ଆମ ଜିଲା ଖବର

ଏନ୍‌ଏଚ୍‌ କଡରୁ ଜବରଦଖଲ ହଟିଲା

ଜଳେଶ୍ୱର,୧୪।୪(ଡି.ଏନ.ଏ.): ୬୦ନଂ. ଜାତୀୟ ରାଜପଥ(ଏନ୍‌ଏଚ୍‌)ର ଜଳେଶ୍ୱର ନିକଟ ଉପାନ୍ତ ଲକ୍ଷ୍ମଣନାଥ ଟୋଲପ୍ଲାଜାର ୨ଶହ ମିଟର ଉତ୍ତର ଓ ଦକ୍ଷିଣ ଦିଗକୁ ଦୀର୍ଘବର୍ଷ ଧରି କେତେକ ଉଠାଦୋକାନୀ ଜବରଦଖଲ କରି ରଖିଥିଲେ। ମଙ୍ଗଳବାର ପ୍ରଶାସନ ପକ୍ଷରୁ ଏସବୁ ଉଚ୍ଛେଦ କରାଯାଇଛି ା ଏବେ…

ଖୋଲିପାରୁନି ଜଳଛତ୍ର

କେନ୍ଦୁଝର, ୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ତାପାମାତ୍ରା ପାଖାପାଖି ୩୮ ଡିଗ୍ରୀ ଉପରେ ରହୁଥିବାରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଅଂଶୁଘାତ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି।…

ଆଖଣ୍ଡଳମଣିଙ୍କ ପୀଠରେ ଶୀତଳ ଉପଚାର ନୀତି, ଗୋପାଳଙ୍କ ଜଳଲାଗି ଆରମ୍ଭ

ଆରଡି, ୧୪ା୪(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପଣା ସଂକ୍ରାନ୍ତିଠାରୁ ଶୀତଳ ଉପଚାର ନୀତି ଆରମ୍ଭ ହୋଇଛି । ଏହା ଏକମାସ ଧରି ଚାଲିବ । ପ୍ରବଳ ଗ୍ରୀଷ୍ମ ପ୍ରବହରେ ବାବାଙ୍କୁ ଶୀତଳ ସ୍ପର୍ଶ ଦେବା…

ଶୋଇଥିବା ବେଳେ ଶାବଳ ଭୁଷି ୭୫ ବର୍ଷର ବୃଦ୍ଧଙ୍କୁ ମାରିଦେଲେ

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ରେମୁଣା ଥାନା ଅନ୍ତର୍ଗତ ବଡପାଳ ପଞ୍ଚାୟତ କାକବାରାଇ ଗ୍ରାମରେ ଜଣେ ବୃଦ୍ଧଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ରଘୁନାଥ ଜେନା(୭୫)। ମଙ୍ଗଳବାର ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ କେହି ଶାବଳରେ…

୩ ଦିନିଆ ରିମାଣ୍ଡରେ ଶିବ; କ୍ରାଇମ୍‌ ସିନ୍‌ ରିକ୍ରିଏସନ୍‌ କରିପାରେ ପୋଲିସ

ମାହାଙ୍ଗା/ସାଲେପୁର,୧୨।୪(ଡି.ଏନ୍‌.ଏ.): ରିମାଣ୍ଡରେ ଯିବେ କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ଘଟିଥିବା ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସାଦ ସାହୁ । ଗୁରୁବାରଠାରୁ ଶିବଙ୍କୁ ରିମାଣ୍ଡରେ ନେଇ ପୋଲିସ ପଚରାଉଚରା କରିବ ବୋଲିଜ ଜଣାପଡ଼ିଛି। ତେବେ ଶିବଙ୍କୁ ୫…

ବେଆଇନ ନିର୍ମାଣ ବିରୋଧରେ କୋର୍ଟରେ ମାମଲା

ପୁରୀ ଅଫିସ,୧୪।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣକୁ ବିରୋଧ କରି ପୁରୀ ଓକିଲ ସଂଘ ପକ୍ଷରୁ ବୁଧବାର ଏସ୍‌ଡିଜେଏମ୍‌ କୋର୍ଟରେ ଫୌଜଦାରି ମାମଲା ଦାୟର କରାଯାଇଛି। ଆଇନଜୀବୀ ବିଭୂତି ଶଙ୍କର ତ୍ରିପାଠୀ ଏହି ମାମଲା ଦାୟର…

