ଉତ୍ତରାଖଣ୍ଡରେ ରାୟଗଡ଼ା ଯୁବତୀଙ୍କୁ ହତ୍ୟା କରି ନଦୀରେ ଫିଙ୍ଗିଦେଲେ
ରାୟଗଡ଼ା,୭।୧୧ (ଆଶିଷ ରଞ୍ଜନ ପଣ୍ଡା): ଉତ୍ତରାଖଣ୍ଡରେ ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ହତ୍ୟା କରାଯାଇ ମୃତଦେହକୁ ଏକ ନଦୀରେ ଫିଙ୍ଗି ଦିଆଯାଇଥିଲା। ଉତ୍ତରାଖଣ୍ଡ ଲାଲପୁର ଥାନା ପୋଲିସ ଗୁରୁବାର ଅପରାହ୍ନରେ ନଦୀରୁ ମୃତଦେହ ଜବତ କରିଛି। ହତ୍ୟା…
ଭୁବନେଶ୍ୱରରେ ଗଡ଼କରୀ: ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ
ଭୁବନେଶ୍ୱର,୭।୧୧: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଶୁକ୍ରବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଚିବ ଉଷା ପାଢ଼ୀ ପ୍ରମୁଖ ମନ୍ତ୍ରୀ ଗଡ଼କରୀଙ୍କୁ…
ମୋର ବିଜୟ ସୁନିଶ୍ଚିତ: ଘାସିରାମ ମାଝୀ
ନୂଆପଡ଼ା ଉପନିର୍ବାଚନରେ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ସମୁଦାୟ ୧୪ ଜଣ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଚଳିତ ନିର୍ବାଚନକୁ ମିଶାଇ ୬ଷ୍ଠ ଥର ପାଇଁ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି। କେମିତି…
ଛାଡ଼ଖାଇ ପାଇଁ ଆମିଷ ବଜାରରେ ପ୍ରବଳ ଭିଡ଼, ଦାମ୍ ରହିଛି…
ଗଞ୍ଜାମ,୭ା୧୧(ବିଦ୍ୟାଧର ସାହୁ): ସରିଲା ପବିତ୍ର କାର୍ତ୍ତିକ ମାସ। ଗତକାଲି ଗୁରୁବାର ଥିବାରୁ ଆଜି ଅର୍ଥାତ୍ ଶୁକ୍ରବାର ଛାଡ଼ଖାଇ ପାଳନ କରିଛନ୍ତି ଗଞ୍ଜାମ ସହରବାସୀ। ଏଥିପାଇଁ ସହର ଶେଷ ସାନ ବଜାର ମାଛ ମାର୍କେଟରେ ପ୍ରବଳ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଛାଡ଼ଖାଇ…
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଗାଡ଼ିରେ ବସିଥିବା ୧୭ ଜଣ ଗୁରୁତର…
ଉଦାହରଣ ସୃଷ୍ଟି କଲେ ଜୁଆଙ୍ଗ ଆଦିବାସୀ, ପୁରୁଷଙ୍କ ତୁଳନାରେ ମହିଳା ଅଧିକ
ଭୁବନେଶ୍ୱର,୭ା୧୧: ଓଡ଼ିଶାର ସାମଗ୍ରିକ ଲିଙ୍ଗ ଅନୁପାତ ପୁରୁଷଙ୍କ ସପକ୍ଷରେ ଥିବାବେଳେ, କେନ୍ଦୁଝର ଜିଲାର ଜୁଆଙ୍ଗ୍ ଆଦିବାସୀ ସମ୍ପ୍ରଦାୟ ଏକ ଭିନ୍ନ ଚିତ୍ର ପ୍ରସ୍ତୁତ କରିଛି। ତଥ୍ୟ ଅନୁଯାୟୀ, ଏହି ଆଦିବାସୀ ଗୋଷ୍ଠୀରେ ମହିଳାମାନେ ପୁରୁଷଙ୍କ ସଂଖ୍ୟାକୁ ଟପି ଯାଇଛନ୍ତି, ଯାହା ରାଜ୍ୟ…
୩ ବାର୍ହାଙ୍କ ମୃତଦେହ ଜବତ, ୧୧ ଶିକାରୀଙ୍କୁ ଗିରଫ କଲା ବନ ବିଭାଗ
