ଆମ ଜିଲା ଖବର

ଝାରସୁଗୁଡ଼ା-ବରଗଡ଼କୁ ସଂଯୋଗ କରିବ ୩ କି.ମି. ଲମ୍ବା ହାଇ ଲେବଲ୍‌ ବ୍ରିଜ୍‌

ନୂଆଦିଲ୍ଲୀ/ଝାରସୁଗୁଡ଼ା ଅଫିସ: ୮।୪: ଝାରସୁଗୁଡା ଜିଲାକୁ ପଡୋଶୀ ବରଗଡ଼ ଜିଲା ସହିତ ସଂଯୋଗୀକରଣ କରିବା ପାଇଁ ମହାନଦୀ ଉପରେ ଏକ ହାଇଲେବଲ ବ୍ରିଜ୍‌ ନିର୍ମାଣ ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ଏହି…

ବାଲକୋନିରୁ ଖସି ପର୍ଯ୍ୟଟକଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ

ପୁରୀ ଅଫିସ,୮।୪: ପୁରୀରେ ଏକ ଘରୋଇ ହୋଟେଲରେ ଜଣେ ପର୍ଯ୍ୟଟକ ମୃତ୍ୟୁ ଘଟିଛି । ସେ ହେଲେ ଚୟନ ରୟ । ଚୟନ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ବୋଲି ଜଣାପଡିଛି। ଏହି ଘଟଣା ସମ୍ପର୍କରେ ହୋଟେଲ କର୍ତ୍ତୁପକ୍ଷ ପୁରୀ ସମୁଦ୍ରକୂଳ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’ ମୃତ, ଝିଅ-ଜ୍ୱାଇଁ ଗୁରୁତର

ବାଲେଶ୍ୱର ଅଫିସ,୮ା୪: ବାଲେଶ୍ୱର ସଦର ଥାନା ଅଧୀନସ୍ଥ ନହରପାଟଣା-ଫୁଲାଡ଼ି ଜାତୀୟ ରାଜପଥରେ ଶୁକ୍ରବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ , ୪୦୭ ଏବଂ ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବାଇକ୍‌ରେ ବସିଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା…

ଏବେ ବି ଚୁଆ ପାଣି ଭରସା

ଚମ୍ପୁଆ, ୮ା୪(ଡି.ଏନ୍‌.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସିରେ ଦେଖିବାକୁ ମିଳିଛି ଏକ ବିକଳ ଚିତ୍ର। ଆଜି ପାଣି ପାଇଁ ଚୁଆ ଉପରେ ନିର୍ଭର କରୁଛନ୍ତି ମାଛଘାଟ ସାହି ବାସୀନ୍ଦା। ଚମ୍ପୁଆ ପଞ୍ଚାୟତରୁ ଏନ୍‌ଏସି ଘୋଷଣା ହେବା ପ୍ରାୟ ୬ ବର୍ଷ ବିତି…

ସାନଘାଗରା ନିକଟରେ ୧୬ ଟିକିଆ ହାତୀପଲ

କେନ୍ଦୁଝର,୮ା୪ (ସ୍ବ.ପ୍ର.) ପ୍ରସିଦ୍ଧ ସାନଘାଗରା ଜଳ ପ୍ରପାତକୁ ପର୍ଯ୍ୟଟକଙ୍କ ଆଗମନ ବଢୁଛି। ଜଳପ୍ରପାତ ବୁଲିବା ସହ ପ୍ରାକୃତିକ ପରିବେଶ ଓ ବୋଟିଂର ମଜା ଉଠାଉଛନ୍ତି। ତେବେ କିଛି ଦିନ ହେଲା ଜଳପ୍ରପାତ ନିକଟ ଜଙ୍ଗଲରେ ୧୬ ଟିକିଆ ହାତୀ ପଲ ରହୁଥିବାରୁ…

ଶିକ୍ଷକଙ୍କ ଗୋ ସେବା ନିଶା

କେନ୍ଦୁଝର, ୮ା୪ ଶିକ୍ଷକତା କରିବା ସହ ସ୍ବଦେଶୀ ବିଚାର ଧାରା ରଖି ଚାଷ ଓ ଗୋସେବା କରି ଏକ ନିଆରା ପରିଚୟ ସୃଷ୍ଟି କରିଛନ୍ତି ପାଟଣା ବ୍ଲକ ଡେଣୁଆ ଗ୍ରାମର ଡମ୍ବରୁଧର ମହାନ୍ତ। ମୁରୁସୁଆଁ ନୋଡାଲ ହାଇସ୍କୁଲରେ ହିନ୍ଦି ଶିକ୍ଷକ ଭାବେ…

