୨ ବାଘ ଛାଲ ବେପାରୀଙ୍କୁ ଗିରଫ କଲା ପୋଲିସ
ଜୁନାଗଡ଼,୧୯।୧: ଛତିଶଗଡ଼ ପୋଲିସ ୨ଜଣ ବାଘ ଛାଲ ବେପାରୀଙ୍କୁ ଧରିବାରେ ସଫଲ ହୋଇଛି। ପୋଲିସ ତାଙ୍କଠାରୁ ୨ଟି ବାଘ ଛାଲ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଝାରବନ୍ଦ ଗ୍ରାମର ରମେଶ ନାଏକ,...
ଭଙ୍ଗା ଟ୍ରାକ୍ଟରରେ ବୁହା ହେଉଛି ଆବର୍ଜନା: ପଡ଼ୁଛି ରାସ୍ତାରେ
ଗଞ୍ଜାମ,୧୯।୧(ଡି.ଏନ୍.ଏ.): ଗଞ୍ଜାମ ସହରରେ ଗୋଟିଏ ହେଲେ ଆଖି ଦୃଶିଆ କାର୍ଯ୍ୟ ହୋଇନାହିଁ ବୋଲି ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଥିପାଇଁ ରାଜନୈତିକ ଇଛାଶକ୍ତି ଓ ଏନ୍ଏସି ପ୍ରଶାସନକୁ ଲୋକେ ସିଧାସଳଖ ଦାୟୀ କରିଛନ୍ତିl ଭାଙ୍ଗି ଯାଇଥିବା ଟ୍ରାକ୍ଟରରେ ସହରର ଅଳିଆ...
ଆଶାସାଥୀଙ୍କୁ ଉପେକ୍ଷା: ଜିଲାପାଳଙ୍କୁ ହେଲେ ଫେରାଦ
ବରଗଡ଼ ଅଫିସ,୧୯।୧: ଆଶାସାଥୀଙ୍କ ପ୍ରତି ରାଜ୍ୟ ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ବରଗଡ଼ ଜିଲା ଆଶାସାଥୀ ସଂଘ ମଙ୍ଗଳବାର ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ...
ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ
ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ। ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତ୍ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ ଓଭର ବ୍ରିଜ। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଏଆଇ)...
ମିଳିନି ବୀମା କ୍ଷତିପୂରଣ: ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଲେ ଚାଷୀ
ବରଗଡ଼ ଅଫିସ,୧୯।୧: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ବୁଗବୁଗା ପଞ୍ଚାୟତର ଚାଷୀମାନଙ୍କୁ ଗତ ରବିଋତୁ ଫସଲକ୍ଷତି ବୀମା କ୍ଷତିପୂରଣ ଏପର୍ଯ୍ୟନ୍ତ ମିଳି ପାରି ନାହିଁ। ଏହା ସହିତ ଉକ୍ତ ପଞ୍ଚାୟତର ୪୪ ଜଣ କ୍ଷତିଗ୍ରସ୍ତ ଚାଷୀ ଗତ ୨୦୧୯...
୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର
ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍ ପାସ୍ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ...
ଚାଷୀଙ୍କୁ ନେଇ ବିଜେଡି-ଭାଜପା ଟଣାଓଟରା
ଭୁବନେଶ୍ୱର,୧୯।୧(ବ୍ୟୁରୋ): ଚାଷୀ ଓ ଚାଷକ୍ୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଟଣା ଓଟରା ଲାଗିଛି। କେନ୍ଦ୍ର ସରକାର ଚାଉଳ ସଂଗ୍ରହ ନୀତିରେ ପରିବର୍ତ୍ତନ କରିବା ସହିତ ଧାନ ସଂଗ୍ରହ ବାବଦରେ ଓଡ଼ିଶାକୁ ଦେବାକୁ ଥିବା ୬୦୪୦ କୋଟି ଟଙ୍କାର...
୬୦ ଲକ୍ଷ ବ୍ୟୟରେ ହେବ କୁଶଭଦ୍ରା ନଦୀ ଖନନ
ନିମାପଡ଼ା,୧୯।୧(ଡି.ଏନ୍.ଏ.): କୁଶଭଦ୍ରା ନଦୀରେ ବନ୍ୟାଜଳ ସୁଚାରୁରୂପେ ନିଷ୍କାସନ ହେବା ନିମନ୍ତେ ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଶଭଦ୍ରା ନଦୀ ଗର୍ତ୍ତ ଖୁବଶୀଘ୍ର ଖନନ କରାଯିବ ବୋଲି ସୋମବାର ନିମାପଡ଼ାରେ ଆୟୋଜିତ ଧନୁଅଁା ବନ୍ୟା ନିୟନ୍ତ୍ରିତ କମିଟିର ଏକ ଉଚ୍ଚସ୍ତରୀୟ ବୈଠକରେ...
ଲିଜ୍, ଶ୍ରୀଜଗନ୍ନାଥ ଜମିର ସ୍ଥାୟୀ ସମାଧାନ ହେଉ
ପୁରୀ ଅଫିସ,୧୯।୧: ପୁରୀ ସହରରେ ଥିବା ପୌରାଞ୍ଚଳ ଲିଜ୍ ଜମି, ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି, ଇକୋ-ସେନ୍ସିଟିଭ୍ ଜମି ଭଳି ଅନେକ ମାମଲାର ସ୍ଥାୟୀ ସମାଧାନ ପାଇଁ ପୁରୀ ଜିଲା ଭାଜପା ଦାବି କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ପୁରୀ ବିଧାୟକ...
ଗଦ୍ଗଦା ଜଳପ୍ରପାତ
ପାହାଡ଼ ପର୍ବତ ଘେରା ରାୟଗଡ଼ା ଜିଲାରେ ପ୍ରାକୃତିକ ସୌନ୍ଦର୍ଯ୍ୟ ତଥା ଝରଣା ଓ ଜଳପ୍ରପାତର ଅଭାବ ନାହିଁ। ହେଲେ ଏଥିମଧ୍ୟରୁ କେତୋଟି ଜିଲା ତଥା ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇଥିବାବେଳେ ଆଉ କେତେକ ଦୃଷ୍ଟି ଆଢ଼ୁଆଳରେ ରହିଛି। ଜିଲାର...
ଏସ୍ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କୋଣାର୍କ,୧୯।୧(ଡି.ଏନ୍.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଚୋରି ଘଟଣାରେ ୪ ସପ୍ତାହ ମଧ୍ୟରେ ତଦନ୍ତ ସାରିବାକୁ ଏସ୍ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଘଟଣା ସମ୍ପର୍କରେ କୋଣାର୍କ ଆଞ୍ଚଳିକ ବିକାଶ ପରିଷଦ ସଭାପତି ସୁବାସ ନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।...
ଚିତ୍ରୋତ୍ପଳା ନଦୀରେ ଭାସିଗଲେ ଯୁବକ
ସାଲେପୁର,୧୯।୧(ଡି.ଏନ୍.ଏ.): ସାଲେପୁର ଥାନା ଅଧୀନ ହରିଚନ୍ଦନପୁର ବଉଳେଇ ଠାକୁରାଣୀ ପୀଠ ନିକଟ ଚିତ୍ରୋପତ୍ଳା ନଦୀରେ ଭାସି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏହି ଗ୍ରାମର ବୀରକିଶୋର ଦାଶଙ୍କ ପୁଅ ତାରାକାନ୍ତ ଦାଶ (୩୪)। ସେ କେତେଜଣ...
Archives


