ଆମ ଜିଲା ଖବର

ମରାମତିକୁ ମାସେ ନ ପୂରୁଣୁ ପିଚୁ ଉଠିଲା

ନାଉଗାଁ,୧୦।୪(ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଶିଖରଘାଟ-ବାଲିଭଉଁରୀ ପୂର୍ତ୍ତ ବିଭାଗ ରାସ୍ତାରୁ ସାରେଇକୂଳ ଦେଇ ଅଙ୍ଗେଶ୍ୱରପଡାକୁ ସଂଯୋଗ କରୁଥିବା ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମାଣ ହୋଇଛି। ଏହି ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ରହିଛି। ଗତ ମାସେ ତଳେ…

୧୪୦୧ ଶିକ୍ଷକ ପଦବୀରୁ ୩୫୯ ଖାଲି

ଜଗତ୍‌ସିଂହପୁର ଅଫିସ,୧୦।୪: ଜଗତ୍‌ସିଂହପୁର ଜିଲାର ୧୫୧ ଉଚ୍ଚ ବିଦ୍ୟାଳୟରେ ୧୪୦୧ ଶିକ୍ଷକ ପଦବୀ ଥିବାବେଳେ ସେଥିରୁ ୩୫୯ଟି ଖାଲି ପଡିଛି। ଶିକ୍ଷାବର୍ଷ ଆରମ୍ଭ ହୋଇଯାଇଥିବାବେଳେ ପଦବୀଗୁଡିକ ଖାଲି ପଡ଼ିଥିବାରୁ ଶିକ୍ଷାଦାନରେ ଗୁରୁତର ବାଧା ସୃଷ୍ଟି ହେବା ଆଶଙ୍କା ରହିଛି। ଜଗତ୍‌ସିଂହପୁର ଏକ…

ଜିଆଇ ଟ୍ୟାଗ୍‌ ଅପେକ୍ଷାରେ କାଇଁଚ ଶିଳ୍ପ

କେନ୍ଦ୍ରାପଡ଼ା ଅଫିସ, ୧୦।୪: କେନ୍ଦ୍ରାପଡ଼ା ଜିଲାର କାଇଁଚ ହସ୍ତଶିଳ୍ପ ଜିଆଇ (ଜୋଗ୍ରାଫିକାଲ ଇଣ୍ଡିକେଶନ) ଟ୍ୟାଗ୍‌ ହେବାକୁ ଯାଉଛି। ଏନେଇ ଚେନ୍ନାଇସ୍ଥିତ ଜିଆଇ ପଞ୍ଜୀକରଣ କାର୍ଯ୍ୟାଳୟ ସହିତ ଯୋଗାଯୋଗ ହେଉଛି। କାଇଁଚ ଶିିଳ୍ପର ସମସ୍ତ ତଥ୍ୟ ସଂଗ୍ରହ ହେଉଥିବା ରାଜ୍ୟ ସରକାରଙ୍କ ମୁଖ୍ୟ…

ଆଜିଠୁ ଶ୍ରୀକ୍ଷେତ୍ରରେ ସାହିଯାତ

ପୁରୀ ଅଫିସ,୧୦।୪: ଚୈତ୍ରମାସ ଶୁକ୍ଳପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ଏବଂ ଶ୍ରୀକ୍ଷେତ୍ରର ସାତ ସାହିରେ ପାରମ୍ପରିକ ସମରକଳା ସାହିଯାତ ଅନୁଷ୍ଠିତ ହେବ। ଚଳିତବର୍ଷ କରୋନା ପ୍ରଭାବ କମିଥିବାରୁ ସାହିଯାତରେ ପୁରୀବାସୀ ସାମିଲ ହେବେ। ସାହିର ଜାଗା ଆଖଡାରୁ…

ମହିଳାଙ୍କ ହାତରେ ବିଏମ୍‌ସି ଶାସନ ଭାର

ଭୁବନେଶ୍ୱର, ୧୦।୪ (ବ୍ୟୁରୋ): ପୌର ନିର୍ବାଚନ ସରିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପ୍ରଥମ ମହିଳା ମେୟର ପାଇଛି। ଏଥିସହ ଡେପୁଟି ମେୟର ଭାବେ ଜଣେ ମହିଳାଙ୍କୁ ବସାଇଛି ବିଜେଡି। ପୁଣି ଅଧିକାଂଶ କର୍ପୋରେଟର ହେଉଛନ୍ତି ମହିଳା। ଶନିବାର ମେୟର ସୁଲୋଚନା…

ଢେଙ୍କାନାଳ ବିଜେଡି କନ୍ଦଳ ଜଳଜଳ

ଢେଙ୍କାନାଳ ଅଫିସ, ୧୦।୪: ଢେଙ୍କାନାଳ ବିଜେଡିରେ ଅନ୍ତଃକନ୍ଦଳ ଭୟଙ୍କର ରୂପ ନେଲାଣି। ପଞ୍ଚାୟତ ଏବଂ ପୌର ନିର୍ବାଚନ ପୂର୍ବରୁ ଭୋଟ ପ୍ରଭାବିତ ହେବା ଆଶଙ୍କାରେ ଏହାକୁ କୌଣସି ମତେ ଚପାଇ ଦିଆଯାଇଥିବାବେଳେ ଏବେ ତାହା ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଏମ୍‌ପି…

