ଆମ ଜିଲା ଖବର

ରାମନବମୀ ପୂର୍ବରୁ ରାମମନ୍ଦିରରୁ ଚୋରି କଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୯ା୪: ବରଗଡ଼ ସହର ବ୍ରହ୍ମବିହାରସ୍ଥିତ ଶ୍ରୀରାମ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ମନ୍ଦିର ମଧ୍ୟରେ ଥିବା ଦାନବାକ୍ସ, ମହାପ୍ରଭୁଙ୍କ ଦରବାର, ପିତ୍ତଳ ନିର୍ମିତ ରାମ, ଲକ୍ଷ୍ମଣ ସୀତାଙ୍କ ମୂର୍ତ୍ତି ଆଦି ଚୋରି କରି ନେଇଛନ୍ତି। ମନ୍ଦିର…

ଶୁଆକାଟି ଗନ୍ଧମାର୍ଦ୍ଦନ ଖଣିରେ ଲୋଡିଂ ବିବାଦ

କେନ୍ଦୁଝର,୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣିରେ ଲୁହାପଥର ଲୋଡିଂକୁ ନେଇ ବିବାଦ ଦେଖାଦେଇଛି। ଖଣିସଂସ୍ଥା ପକ୍ଷରୁ ଆଗ ଭଳି ଲୋଡିଂ ସ୍ଲିପ୍‌ (ବାରକୋଡ) କେନ୍ଦୁଝର ଜିଲା ଟ୍ରକମାଲିକ ସଂଘକୁ ନ ଦେବାରୁ ମାଲିକମାନେ ଲୋଡିଂ ପାଇପାରି ନ…

ରୋଗୀଙ୍କୁ ଛାଡ଼ି ଫେରିବା ବେଳେ ମହିଳାଙ୍କୁ ପିଟିଲା ଆମ୍ବୁଲାନ୍ସ

ହିଞ୍ଜିଳିକାଟୁ,୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗାଁରେ ଶନିବାର ଏକ ୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତା ମହିଳା ଜଣକ ଉକ୍ତ ଗ୍ରାମର ପଙ୍କଜା ସେଠୀ (୪୫)। ପ୍ରକାଶ ଯେ, ଶନିବାର ଜଣେ ରୋଗୀଙ୍କୁ…

ସୁମିତ-ତପସ୍ବିନୀ ମାମଲା, ପ୍ରଥମ କାଉନସେଲିଂ ସଫଳ

କଟକ ଅଫିସ,୯।୪: ବହୁଚର୍ଚ୍ଚିତ ବ୍ରହ୍ମପୁର ବ୍ରହ୍ମାନଗର ଡାକ୍ତର ସୁମିତ ସାହୁ-ତପସ୍ବିନୀ ଦାଶଙ୍କ ପାରିବାରିକ ବିବାଦ ମାମଲା ହାଇକୋର୍ଟରେ ବିଚାରାଧୀନ ରହିଛି। ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଏପ୍ରିଲ ୯ ତାରିଖରେ ଉଭୟ ପକ୍ଷ କାଉନସେଲିଂ କେନ୍ଦ୍ରରେ ହାଜର ହେବାକୁ ନିର୍ଦ୍ଦେଶ…

ସାଲିଆ ସାହିରେ ରହୁଥିବା ଶାଳୀ ଘରେ ଲୁଚାଇଥିଲେ ୧.୪୧ କୋଟି ଟଙ୍କା, ୩୫ ଭରି ସୁନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପତ୍ତି ତାଲିକା ଦିନକୁ ଦିନ ବଢ଼ୁଛି। ଶନିବାର ତାଙ୍କ ଶାଳୀ (ଦ୍ୱିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ…

କନ୍‌ଭେୟର ବେଲ୍ଟରେ ଚାପିହୋଇ ଚାଲିଗଲା ଶ୍ରମିକଙ୍କ ଜୀବନ; ବିକ୍ଷୋଭ ପରେ ମିଳିଲା ୯ ଲକ୍ଷର କ୍ଷତିପୂରଣ

ବଣାଇଁ,୯।୪(ସ୍ବ.ପ୍ର.)- ସୁନ୍ଦରଗଡ ଜିଲା ବଣାଇ ଥାନାର ବାର୍ହାମୂଷାଠାରେ ଥିବା ଏସ୍‌ଏମ୍‌ଆଇପିଏଲ୍‌ ସ୍ପଞ୍ଜ କାରଖାନାରେ କାମ କରୁଥିବା ବେଳେ କନଭେୟର ବେଲ୍ଟରେ ଚାପିହୋଇ ଶନିବାର ସକାଳେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ସେ ହେଲେ କୁର୍ଡା ପଞ୍ଚାୟତ ମଧୁପୁର ଗ୍ରାମର ଅଜିତ ମହାନ୍ତ…

