ଚିତ୍ରକୋଣ୍ଡା ଡ୍ୟାମ୍ ସ୍ଥିତି ସମୀକ୍ଷା କଲା କମିଟି
ଚିତ୍ରକୋଣ୍ଡା, ୨୦ା୧(ଡି.ଏନ.ଏ.): ଓଡ଼ିଶାର ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଡ୍ୟାମ୍ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍ ଓ ସ୍ପିଲ୍ୱେର ବିଭିନ୍ନ ସୁରକ୍ଷା ସମ୍ପର୍କିତ ତଥ୍ୟ ଯାଞ୍ଚ କରିଛନ୍ତି। ଟିମ୍ରେ ଅବସରପ୍ରାପ୍ତ ସର୍ବୋଚ୍ଚ...
କର୍କଟ ରୋଗୀଙ୍କ ପିଇଟି, ସିଟି ସ୍କାନ୍ ଖର୍ଚ୍ଚ ସରକାର ବହନ କରିବେ: ହାଇକୋର୍ଟ
କଟକ ଅଫିସ, ୨୦।୧: ରାଜ୍ୟରେ କର୍କଟ ରୋଗରେ ପୀଡ଼ିତଙ୍କ ପାଇଁ ଏକ ଖୁସି ଖବର। କର୍କଟ ପୀଡ଼ିତଙ୍କ ପୋଜିଟ୍ରନ୍ ଏମିଶନ ଟୋମୋଗ୍ରାଫି(ପିଇଟି) ଏବଂ ଏକ୍ସ-ରେ କମ୍ପ୍ୟୁଟେଡ ଟୋମୋଗ୍ରାଫି ସିଟି ସ୍କାନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ...
ସାବେରୀ ନଦୀରେ ଛତିଶଗଡ଼ ଗଢ଼ିବ ଡ୍ୟାମ୍
ମାଲକାନଗିରି, ୨୦ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ସୀମାନ୍ତବର୍ତ୍ତୀ ଛତିଶଗଡ଼ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏ ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର...
ବିଶ୍ୱସ୍ତରୀୟ କରିବାକୁ ଲକ୍ଷ୍ୟ
ସମ୍ବଲପୁର, ୨୦ା୧(ବ୍ୟୁରୋ): ୨୦୨୦ ଜାନୁୟାରୀ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର ସମଲେଇ ମନ୍ଦିର ଦର୍ଶନ କରି ଏହାର ସର୍ବାଙ୍ଗୀନ ଉନ୍ନତି କରିବା ଲାଗି ଘୋଷଣା କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ସମଲେଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାରିପାର୍ଶ୍ୱିିକ...
ସ୍କୁଲ ବସ୍ତାନି ନିୟମ ଉଲ୍ଲଂଘନକୁ ବିରୋଧ
ଭୁବନେଶ୍ୱର, ୨୦।୧(ବ୍ୟୁରୋ): ନିର୍ଦ୍ଧାରିତ ପାଠ୍ୟକ୍ରମ ଓ ସ୍କୁଲ ବସ୍ତାନି ନିୟମ ଉଲ୍ଲଂଘନ ବିରୋଧରେ ଓଡ଼ିଶା ଅଭିଭାବକ ମହାସଂଘ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍ସିପିସିଆର୍)ରେ ଫେରାଦ ହୋଇଛି। ମହାସଂଘର କହିବାନୁଯାୟୀ, ଶିକ୍ଷା ଅଧିକାର ଆଇନ ଧାରା ୨୯ ଅନୁଯାୟୀ...
୨୦୨୨ ସୁଦ୍ଧା ସରିବ ହକି ଷ୍ଟାଡିୟମ
ଭୁବନେଶ୍ୱର,୨୦ା୧(ବ୍ୟୁରୋ): ୨୦୨୨ ମଧ୍ୟଭାଗ ସୁଦ୍ଧା ରାଉରକେଲା ହକି ଷ୍ଟାଡିୟମ ନିର୍ମାଣ ଶେଷ ହେବ। ରାଉରକେଲାରେ ଏକ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦ ଡିସେମ୍ବରରେ ଘୋଷଣା କରିଥିଲେ। ଏହି ନୂଆ ଷ୍ଟାଡିୟମରେ ୨୦୨୩ରେ...
ନୋଟ୍ ଦେଲେ ନେଗେଟିଭ୍
ଅନୁଗୋଳ ଅଫିସ, ୨୦।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିନା ପରୀକ୍ଷାରେ ଲୋକଙ୍କୁ କୋଭିଡ୍ ନେଗେଟିଭ୍ ରିପୋର୍ଟ ପ୍ରଦାନ କରାଯାଉଥିବା ନେଇ ସାଂଘାତିକ ଅଭିଯୋଗ ହେଉଛି। କେତେଜଣ ଦଲାଲ କରୋନା ଟେଷ୍ଟ ପାଇଁ ଆସୁଥିବା ଲୋକଙ୍କଠାରୁ ଟଙ୍କା ଆଦାୟ...
ବିବାହ ପରେ ରକ୍ତଦାନ
ବଲାଙ୍ଗୀର ଅଫିସ,୧୯ା୧: ବିବାହକୁ ସ୍ମରଣୀୟ ଓ ନିଆରା କରି ଅନ୍ୟଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବଲାଙ୍ଗୀର ସହର ଚିମିନିଭାଟିର ସୁବ୍ରତ ଖଣ୍ଡୁଆଲ। ସୋମବାର ଥିଲା ସୁବ୍ରତଙ୍କ ବିବାହ ଦିନ। ବିବାହ ପରେ ବରବେଶରେ ସେ ନବବଧୂ ଶ୍ୱେତପୂର୍ଣ୍ଣାଙ୍କୁ ଧରି...
ଚିତ୍ରକୋଣ୍ଡା ଡ୍ୟାମ୍ର ସୁରକ୍ଷା ଯାଞ୍ଚ
ଚିତ୍ରକୋଣ୍ଡା,୧୯ା୧: ଓଡ଼ିଶା ଡ୍ୟାମ୍ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍ ଓ ସ୍ପିଲ୍ୱେର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିଛନ୍ତି। ଟିମ୍ରେ ଅବସରପ୍ରାପ୍ତ ମୁଖ୍ୟଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡା, ଡେପୁଟି ଡାଇରେକ୍ଟର ଅରୁଣ କୁମାର ଦାସ...
ମହାନଦୀ ପରେ ସାବେରୀ ଉପରେ ଛତିଶଗଡ଼ର ନଜର
ମାଲକାନଗିରି,୧୯ା୧: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ସୀମାନ୍ତବର୍ତ୍ତୀ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏହି ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର କମାରପାଲିଠାରେ ୯ଟି...
ଜଙ୍ଗଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ପାଟଣା,୧୯।୧: କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଉଦୟପୁର ବିଟ୍ ବଲାଣି ପଶି ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର କିଛି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଫଳରେ ୧୫ ଶହରୁ ଊର୍ଦ୍ଧ୍ୱ ଆକାଶିଆ ଗଛ ପୋଡି ନଷ୍ଟ ହୋଇଯାଇଛି। ଖବର...
୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ
ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜନ୍ମମୃତ୍ୟୁ ପଞ୍ଜୀକରଣ ପାଇଁ ୧୧...
Archives