ଦେବଗଡ଼,୭ା୧୧(ଶଶାଙ୍କ ଶେଖର ଝାଙ୍କର): ବନ ବିଭାଗ ପକ୍ଷରୁ ରାତ୍ର କାଳୀନ ପାଟ୍ରୋଲିଂ ଚାଲିଥିବାବେଳେ ଦେବଗଡ଼ ବନଖଣ୍ଡ ତଥା ଦେବଗଡ଼ ବନାଞ୍ଚଳ ଓ ଦେବଗଡ଼ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ସୁନାମୁଣ୍ଡା ଖସଡ଼ା ଜଙ୍ଗଲରୁ ୩ଟି ଜଙ୍ଗଲୀ ବାର୍ହାଙ୍କର ମୃତଦେହ ଜବତ କରାଯାଇଛି। ସେହିପରି…
ପୁଣି ଶ୍ରୀମନ୍ଦିରକୁ ହିଡେନ୍ କ୍ୟାମେରା ନେଇ ପ୍ରବେଶ
ପୁରୀ,୭ା୧୧: ଶ୍ରୀମନ୍ଦିରକୁ ପୁଣି ଚଷମାରେ ହିଡେନ୍ କ୍ୟାମେରା ନେଇ ଜଣେ ଶ୍ରଦ୍ଧାଳୁ ପ୍ରବେଶ କରିଛନ୍ତି। ସଂପୃକ୍ତ ଶ୍ରଦ୍ଧାଳୁଙ୍କୁ ଜଗମୋହନ ମନ୍ଦିର ପାଖରେ ଧରିଛନ୍ତି ଜେଟିପି। ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ ପାଣ୍ଡିଆ ବୋଲି ସୂଚନାରୁ ଜଣାପଡ଼ିଛି। ଶ୍ରଦ୍ଧାଳୁ ଜଣଙ୍କୁ ଅଟକ ରଖି…
ଦ୍ରୁତଗତିରେ ଆସୁଥିଲା ବସ୍, ଚକାତଳେ ଫସିଗଲେ ସ୍କୁଟି ଚାଳକ
ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସ୍ଷ୍ଟାଣ୍ଡଠାରୁ ମାତ୍ର ୫୦ ମିଟର ଦୂରରେ ଥିବା ବେଲଗୁଣ୍ଠା ରୋଡ୍ ଛକରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ସ୍କୁଟି ଚାଳକ ସାମାନ୍ୟ ଆହତ ହୋଇଛନ୍ତି। କିନ୍ତୁ ଉକ୍ତ ଗୋଲେଇ ଛକଟି…
ଛାଡ଼ଖାଇରେ ବେପାର ମାନ୍ଦା, ଆନ୍ଧ୍ର ମାଛକୁ ନାପସନ୍ଦ କରୁଛନ୍ତି ଲୋକେ, ବ୍ୟବସାୟୀ ନିରାଶ
ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ସରିଲା କାର୍ତ୍ତିକ ବ୍ରତ। ଏହା ପରେ ଛାଡ଼ଖାଇ ପାଳନ କରାଯାଏ। ଯାହା ମାସ ତମାମ ଖାଇବା ଛାଡ଼ିଥିବ ତାକୁ ଛାଡ଼ଖାଇ ଦିନ ଖାଇବ ତେବେ ଏହି କ୍ରମରେ ଅଧିକାଂଶ ଶ୍ରଦ୍ଧାଳୁ ଆମିଷ ଏବଂ ପିଆଜ, ରସୁଣ ଛାଡ଼ିଥାନ୍ତି। ତେବେ…
ନିଶ୍ଚେତକ ଡାକ୍ତର ନାହାନ୍ତି, ଅସ୍ତ୍ରୋପଚାର ବନ୍ଦ
ସୋନପୁର,୭।୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିଶ୍ଚେତକ ଡାକ୍ତର ନାହାନ୍ତି। ଫଳରେ ରୋଗୀ ସାଧାରଣ ଅସ୍ତ୍ରୋପଚାର ପାଇଁ ଘରୋଇ ନର୍ସିଂହୋମକୁ ଯାଇ ଅଯଥାରେ ଖର୍ଚ୍ଚାନ୍ତ ହେଉଛନ୍ତି। ଡାକ୍ତରଖାନାରେ ରୋଗୀ ଚିକିତ୍ସା କେବଳ ବର୍ହିଃ ବିଭାଗ(ଓପିଡି) ସେବାରେ ସୀମିତ ରହିଛି। ସାଧାରଣରେ…
ଧାନ ଅମଳ ଆରମ୍ଭରୁ ଅଡୁଆ
ବରଗଡ଼,୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଧାନ ଅମଳ କାର୍ଯ୍ୟ ଜୋର୍ ଧରିଲାଣି। ଜିଲାର ସବୁ ଅଞ୍ଚଳରେ ଚାଷୀମାନେ ଧାନ ଅମଳ କରୁଛନ୍ତି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲାରେ ମଣ୍ଡି ଖୋଲିବା ତ ଦୂରର କଥା ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି (ଡିଏଲପିସି)…
Archives