ମାନସ ମୃତ୍ୟୁ ମାମଲା: ହାଡଡିକ୍ସରୁ ଫିଟିବ କି ଗୁମର

କଟକ ଅଫିସ,୯।୪: କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତମାନଙ୍କୁ ରିମାଣ୍ଡରେ ନେଇ ଜେରା କରି ସେମାନଙ୍କଠାରୁ ତଥ୍ୟ ପ୍ରମାଣ ଯୋଗାଡ଼ କରିବା କାର୍ଯ୍ୟ ଶେଷ କରିଛି । ତେବେ ମାନସଙ୍କ ହତ୍ୟାର ମୁଖ୍ୟ କାରଣ କୁହାଯାଉଥିବା ରହସ୍ୟମୟ ଚିପ୍‌ ସନ୍ଧାନ…

ସାଙ୍ଗ ଆଗରେ ଚାଲିଗଲା ସାଙ୍ଗର ଜୀବନ

ଓଡ଼ଗାଁ,୯।୪(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ କଲେଜ ରୋଡ଼ରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଫୁଲବାଣୀର ରାଜ କୁମାର ସାହୁ (୨୦)।…

ମା’ ତାରିଣୀଙ୍କ ଚଇତି ପର୍ବ: ଆଜିଠୁ ଚଳଚଞ୍ଚଳ ଘଟଗାଁ

କେନ୍ଦୁଝର,୯।୪(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀଙ୍କ ଚଇତି ପର୍ବ ଶନିବାରଠାରୁ ଆରମ୍ଭ ହୋଇଛି। ଚଇତି ପର୍ବ ଦିନ ମା’ଙ୍କ ଆବିର୍ଭାବ ହୋଇଥିଲା। ମା’ଙ୍କ ଜନ୍ମ ବାର୍ଷିକୀକୁ ବଡ ଧୁମଧାମରେ ଆଜିଠୁ ବିଷୁବ ପଣା ସଂକ୍ରାନ୍ତି ଯାଏ ପାଳନ କରାଯିବ। ଏହି ସମୟରେ ମା’ଙ୍କୁ…

ଟ୍ରେନିଂ ବେଳେ ଯବାନଙ୍କୁ କଚାଡ଼ିଲା ହାତୀ

ବାରଙ୍ଗ,୯।୪(ଡି.ଏନ୍‌.ଏ.): ଟ୍ରେନିଂ ବେଳେ ଚନ୍ଦକା ଜଙ୍ଗଲରେ ଶନିବାର ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୪ରୁ ଅଧିକ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଚନ୍ଦକା ଜଙ୍ଗଲରେ ଏସ୍‌ଓଜି ଯବାନଙ୍କ ପକ୍ଷରୁ…

ଓପିଜିସି ପାଉଁଶ ପାଇପ୍‌ ଫାଟିଲା

ଝାରସୁଗୁଡ଼ା ଅଫିସ,୯ା୪: ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିିଗମ (ଓପିଜିସି)ର ବନହରପାଲିସ୍ଥିତ ଇବ୍‌ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୩ୟ ଓ ୪ର୍ଥ ୟୁନିଟ୍‌ରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍‌ ଯୋଗେ ଆସ୍‌ପଣ୍ଡକୁ ଯାଉଛି। ହେଲେ ବନହରପାଲି ଗ୍ରାମ ନିକଟରେ ପାଇପ୍‌ ଫାଟିଯିବା…

ଛଉନୃତ୍ୟ ପରିଚାଳନା ପାଇଁ ସ୍ବତନ୍ତ୍ର କମିଟି

ବାରିପଦା ଅଫିସ,୯।୪ ବିଶ୍ୱ ପ୍ରସିଦ୍ଧ ମୟୂରଭଞ୍ଜ ଜିଲାର ଛଉ ନୃତ୍ୟ ଆସନ୍ତା ୧୧ରୁ ଅନୁଷ୍ଠିତ ହେବ। ୩ ଦିନିଆ ଏହି ଚୈତ୍ରପର୍ବ-୨୨ର ସିଧା ପ୍ରସାରଣ କରାଯିବା ନେଇ ଶୁକ୍ରବାର ଜିଲାପାଳ ବିନୀତ ଭରଦ୍ୱାଜ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ‘ମୟୂରଭଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?