସ୍ଥ ଅନୁଭବ କରିବା ପରେ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ସହରର ଶ୍ରୀରାମ ନଗରରେ ଥିବା ଏକ ଖୁଚୁରା ଦୋକାନରେ। ସହରର ଏକ ଲେଡିସ…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୧୦ରୁ ଊଦ୍ଧର୍‌ବ ମହିଳା, ପୁରୁଷ ମୃତ୍ୟୁ ସହ ସଂଗ୍ରାମ…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ। ଏଠାରେ ରହୁଥିବା ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ ବାଘଶଳା ଗ୍ରାମଛକ ନିକଟରେ ଥିବା ଏକ ବିରାଟ ଉସ୍ତ ଗଛ ଦୋକାନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?