ବ୍ରହ୍ମପୁରରେ ନକଲି ସସ୍ କାରଖାନା
ବ୍ରହ୍ମପୁର ଅଫିସ,୨୩।୧- ବ୍ରହ୍ମପୁର ସହରତଳି ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ କରୁଛି ପୋଲିସ। ବଡବଜାର ଥାନା ଫାଷ୍ଟଗେଟ୍ ଗଣପତିନଗରରୁ ଶନିବାର ରାତିରେ ଠାବ ହୋଇଛି ଏକ ନକଲି ସସ୍ କାରଖାନା। ସକାଳେ ବେଆଇନ ଗୁଟ୍ଖା କାରଖାନା...
ଓଭର୍ଟେକ୍ କରିବା ହେଲା କାଳ: ବୋଲେରୋ ଓଲଟି ୨ଜଣଙ୍କ ଜୀବନ ଗଲା
ଉମରକୋଟ, ୨୩।୧: ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ଜବଲପୁର ନିକଟରେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇ ଡ୍ରାଇଭରଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୮ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ପଦମଝରି...
ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ ମଧ୍ୟ ଏହାକୁ ରୋକିବାରେ ପୋଲିସ ସକ୍ଷମ ହୋଇପାରିନାହିଁ। ଅପରପକ୍ଷେ ବେପାରୀମାନେ ନିଶା...
ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା
ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର...
‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’
ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍ଏସ୍) ବିମାନ ବନ୍ଦର ପରିସରରେ ଏମ୍ସିଏଲ୍ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍ ଉଚ୍ଚତାର ଏକ ବ୍ରୋଞ୍ଜ...
କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ
ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋରିଟ୍ରିଟ୍ରେ ୨୫ଟି ଶିବିର କରାଯାଇ ତାରକା ହୋଟେଲ୍ର ସୁବିଧା ପ୍ରଦାନ କରାଯାଉଛି।...
ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ
ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।...
ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ
ସିଂହପୁର,୨୩।୧(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ ଯେ ଗତ ପ୍ରଳୟଙ୍କାରୀ ବନ୍ୟାରେ ନାଉବାଙ୍କ କାମଦେବ ମାହାରାରେ ଏକ ବିରାଟ ଘାଇ...
ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ
ଭଦ୍ରକ ଅଫିସ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ...
ମନ୍ଦିର ଦାନହୁଣ୍ଡି ଚୋରି କରି ନଦୀ ବାଲିରେ ପୋତିଦେଲେ ଦୁର୍ବୃତ୍ତ
ସୋରଡ଼ା,୨୩।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ାସ୍ଥିତ ପଞ୍ଚାନନ ହୁଣ୍ଡିକୁ ଶୂକ୍ରବାର ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଶନିବାର ସକାଳେ ମନ୍ଦିର ପୂଜକ ଯାଇ ଦେଖିଥିଲେ। ଏନେଇ ପରିଚାଳନା କମିଟିକୁ ଖବର ଦେଇଥିଲେ। କମିଟି ସଭ୍ୟ ମନୋଜ କୁମାର ପଟ୍ଟନାୟକ ଥାନାକୁ...
ହାଇସ୍କୁଲ ବାରଣ୍ଡାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
ପାଟଣା,୨୩।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ସ୍ଥିତ ପଞ୍ଚାୟତ ହାଇସ୍କୁଲ ବାରଣ୍ଡାରୁ ଶନିବାର ସକାଳୁ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ କଣ୍ଟିଆପଡ଼ା ଗ୍ରାମର ବୈରାଗୀ ନାଏକ। ଅପମିଶ୍ରିତ ମଦ୍ୟପାନ...
ରାମଚଣ୍ଡୀ ମନ୍ଦିରରୁ ଚୋରି ଅଳଙ୍କାର କେନ୍ଦ୍ରାପଡ଼ାରୁ ଜବତ: ଜଣେ ଅଟକ
ମହାକାଳପଡ଼ା, ୨୩।୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମନଗର ଅଞ୍ଚଳର ପ୍ରସିଦ୍ଧ ମା’ ରାମଚଣ୍ଡୀ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଗ୍ରିଲ ତାଡ଼ି ପୂଜକଙ୍କୁ ଗୋଟିଏ ଘରେ ତାଲା ପକାଇ ମନ୍ଦିର ଗର୍ଭ ଗୃହରୁ...
Archives