ଶିମିଳିପାଳ ପାଦଦେଶରେ ଦୂର ହେବ ନେଟୱର୍କ ସମସ୍ୟା

ବିଶୋଇ, ୮ା୪ (ଡି.ଏନ.ଏ) ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶରେ ଥିବା ଆଦିବାସୀ ଅଧ୍ୟୁଷିତ ବିଶୋଇ ଅଞ୍ଚଳରେ ଦୀର୍ଘ ଦିନ ଧରି ମୋବାଇଲ ନେଟୱର୍କ ସମସ୍ୟା ଲାଗିରହିଥିଲା। ସାରସକଣା ବିଧାୟକ ଡାକ୍ତର ବୁଢାନ ମୁର୍ମୁଙ୍କ ପ୍ରଚେଷ୍ଟାରେ ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ହେବାକୁ…

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ପଦ୍ମପୁର,୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣୀଡିହି ଥାନା ଅଧୀନ ମଲିକାଦେଇପୁର ଗ୍ରାମର ଜନୈକ ଯୁବକଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ମିଳିଛି। ସେ ହେଲେ ରାଜୁ ପଲେଇ(୩୮)। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

ଅନୁଗୋଳରେ ଅନୁପମା ବିଜୟୀ

ଅନୁଗୋଳ ଅଫିସ,୮।୪ ଅନୁଗୋଳ ପୌରପାଳିକା ଉପାଧ୍ୟକ୍ଷା ପଦ ପ୍ରଥମ ଥର ପାଇଁ ଭାଜପା ଅକ୍ତିଆର କରିଛି। ଗୁରୁବାର ଏହି ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ଭାଜପା ପ୍ରାର୍ଥୀ ଅନୁପମା ସାହୁ ବିଜୟୀ ହୋଇଛନ୍ତି। ତେବେ ୧୦ କାଉନସିଲର ଥିବା ସତ୍ତ୍ୱେ…

ମନୋରଞ୍ଜନ ମନସ୍କ ହେବ ଅନୁଗୋଳ

ଅନୁଗୋଳ ଅଫିସ,୮।୪ କରୋନା କଷଣ ଯୋଗୁ ଦୀର୍ଘ ୨ ବର୍ଷ ହେବ ସଜେଇ ହୋଇ ନ ଥିବା ମଞ୍ଚ ଶୁକ୍ରବାର ସଜ୍ଜିତ ହେବ। ଲାଇଟ୍‌, ସାଉଣ୍ଡ ସହ ଲୋକପ୍ରିୟ କଳାକାରମାନଙ୍କୁ ନେଇ କୋଳାହଳ ପରିବେଶ ଦେଖିବାକୁ ମିଳିବ। ସକାଳେ ଯୋଗ, ପ୍ରାଣାୟାମ…

ଶାଖା କେନାଲ ରାସ୍ତା ଶୋଚନୀୟ

ପରଜଙ୍ଗ, ୮।୪(ଡି.ଏନ୍‌.ଏ.) ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଶୋଚନୀୟ ହୋଇପଡ଼ିଛି ରେଙ୍ଗାଳି ବାମପାର୍ଶ୍ୱ ମୁଖ୍ୟ କେନାଲରୁ ବାହାରିଥିବା ଶାଖା କେନାଲ ରାସ୍ତା। ଶତାଧିକ ଚାଷୀ ଏବଂ ଗ୍ରାମବାସୀଙ୍କ ଜୀବନରେଖା ଭାବେ ପରିଚିତ ଏହି ଗ୍ରାମାଞ୍ଚଳ ରାସ୍ତା ମରଣଯନ୍ତା ପାଲଟି ଥିବାବେଳେ ଏଥିପ୍ରତି ଗୁରୁତ୍ୱ…

ପୋଲିସ-ଜେଟିପି ମିଳିମିଶି ଜଗିବେ

ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା ପରେ ପ୍ରଶାସନ ଚେତିଛି। ଶ୍ରୀମନ୍ଦିର ସୁରକ୍ଷା ନେଇ ଗୁରୁବାର ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?