ଅଣ୍ଢରା ଡକାୟତି ଘଟଣାରେ ୯ ଗିରଫ
ପଟ୍ଟାମୁଣ୍ଡାଇ,୨୧ା୫(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଧୋୟାଞ୍ଚଳ ଅଣ୍ଢରା ଗାଁରେ ଏପ୍ରିଲ ୩୦ତାରିଖ ସନ୍ଧ୍ୟା ସାଢେ ୭ଟାରେ ଡକାୟତି ମାମଲାରେ ସମ୍ପୃକ୍ତ ୬ ଅଭିଯୁକ୍ତ କରାଯାଇଛି। ଏଥିସହ ଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ୩ ଅଭିଯୁକ୍ତଙ୍କ ସମେତ ୯ ଜଣଙ୍କୁ ପୋଲିସ ଗିରଫ…
‘ସର୍ବ ଶକ୍ତିମାନ ମଣିଷ ସମାଜକୁ ଗଢ଼ିଛି’
ପାଟକୁରା,୨୧ା୫(ଡି.ଏନ.ଏ.): ଇସଲାମ୍ ଧର୍ମରୁ କୁସଂସ୍କାର, ହିଂସା, ଅସୂୟା ଭାବ, ବିଦ୍ୱେଷ ଓ ଭିନ୍ନ ମତ ଦୂର କରିବା ପାଇଁ ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡ଼ାଠାରେ ଜଲସା କମିଟି ଓ ସ୍ଥାନୀୟ ବୁଦ୍ଧିଜୀବୀ, ବିଦ୍ୱାନ, ପଣ୍ଡିତ, ସ୍ବେଛାସେବୀ, ଲୋକ ପ୍ରତିନିଧିଙ୍କ ସହଯୋଗରେ ‘ତାହାଫୁଜେ…
ତାତିକୁ ଖାତିର ନ କରି ଚାଲିଛି ପ୍ରଚାର
ଝାରସୁଗୁଡ଼ା ଅଫିସ,୨୧।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ୧୦ଦିନ ବାକି ରହିଲା। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍ଦାର କରିଛନ୍ତି। ଖରାକୁ ଖାତିର ନ କରି ଦଳୀୟ ସମର୍ଥକଙ୍କୁ ସାଙ୍ଗରେ ଧରି ଗାଁକୁ ଗାଁ ବୁଲୁଛନ୍ତି। ଏଥିରେ ପ୍ରମୁଖ ୪ ରାଜନୈତିକ…
୭ ଦଫା ଦାବିରେ ଏଆର୍ସିଏସ୍ ଅଫିସ ସମ୍ମୁଖରେ ଧାରଣା
ଜଗତ୍ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍ର ଆକାଉଣ୍ଟ ହୋଲ୍ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍ସିଏସ୍ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁମାର ପଲେଇ, ରାଜେନ୍ଦ୍ର ବିଶ୍ୱାଳ, ଅଜୟ ବିଶ୍ୱାଳ ଓ ପ୍ରଭଞ୍ଜନ…
ସାଇକେଲ ରାଲିରେ ସଚେତନତା ସୃଷ୍ଟି କଲେ ଏସ୍ପି
କେନ୍ଦ୍ରାପଡ଼ା ଅଫିସ, ୨୧ା୫: କେନ୍ଦ୍ରାପଡ଼ା ସାଇକେଲ କ୍ଲବର ସାପ୍ତାହିକ ସାଇକେଲ ପରିକ୍ରମା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଏସ୍ପି ମଡକର ସମ୍ବିତ ସମ୍ପଦ ସାମିଲ ହୋଇ ଟ୍ରାଫିକ ସଚେତନତା, ନିଶା ନିବାରଣ ସମ୍ପର୍କରେ ସଚେତନତା ସୃଷ୍ଟିି କରିଛନ୍ତି। ଏ ସମ୍ପର୍କରେ ଏସ୍ପି…
ରଥ ଚାରିପଟେ ବ୍ୟାରିକେଡ୍ ରଖା ନ ଯାଉ
