ଆଧୁନିକ ଚାକଚକ୍ୟରେ ବଞ୍ଚିରହିଛି ରାମଲୀଳା
କେନ୍ଦ୍ରାପଡ଼ା ଅଫିସ, ୧୨ା୪:ଲୋକସଂସ୍କୃତି ଓ ପରମ୍ପରା ବଞ୍ଚିରହିଲେ ସମାଜ ସଂସ୍କାରିତ ହେବ। ଏହା ନ ରହିଲେ ଲୋକେ ପଥଚ୍ୟୁତ ହେବେ, ଯାହା ଆଧୁନିକ ସମାଜ ପାଇଁ ଦରକାର। ଆଧୁନିକ ସମାଜର ଚାକଚକ୍ୟ ଭିତରେ ଲୋକକଳା ରାମଲୀଳା ଏବେ ବି ବଞ୍ଚତ୍ରହିଛି କେନ୍ଦ୍ରାପଡ଼ା…
ମୁଖ୍ୟମନ୍ତ୍ରୀଙ୍କୁ ସଂଘର୍ଷର କାହାଣୀ କହିଲେ ଛାତ୍ର
ପୁରୀ ଅଫିସ, ୧୨ା୪:ପୁରୀ ବାଲିଗୁଆଳିଠାରେ ସୋମବାର ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଲୋକାର୍ପଣ ଉତ୍ସବରେ ଏହି କଲେଜର ପ୍ରଥମ ବର୍ଷର ଏମ୍ବିବିଏସ୍ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ କେତେଜଣ ଛାତ୍ର ନିଜ…
କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ
ଢେଙ୍କାନାଳ ଅଫିସ,୧୨ା୪:ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡରେ ରହୁଥିବା ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ଶନିବାର ବିଳମ୍ବିତ ରାତିରେ ହୋଇଥିବା ବୋମାମାଡ଼ ଘଟଣାକୁ ତୀବ୍ର ନିନ୍ଦା କରିଛି ରାଜ୍ୟ ଭାଜପା। ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ…
ଓଏସ୍ଏସ୍ଟିଇଟି ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ
କଟକ ଅଫିସ,୧୨।୪: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍ଏସ୍ଟିଇଟି) ମୂଲ୍ୟାୟନରେ ତ୍ରୁଟି ଥିବା ଅଭିଯୋଗ ଉଠିଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଏସ୍ଏସ୍ଟିଇଟିରେ କମ୍ ମାର୍କ ଯୋଗୁ ବହୁ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇପାରି ନାହାନ୍ତି। ପରୀକ୍ଷା…
ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ
କୁଜଙ୍ଗ, ୧୨ା୪ (ଡି.ଏନ୍.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ ଧାରଣ କରିବାକୁ ପଡ଼ିଛି। ସମ୍ପୃକ୍ତ ଅଭିଯୁକ୍ତ ଜଗତ୍ସିଂହପୁର ଜିଲା ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ…
ଭିଡିଓ କନ୍ଫରେନ୍ସରେ କୋର୍ଟରେ ହାଜର ହେଲେ ଶର୍ମିଷ୍ଠାଙ୍କ ସମେତ ୮ ଅଭିଯୁକ୍ତ
ଚାନ୍ଦବାଲି, ୧୨।୪(ଡି.ଏନ.ଏ.):ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଭଦ୍ରକ ଜେଲ୍ରେ ଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସୋମବାର ଚାନ୍ଦବାଲି ଜେଏମ୍ଏଫ୍ସି କୋର୍ଟରେ ଭିଡିଓ କନ୍ଫରେନ୍ସ…
ରାଜ୍ୟର ୭ ସହର ଅତି ପ୍ରଦୂଷିତ
ଯାଜପୁର ଅଫିସ,୧୨ା୪:ବାୟୁରେ ପ୍ରଦୂଷଣର ମାତ୍ର ଜାଣିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ଦ୍ୱାରା ରାଜ୍ୟର ୧୭ ସହରରେ ନିୟମିତ ବାୟୁ ପରୀକ୍ଷଣ କରାଯାଉଛି। ଏହି କ୍ରମରେ ଯାଜପୁରରୋଡ-କଳିଙ୍ଗନଗର, କଟକ, ଭୁବନେଶ୍ୱର, ଅନୁଗୋଳ, ତାଳଚେର, ରାଉରକେଲା ଓ ବାଲେଶ୍ୱରକୁ ଅତି ପ୍ରଦୂଷିତ…
ଜେଲ ଅନ୍ତେବାସୀଙ୍କୁ ପାଠ ପଢ଼ାଉଛନ୍ତି ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ, ୧୨ା୪:ଜେଲ ଭିତରେ ବନ୍ଦୀ ଅନ୍ତେବାସୀଙ୍କୁ ପାଠ ପଢ଼ାଇବା ଉପରେ ଗୁରୁତ୍ୱ ଦେଇଛନ୍ତି ବଲାଙ୍ଗୀର ଜିଲା କାରାଗାର କର୍ତ୍ତୃପକ୍ଷ। ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଜେଲ ଭିତରେ…
ଜେଲ ଅନ୍ତେବାସୀଙ୍କୁ ପାଠ ପଢ଼ାଉଛନ୍ତି ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ, ୧୧ା୪: ଜେଲ ଭିତରେ ବନ୍ଦୀ ଅନ୍ତେବାସୀଙ୍କୁ ପାଠ ପଢ଼ାଇବା ଉପରେ ଗୁରୁତ୍ୱ ଦେଇଛନ୍ତି ବଲାଙ୍ଗୀର ଜିଲା କାରାଗାର କର୍ତ୍ତୃପକ୍ଷ। ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଜେଲ…
ମନ୍ଦିରରେ ଝଣ୍ଡା ଲଗାଇବା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ଯୋଡାରେ ୧୪୪ ଧାରା ଜାରି
ଯୋଡ଼ା, ୧୧।୪ (ଡି.ଏନ.ଏ.): ରାମନବମୀ ଅବସରରେ ଏକ ଶିବ ମନ୍ଦିରରେ ଝଣ୍ଡା ଲଗାଇବାକୁ ନେଇ କେନ୍ଦୁଝର ଜିଲା ଯୋଡ଼ା ସହରରେ ସୋମବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ଗୋଷ୍ଠୀ ମାର୍ପିଟ୍ ହେବା ସହ ପରସ୍ପରକୁ ଟେକାପଥର ମାଡ କରିଥିଲେ। ପୋଲିସ…
ନିର୍ବାଚନରେ ବେଆଇନ କାର୍ଯ୍ୟ: ୨ ଶିକ୍ଷକ ନିଲମ୍ବିତ
ଫୁଲବାଣୀ ଅଫିସ, ୧୧ା୪: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ କେନ୍ଦ୍ରରେ ବେଆଇନ କାର୍ଯ୍ୟ କରିବା ୨ ଶିକ୍ଷକଙ୍କୁ ମହଙ୍ଗା ପଡିଛି ା ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଡା.ବୃନ୍ଦା ଡି ସେମାନଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ଶିକ୍ଷକ…
ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ
ମୋରଡା,୧୧।୪(ଡି.ଏନ.ଏ.): ମୟୁରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡା ବିଟ ଅଞ୍ଚଳର ବାଘାଝରଣ ଜଙ୍ଗଲରୁ ଏକ ହାତୀ ଛୁଆର ମୃତଦେହ ବନବିଭାଗ ଜବତ କରିଛି। ତେବେ ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଗତ ରବିବାର ରାତିରୁ ଉକ୍ତ ଜଙ୍ଗଲରେ ତିନି ହାତୀ…

