ଆମ ଜିଲା ଖବର

ମିଳିଲା ୩ ସାଙ୍ଗଙ୍କ ମୃତଦେହ

କଟକ ଅଫିସ,୧୨।୪: କଟକ ଯୋବ୍ରା ଆନିକଟରେ ୩ ଯୁବକ ଭାସିଯିବା ଘଟଣାରେ ମଙ୍ଗଳବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ଚାଲିଥିବା ସର୍ଚ୍ଚ ଅପରେସନ ବେଳେ ସିଦ୍ଧିକ ଖାନଙ୍କ ମୃତଦେହ ମିଳିଛି । ସୋମବାର ଆୟୁର ଖାନଙ୍କ…

‘ମୟୂରଭଞ୍ଜକୁ ପରିଚୟ ଦେଇଛନ୍ତି ଛଉ କଳାକାର’

ବାରିପଦା ଅଫିସ,୧୨ା୪ ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା ସୋମବାରଠାରୁ ଆରମ୍ଭ ହୋଇଛି। ବିଶ୍ୱ ପ୍ରସିଦ୍ଧ ଛଉ ନୃତ୍ୟର ପ୍ରଚାର ପ୍ରସାର ଦିଗରେ ପ୍ରଶାସନ ପକ୍ଷରୁ ‘ମୟୂରଭଞ୍ଜ ଚୈତ୍ରପର୍ବ-୨୨’ ନାମରେ…

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ କରିବାରେ ଲାଗିଛନ୍ତି। ହେଲେ ସଂପୃକ୍ତ ସରକାରୀ କଳର ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାରେ କୃଷି…

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ହେଁ ଅଦ୍ୟାବଧି ସୂଚନାଫଳକ ଲଗାଯାଇ ନ ଥିବାରୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା…

ଶିମିଳିପାଳରେ ଫ୍ଲାଗ୍‌ମାର୍ଚ୍ଚ

ବାରିପଦା ଅଫିସ,୧୨।୩ ଶିମିଳିପାଳ ଅଭୟାରଣ୍ୟରେ ଶିକାର ରୋକିବା ଓ ବନାଗ୍ନିରୁ ସୁରକ୍ଷା ଯୋଗାଇବା ପାଇଁ ବନ ବିଭାଗ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ ଏବଂ କମ୍ବିଂ ଅପରେଶନ ଆରମ୍ଭ ହୋଇଛି। ଶିକାର ଉଦ୍ଦେଶ୍ୟରେ ଶିକାରୀମାନେ ଅଭୟାରଣ୍ୟରେ ନିଅଁା ଲଗାଉଥିବା ବେଳେ ବନ୍ୟଜନ୍ତୁ ବିପଥଗାମୀ ହୋଇ…

ରାତି ଦିନ ଚାଲିଛି ମାଟି ବୁହା

ରୂପସା, ୧୨ା୪ (ଡି.ଏନ.ଏ.) ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଗଡ଼ପଦା ପଞ୍ଚାୟତରେ ଗୋଚର ଜମିରୁ ବେଆଇନ ମାଟିଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ରବିବାର ଗଣମାଧ୍ୟମ ପ୍ରତିନିଧିଙ୍କ…

ସପ୍ତାହେ ହେଲା ନେଟୱର୍କ ଫେଲ

ଲାଞ୍ଜିଗଡ,୧୨।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରେ ୭ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ୍‌ ରହିଛି। ଫଳରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଲାଞ୍ଜିଗଡ ସହରରେ ଅଧିକାଂଶ ଗ୍ରାହକ ବିଏସ୍‌ଏନ୍‌ଏଲ୍‌…

ପୁଣି ଫାଟିଲା ପାଉଁଶ ପାଇପ୍‌

ଝାରସୁଗୁଡ଼ା ଅଫିସ,୧୧ା୪: ଝାରସୁଗୁଡ଼ାସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ (ଓପିଜିସି)ର ଇବ୍‌ଥର୍ମାଲ ପ୍ରକଳ୍ପରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍‌ ଦ୍ୱିତୀୟଥର ପାଇଁ ଫାଟିଯାଇଛି। ଫଳରେ ତରଳ ବର୍ଜ୍ୟବସ୍ତୁ ପୋଖରୀ ଓ ଚାଷଜମିରେ ମାଡିଯାଇଛି। ସୂଚନାଯୋଗ୍ୟ ଗତ ଶୁକ୍ରବାର ଏହି…