ପୁରୀ ଅଫିସ,୨୧।୫: ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କୁ ରଥ ଛୁଇଁବାକୁ ଦିଆଯାଉନାହିଁ। ବଡ଼ଦାଣ୍ଡରେ ତିନିରଥ ଥିବାବେଳେ ସେଗୁଡ଼ିକ ଚାରିପଟେ ବ୍ୟାରିକେଡ୍ କରାଯାଉଛି। ତେଣୁ ଶ୍ରଦ୍ଧାଳୁଙ୍କୁ ରଥ ଟାଣିବାରୁ ବାରଣ କରାଯାଉ। କେବଳ ସେବାୟତମାନେ ରଥ ଟାଣନ୍ତୁ। ନଚେତ ରଥ ଚାରିପଟୁ ବ୍ୟାରିକେଡ୍ ହଟାଯାଉ…
୧୮ ରଥଚକ ନିର୍ମାଣ ସରିଲା
ପୁରୀ ଅଫିସ, ୨୧ା୫: ମହାପ୍ରଭୁଙ୍କ ଭଉଁରୀ ଯାତ୍ରାକୁ ଆଉ ଦିନଟିଏ ବାକି ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଭଉଁରୀରେ ଚକ ଅଖ ଡେରା ନୀତି ଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା…
କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନ
ପୁରୀ ଅଫିସ,୨୧।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଚାଲିଛି। ମାମଲାର ଶୁଣାଣି ନ ସରିବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନକାରୀ ଦିଲୀପ ବରାଳ କୋର୍ଟଙ୍କୁ ନିବେଦନ କରିଛନ୍ତି। କୋର୍ଟରେ…
କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ
ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା…
ବାର୍ହା ଫାଶରେ ପଡ଼ି କଲରାପତରିଆ ମୃତ
ଢେଙ୍କାନାଳ ଅଫିସ୍/ସାତମାଇଲ/ହିନ୍ଦୋଳ(ଡି.ଏନ୍.ଏ.), ୨୧ା୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ ଅନ୍ତର୍ଗତ କର୍ଣ୍ଣପୁର ବିଟ୍ ହାଉସ୍ର କୋଇ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ କଲରାପତରିଆ ବାଘର ଗଳିତ ମୃତଦେହ ଠାବ କରାଯାଇଛି। ଶିକାରୀ ବିଛାଇଥିବା ବାର୍ହା ଫାଶରେ ପଡ଼ି ବାଘଟିର ମୃତ୍ୟୁ ଘଟିଥିବା…
ବରକନ୍ୟାଙ୍କୁ ବେଦିରୁ ଉଠାଇନେଲା ପୋଲିସ
ରାଉରକେଲା ଅଫିସ,୨୧ା୫: ପ୍ରଥମ ସ୍ତ୍ରୀ ଓ ତାଙ୍କର ଏକ ଝିଅ ଥିବା ସତ୍ତ୍ୱେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ପୋଲିସ ବାହାଘର ବେଦିରୁ ବର ଓ କନ୍ୟାଙ୍କୁ ଉଠାଇ ନେଇଛି। ଏଭଳି ଏକ ଘଟଣା ଘଟିଛି ରାଉରକେଲା…
ଲାଇଭ ଭିଡିଓ କରି ଜୀବନ ହାରିଲେ ଯୁବକ
ଖୋର୍ଦ୍ଧା ଅଫିସ,୨୧ା୫: ପୁଣି ପ୍ରେମ ନେଲା ଏକ ଜୀବନ। ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଟ୍ରେନ ଲାଇନକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଲାଇଭ ଭିଡିଓ କରି ଧାରୁଆ ଅସ୍ତ୍ରରେ ନିଜ ହାତକୁ କାଟିଛନ୍ତି। ଏହି ଭିଡିଓ…