କନ୍‌ଷ୍ଟେବଳ ବିକୁଥିଲେ ନକଲି ମଦ

ବ୍ରହ୍ମପୁର ଅଫିସ,୧୦।୪: ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଶନିବାର ନକଲି ବିଦେଶୀ ମଦ ଚାଲାଣ ହେଉଥିବା ଖବର ପାଇ ସ୍ଥାନୀୟ ଭୈରବୀ ମାର୍କେଟ ଛକରେ ବ୍ଲକିଂ କରିଥିଲା। ଗୋଟିଏ ଅଟୋ (ନଂ ଓଡି ୦୭ ଏଏ ୦୫୨୮)କୁ ପୋଲିସ ଅଟକାଇ ଯାଞ୍ଚ…

ମୁଁ ବି ହେବି ରିପୋର୍ଟର’

ବାଲେଶ୍ୱର ଅଫିସ,୧୦।୪: ମୁଁ ବି ହେବି ରିପୋର୍ଟର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ପାନ୍ଥନିବାସଠାରେ ‘ଧରିତ୍ରୀ’, ‘ୟୁନିସେଫ୍‌’ ଓ ‘ପିପୁଲ କଲ୍‌ଚୁରାଲ ସେଣ୍ଟର’ (ପିକକ୍‌)ର ମିଳିତ ଆନୁକୂଲ୍ୟରେ ଚାଇଲ୍ଡ ରିପୋର୍ଟର (ଶିଶୁ ସାମ୍ବାଦିକ) ସମ୍ପର୍କିତ କର୍ମଶାଳାରେ ଭାଗ ନେଇଥିବା ଛାତ୍ରୀଛାତ୍ରମାନେ…

ଗଛରେ ୩ ଝିଅଙ୍କ ଝୁଲନ୍ତା ମୃତଦେହ

ଉମରକୋଟ,୧୦।୪(ସ୍ବ.ପ୍ର.): ଗୋଟିଏ ଗଛରେ ୩ ଝିଅଙ୍କ ଝୁଲନ୍ତା ମୃତଦେହ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ଗ୍ରାମରେ ଶନିବାର ରାତିରେ ଏଭଳି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ ଗାଁର ବଂଶୀଧର ଗୌଡ଼ଙ୍କ ଝିଅ ହେମଲତା(୨୨), ମନ୍‌ଧର ମାଝିଙ୍କ ଝିଅ…

୫୦୦ ମିଟର ରାସ୍ତା ପାଇଁ ବୁଲିବାକୁ ପଡୁଛି ୭ କିଲୋମିଟର

କେନ୍ଦୁଝର,୯ା୪(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ବାଉରିପଦା ପଞ୍ଚାୟତ କେମ୍ପସଡ଼ା-କୁଶପଦା-ରଜାବନ୍ଧ ରାସ୍ତାଟି ମରଣଯନ୍ତା ପାଲଟିଛି। ଏହି ରାସ୍ତାଟି କ୍ଷୁଦ୍ର ଜଳସେଚନ ବିଭାଗର ହୋଇଥିବା ବେଳେ ଦୀର୍ଘବର୍ଷ ଧରି ମରାମତି ହୋଇପାରୁ ନାହିଁ। ସାମାନ୍ୟ ବର୍ଷା ହେଲେ କର୍ଦ୍ଦମାକ୍ତ ହୋଇପଡୁଛି। ସବୁଠାରୁ ବଡ଼ ସମସ୍ୟା…

ଯୌତୁକ ଜୁଇରେ ହେମବନ୍ତୀ

ସରଣ୍ଡା,୯ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଲୁରୁପାଲି ଗ୍ରାମରେ ଶନିବାର ହେମବନ୍ତୀ ମହାପାତ୍ର ନାମକ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସ୍ବାମୀ ରତ୍ନାକରଙ୍କ ଯୌତୁକ ନିର୍ଯାତନା ସହି ନ ପାରି ସେ ବିଷ ପିଇ ଦେଇଥିବା ହେମବନ୍ତୀଙ୍କ ଭାଇ…

ଯୁବତୀଙ୍କୁ ଅସଦାଚରଣ: ଠିକାସଂସ୍ଥା କର୍ମଚାରୀଙ୍କ ବିରୋଧରେ ମାମଲା

କେନ୍ଦୁଝର,୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ ଜମ୍ବିରିପଶି ଗ୍ରାମର ଜଣେ ଯୁବତୀଙ୍କୁ ସ୍ଥାନୀୟ ଅଞ୍ଚଳରେ ପାଇପ୍‌ ବିଛା କାମ କରୁଥିବା ଏକ ଠିକାସଂସ୍ଥାର ଜଣେ କର୍ମଚାରୀ ଅସଦାଚରଣ କରିବା ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଚାପା ଉତ୍ତେଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?