କିଟ୍‌ ମିଳିଲାନି, ଖବରକାଗଜ ଉପରେ ନବଜାତକ

ଗୋପ,୧୪।୪(ଡି.ଏନ୍‌.ଏ.): ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ଜଣେ ମହିଳା ପ୍ରସବ କରିବା ପରେ ସରକାରୀ କିଟ୍‌ ନ ମିଳିବାରୁ ନବଜାତ ଶିଶୁ ଏକ ଖବରକାଗଜ ଉପରେ ଶୋଇଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ…

ଭାଙ୍ଗିଦେଲେ ଝାମୁଦଣ୍ଡ, ବନ୍ଦ ହେଲା ପରମ୍ପରା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହପ୍ରସାଦ ଗ୍ରାମରେ ବୁଧବାର ଝାମୁଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଗାଁ ଦାଣ୍ଡରେ ଝାମୁଯାତ୍ରା ଚାଲିଥିବାବେଳେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକେ ଏହାକୁ ବିରୋଧ କରିବା ସହ ଦଣ୍ଡୁଆମାନଙ୍କୁ ଆକ୍ରମଣ କରିଛନ୍ତି।…

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୪ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ…

ବରଷକରେ ଥରେ ହୁଏ ବାପ-ପୁଅ ମିଳନ

ବରୀ,୧୪ା୪(ଡି.ଏନ.ଏ.): ପ୍ରତିବର୍ଷ ପଣା ସଂକ୍ରାନ୍ତିରେ ବରୀ ବ୍ଲକ ଅଧୀନ ରତ୍ନଗିରିସ୍ଥିତ ମହାକାଳ ମନ୍ଦିରରେ ବାପ-ପୁଅଙ୍କ ମିଳନ ହୋଇଥାଏ। ଏହି ଦିନ ବିଶ୍ୱପ୍ରସିଦ୍ଧ ବୌଦ୍ଧ କୀର୍ତ୍ତିରାଜି ବିମଣ୍ଡିତ ରତ୍ନଗିରି ପାହାଡ଼ ଉପରେ ଥିବା ଧର୍ମରାଜ ମହାକାଳଙ୍କ ପୀଠରେ ପ୍ରସିଦ୍ଧ ଚାଙ୍ଗୁଡ଼ା ଯାତ୍ରା ଅନୁଷ୍ଠିତ…

ଲୁଣାନଦୀର ଜଳସ୍ତର କମୁଛି, ମିଳୁନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର ୨୦୨୧ ଡିସେମ୍ବରଠାରୁ କମିବାରେ ଲାଗିଛି। ଫଳରେ ଆଗାମୀଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହ ଅବବାହିକାରେ ଥିବା ଚାଷଜମି ପଡିଆ ପଡିବା ଆଶଙ୍କା ଦେଖାଦେଇଛି। ଲୁଣା…

ସ୍ନେହ ବଦଳାଇଦେଲା ନରହନ୍ତା ଦନ୍ତା ‘ରାକେଶ’ର ହିଂସ୍ର ସ୍ବଭାବ

ଢେଙ୍କାନାଳ ଅଫିସ, ୧୪।୪:ଗୋଠରୁ ଅଲଗା ହେବା ପରେ ହୋଇଉଠିଥିଲା ହିଂସ୍ର। ମାରିଥିଲା ମଣିଷ। ମୁଣ୍ଡରେ ବୋହିଥିଲା ନରହନ୍ତାର କଳଙ୍କ। ହିଂସ୍ରପ୍ରବୃତ୍ତିରେ ପରିବର୍ତ୍ତନ ପାଇଁ ଟ୍ରାଙ୍କୁଲାଇଜ୍‌ ହୋଇ ଆସିଲା ଚିଡ଼ିଆଖାନା। ମାସ ମାସ ଧରି ଗୋଡ଼ରେ ପଡ଼ିଲା ବେଡ଼ି। ରଖାଗଲା କ୍ରଲ୍‌ (ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?