ଆମ ଜିଲା ଖବର

ବଢୁଛି ବିଦ୍ୟୁତ୍‌ ବିଭାଗର ମନମାନି

ନୟାଗଡ଼ ଅଫିସ,୧୧।୪: ଟାଟା ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରେ ଗ୍ରାହକଙ୍କ ଉପରେ ଅତ୍ୟଧିକ ବିଦ୍ୟୁତ୍‌ ବିଲ୍‌ ଲଦି ଦିଆଯାଉଥିବା ଅଭିଯୋଗ ଆସୁଛି। ଏହି ମନମାନି ବିରୋଧରେ ଅଭିଯୋଗ କଲେ ସୁଫଳ ମିଳୁନି । ଏ ସଂକ୍ରାନ୍ତରେ ଭାପୁର ଅଞ୍ଚଳର ଜଣେ…

ଜଙ୍ଗଲରେ ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାରିପଦା ଅଫିସ,୧୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ମୋରଡ଼ା ସେକ୍ସନ ଅଧୀନ ବାଘାଝରଣ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛ। ପ୍ରାଣୀ ବିଶେଷଜ୍ଞମାନେ ପହଞ୍ଚି ଅନୁଧ୍ୟାନ ଜାରି ରଖିବା…

ନାବାଳକଙ୍କୁ ଥାର୍ଡ ଡିଗ୍ରୀ

କଟକ ଅଫିସ,୧୧ା୪: ମୋବାଇଲ ଚୋରି ଅଭିଯୋଗରେ ଜଣେ ନାବାଳକକୁ ୩ଦିନ ଫାଣ୍ଡି ହାଜତରେ ରଖି ଅସହ୍ୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ହାଜତ ଭିତରେ ପୋଲିସ ବାବୁ ଥାର୍ଡ ଡିଗ୍ରୀ ପ୍ରୟୋଗ କରିଥିବା ନିଜେ ନାବାଳକ ଜଣକ କ୍ୟାମେରା ସମ୍ମୁଖରେ କହିଛନ୍ତି।…

ନିର୍ମାଣର ୨ମାସ ପରେ ଡ୍ରେନ୍‌ ଭୁଶୁଡ଼ିଲା

ନୟାଗଡ଼ ଅଫିସ,୧୧।୪: ନୟାଗଡ଼ ମ୍ୟୁନିସିପାଲିଟି ଦେବୋତ୍ତର କଲୋନୀର ୧ନଂ. ଲେନ୍‌ ରାସ୍ତାପାର୍ଶ୍ୱରେ ଥିବା ଡ୍ରେନ ଭୁଶୁଡ଼ି ପଡ଼ିଛି। ବର୍ଷା ନ ହୋଇ ଡ୍ରେନ ଭୁଶୁଡି ପଡିବା ନିମ୍ନମାନର କାମକୁ ପ୍ରମାଣିତ କରୁଛି । ଆଗକୁ ବର୍ଷାଋତୁ ଥିବାରୁ ରାସ୍ତା ଓ ଡ୍ରେନର…

ଜରାଜୀର୍ଣ୍ଣ ଅବସ୍ଥାରେ ଏକତା ଶିଶୁ ଉଦ୍ୟାନ

ଜଗତ୍‌ସିଂହପୁର ଅଫିସ, ୧୧।୪: ଜଗତ୍‌ସିଂହପୁର ସହରରେ ବୟସ୍କଙ୍କ ପାଇଁ କୌଣସି ପାର୍କ ନାହିଁ। ପିଲାମାନଙ୍କ ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଏକତା ଶିଶୁ ଉଦ୍ୟାନଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଫଳରେ ପିଲାଙ୍କ ମନୋରଞ୍ଜନରେ ବାଧା ସୃଷ୍ଟି ହୋଇଛି। ଏମ୍‌ପିଙ୍କ ଆଞ୍ଚଳିକ…