ହନୁମାନ ଜୟନ୍ତୀରେ ବିଶୃଙ୍ଖଳା ହେଲେ ପ୍ରଶାସନ ଦାୟୀ

ସମ୍ବଲପୁର,୧୨ା୪(ବ୍ୟୁରୋ): ଚଳିତବର୍ଷ ମଧ୍ୟ ହନୁମାନ ଜୟନ୍ତୀ ଧୁମ୍‌ଧାମରେ ପାଳନ ହେବ। ଶୋଭାଯାତ୍ରା, ଆଳତି ସହ ପୂଜାର୍ଚ୍ଚନା କରାଯିବ। ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ଆଖଡା କରାଯିବ। ନାଗାବାବା ଓ ପାରମ୍ପରିକ ନୃତ୍ୟ ଦଳ ସାମିଲ ହେବେ। ହେଲେ ପ୍ରଶାସନ ପକ୍ଷରୁ ଶୋଭାଯାତ୍ରାରେ କଟକଣା…

କିରୋସିନ ଲିଟର ୭୬ ଟଙ୍କା, ଚିନ୍ତାରେ ଖାଉଟି

ଚଣ୍ଡିଖୋଲ,୧୨ା୪(ଡି.ଏନ.ଏ.):କେନ୍ଦ୍ର ସରକାର ପେଟ୍ରୋଲିୟମ୍‌ ଜାତ ଦ୍ରବ୍ୟର ମୂଲ୍ୟ ବଢ଼ାଇ ଚାଲିଛନ୍ତି। ଏହି ମୂଲ୍ୟବୃଦ୍ଧିରୁ କିରୋସିନ୍‌ ବାଦ୍‌ ପଡିନାହିଁ। ଗତ ୪ମାସ ମଧ୍ୟରେ କିରୋସିନ୍‌ର ମୂଲ୍ୟ ଅହେତୁକ ବୃଦ୍ଧି ପାଇଛି। ୨୦୨୨ ଜାନୁୟାରୀରେ କିରୋସିନ ଲିଟର ୫୦ଟଙ୍କା ଥିବା ବେଳେ ତାହା ଧିରେ…

ବୃଦ୍ଧା,ବୃଦ୍ଧ, ଦିବ୍ୟାଙ୍ଗଙ୍କୁ ଡିବିଟି ଚିନ୍ତା

ରସୁଲପୁର,୧୨ା୪(ଡି.ଏନ୍‌.ଏ.):ସାମାଜିକ ନିରାପତ୍ତା ଯୋଜନା ଜରିଆରେ ବୃଦ୍ଧା,ବୃଦ୍ଧ, ବିଧବା, ଦିବ୍ୟାଙ୍ଗମାନଙ୍କୁ ପ୍ରତିମାସରେ ଭତ୍ତା ପ୍ରଦାନ କରାଯାଉଛି। ଏଥିପାଇଁ ପ୍ରତି ମାସର ୧୫ତାରିଖକୁ ଜନସେବା ଦିବସ ଭାବେ ଘୋଷଣା କରାଯାଇଛି। ଏହି ଦିବସରେ ଅବା ତା’ପୂର୍ବରୁ ପଞ୍ଚାୟତ କାର୍ଯ୍ୟାଳୟରେ ହିତାଧିକାରୀମାନଙ୍କୁ ୫୦୦ ଓ ୭୦୦ଟଙ୍କା…

ବିନା ସରକାରୀ କୋଠାରେ ମାଳମାଳ ଅଙ୍ଗନଓ୍ବାଡି କେନ୍ଦ୍ର

ପାରାଦୀପ,୧୨ା୪(ସ୍ବ.ପ୍ର.):ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ପୌରାଞ୍ଚଳରେ ଶିଶୁ ବିକାଶ ଯୋଜନା ପ୍ରହସନ ପାଲଟିଛି। ୨୦୧୧ରୁ ପୌରାଞ୍ଚଳରେ ସରକାରୀ ଭାବେ ୮୪ କେନ୍ଦ୍ର ଚାଲିଛି। କିନ୍ତୁ ଗୋଟିଏବି ସରକାରୀ କୋଠା ଥିବା ଅଙ୍ଗନଓ୍ବାଡି କେନ୍ଦ୍ର କେଉଁଠି ଦେଖିବାକୁ ମିଳିନାହିଁ। ଏସବୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?