କିଣିବାକୁ ଆସି ଝାମ୍ପି ନେଲେ ୪ ସୁନା ଚେନ
ରେଙ୍ଗାଲି,୧୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅନ୍ତର୍ଗତ ରେଙ୍ଗାଲି ମହାବୀର ଛକ ନିକଟ ଏକ ସୁନା ଦୋକାନରୁ ଜଣେ ଦୁର୍ବୃତ୍ତ ୪ଟି ସୁନା ଚେନ ଝାମ୍ପି ନେଇ ଫେରାରହୋଇ ଯାଇଥିବା ଜଣାପଡିଛି। ପ୍ରକାଶ ଯେ, ସୋମବାର ରାତିରେ ମହାବୀର ଛକରେ ଥିବା…
ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: କାଲି ଯୋଗଦେବେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୭।୫(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ୧ ଘଣ୍ଟା ୧୦ ମିନିଟ୍ ଗସ୍ତ କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି…
କୂଳପତିଙ୍କ ନାଁରେ ଏତଲା ଦେଲା ସଂଘ
ସମ୍ବଲପୁର,୧୭।୫(ଡି.ଏନ୍.ଏ.): ସମ୍ବଲପୁର ବିଶ୍ୱବିଦ୍ୟାଳୟ କୂଳପତି ସଞ୍ଜୀବ ମିତ୍ତଲଙ୍କ ନାଁରେ ଲଜପତ ରାୟ ଲ କଲେଜର ଆଲୁମିନି ଆସୋସିଏସନ ମଙ୍ଗଳବାର ଧନୁପାଲି ଥାନାରେ ଏତଲା ଦେଇଛନ୍ତି। ସମ୍ବଲପୁର ଲଜପତ ରାୟ ଲ କଲେଜ ପାଣ୍ଠିର ୬୨ ଲକ୍ଷ ୬୭ ହଜାର ଟଙ୍କାକୁ ବେଆଇନ୍…
କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ
କଟକ ଅଫିସ,୧୭।୫ : ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ମଙ୍ଗଳବାର କୋର୍ଟରେ ହାଜର ହୋଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ ଜିଲା ଓ ଦୌରାଜଜ କୋର୍ଟରେ ହାଜର କରାଯାଇଛି। ସୂଚନାନୁଯାୟୀ, ଦିପୁ -ଓମ ହତ୍ୟା ମାମଲାରେ…
ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ
ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍, ଶୋ’ରୁମ୍ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନାହିଁ। କେତେକ ସ୍ଥାନରେ ଥିବା ଅଗ୍ନି ନିରାପତ୍ତା ଯନ୍ତ୍ରାଂଶ କେବଳ ନାମକୁ…
ମିମ୍ସାର କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଧୂଆଁବାଣ ନ ହେଉ
ତାଳଚେର,୧୭।୫(ନି.ପ୍ର.) ତାଳଚେର ମେଡିକାଲ କଲେଜ ବା ମହାନଦୀ ଇନ୍ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍ସାର) କାର୍ଯ୍ୟକ୍ଷମ ପ୍ରତିଶ୍ରୁତି ଏକ ଧୂଆଁ ବାଣ ନ ହେଉ। ହାଟତୋଟାସ୍ଥିତ ପ୍ରେସ୍ କ୍ଲବଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ତାଳଚେର ମେଡିକାଲ…
୫ ବର୍ଷ ହେଲା ନିଦରେ ପ୍ରଶାସନ
ଆଠମଲ୍ଲିକ,୧୭।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ଦୁର୍ବଳ ହୋଇପଡ଼ିଛି। ୫ଟି ଶ୍ରେଣୀଗୃହ ମଧ୍ୟରୁ ୩ଟି କୋଠରି ଚଟାଣ ଦବି ଗଲାଣି। ଛାତରୁ ଖଣ୍ଡ ଖଣ୍ଡ ପଲସ୍ତରା ଖସିଲାଣି। ଏପରି ଅବସ୍ଥାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାତ୍ର ୨ଟି କୋଠରିରେ ବସାଯାଉଛି। ଫଳରେ ଶିକ୍ଷାଦାନ…
ମାରିଦେଲେ ସ୍ବାମୀ, ଶାଶୁଘର ଲୋକେ
କଣିହାଁ,୧୭।୫(ଡି.ଏନ.ଏ.) ବାପଘରୁ ୮୦ ହଜାର ଟଙ୍କା ନ ଆଣିବାରୁ କଣିହାଁ ଥାନା ବଡଗୁଣ୍ଡୁରୀ ଗ୍ରାମର ଦୀପ୍ତି ନାୟକ (୨୫)ଙ୍କୁ ତାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ମାରିଦେଇଥିବା ଦୀପ୍ତିଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ଦୀପ୍ତିଙ୍କ ଭାଇ ପଦ୍ମଚରଣ ନାୟକଙ୍କ ଅଭିଯୋଗ…
ମିଳିମିଶି କାମକଲେ ରୋଗ ରୋକିପାରିବା
ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ ଜିଲାରେ…
ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ
ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଦରମା ପ୍ରଦାନର ପଦ୍ଧତି (ମୋଡାଲିଟି) ଅତ୍ୟନ୍ତ ଦୁର୍ଭାଗ୍ୟ…
ବିନା ସୁରକ୍ଷା ବ୍ୟବସ୍ଥାରେ ଚାଲିଛି ମାର୍କେଟ କମ୍ପ୍ଲେକ୍ସ, ମଲ୍
କେନ୍ଦୁଝର, ୧୭|୫ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବିନା ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ରହିଛି ହୋଟେଲ, ସପିଂ ମଲ, ମାର୍କେଟ କମ୍ପ୍ଲେକ୍ସ, ସିନେମା ହଲ, ସରକାରୀ, ଘରୋଇ ଓ ବ୍ୟବସାୟିକ ଅନୁଷ୍ଠାନ କୋଠାଘର। ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ରହିଛି। ଏପରିକି ପ୍ଲାନ ଅନୁମୋଦନ…
ରେଳ ଷ୍ଟେଶନ,ଗଳାପୋଲ ଦାବିରେ ଧାରଣା
ରସାଳପୁର,୧୭।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ସଦର ଥାନା ନିକଟବର୍ତ୍ତୀ ବାଙ୍ଗରା ନିକଟରେ ଏକ ରେଳ ଷ୍ଟେଶନ ଓ ଗଳାପୋଲ ନିର୍ମାଣ ଲାଗି ଅଞ୍ଚଳବାସୀ ଦାବି କରିଛନ୍ତି। ଏନଇ ସୋମବାର ରେଳ ଫାଟକ ନିକଟରେ ସାମାଜିକ ନ୍ୟାୟ ଅଧିକାର ମଞ୍ଚ ସଭାପତି ବିଧାନ ଚନ୍ଦ୍ର…