ଅର୍ଥ ଅଭାବରୁ ହୋଇ ପାରିଲାନି ଚିକିତ୍ସା

କାଳିଆପାଣି,୧୧ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଁାସୋଳ ପଞ୍ଚାୟତର ମାଙ୍କେଡ଼ିଆ ସମ୍ପ୍ରଦାୟ ଲୋକେ ଅର୍ଥ ଅଭାବରୁ ଚିକିତ୍ସା ସୁବିଧା ପାଇ ପାରୁନାହାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କରାଯାଇଥିଲେ ମଧ୍ୟ ଜନଜାତି ମାଙ୍କେଡ଼ିଆ ସମ୍ପ୍ରଦାୟ ଏସବୁ…

ବାଇକ୍‌ରେ ୧୫ କି.ମି. ବୋହିନେଲେ ଝିଅର ମୃତଦେହ

ମାଲକାନଗିରି,୧୧।୪ (ଡି.ଏନ.ଏ.): ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଶିଶୁଙ୍କ ସୁରକ୍ଷା ପାଇଁ ମମତା ଯୋଜନାଠାରୁ ମୃତ୍ୟୁହେଲେ ସତ୍କାର ପାଇଁ ହରିଶ୍ଚନ୍ଦ୍ର ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର କେତେକ କ୍ଷେତ୍ରରେ ଯୋଜନା କାର୍ଯ୍ୟକାରିତା…

ନିର୍ମାଣ ସରିନି, ତରବରିଆ ଉଦ୍‌ଘାଟନ

ନିରାକାରପୁର,୧୧ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟରେ ନୂତନ ଗୃହ ନିର୍ମାଣ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ଏହାର ଉଦ୍‌ଘାଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ ଯେ, ଏହି ମହାବିଦ୍ୟାଳୟ ପରିସରରେ ଓଡ଼ିଶା…

ଟଙ୍କା ପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୧୧ା୪: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନସ୍ଥ ରାଉତପଡ଼ା ଶାଖାରେ ଶତାଧିକ ଗ୍ରାମବାସୀଙ୍କ ୧କୋଟି ୫୦ଲକ୍ଷ ସ୍ଥାୟୀ ଜମା ଓ ସଞ୍ଜୟ ଟଙ୍କା ହେରଫେର ନେଇ ଅଭିଯୋଗ ହୋଇଥିଲା। ଏନେଇ ଜିଲାପାଳଙ୍କ ନିକଟରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ଜିଲାପାଳ ସଂଗ୍ରାମ…

ବିପଦରେ ବାଘ, ଏସ୍‌ଟିଏଫ୍‌ ଧରିଲାଣି ୨୭ ଛାଲ

ଭୁବନେଶ୍ୱର,(ବ୍ୟୁରୋ)/ଦାରିଙ୍ଗବାଡ଼ି/ବାଲିଗୁଡ଼ା, ୧୧।୪ (ଡି.ଏନ୍‌.ଏ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ବେଧଡ଼କ ଚାଲିଛି। ଯେତେ ଚଢ଼ାଉ ହେଉଛି, ସେତେ ଧରାପଡୁଛି। ବିଶେଷକରି ବାଘ ବଂଶ ପ୍ରତି ବଡ଼ ବିପଦ ଦେଖାଦେଇଛି। ବନ୍ୟଜନ୍ତୁ ଶିକାରୀଙ୍କ ବିରୋଧରେ ସ୍ବତନ୍ତ୍ର ଅଭିଯାନ ଚଳାଇଥିବା କ୍ରାଇମବ୍ରାଞ୍ଚ…

ପେସା ଶିକ୍ଷକତା, ନିଶା ଜଙ୍ଗଲ ସୁରକ୍ଷା

ଆର.ଉଦୟଗିରି,୧୧ା୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ମଲ୍ଲିପଦର ଗାଁର ଜଣେ ବ୍ୟକ୍ତି ଶିକ୍ଷକତା କରୁଥିଲେ ମଧ୍ୟ ଜଙ୍ଗଲ ସୁରକ୍ଷା ତାଙ୍କ ନିଶା ପାଲଟିଛି। କେବଳ ସୁରକ୍ଷା ନୁହେଁ, ଜଙ୍ଗଲ ମଧ୍ୟରେ ୩୦ ଏକର ଜାଗାରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ…

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀ ଅପରାହ୍ନ ୫ଟାରେ ମେଡିକାଲ କଲେଜ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ରବିବାର ପୁରୀ ଜିଲାପାଳ ସମର୍ଥ ବର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?