ଦଦରା ଗାଡ଼ିରେ କାମ ଚଳୁଛି
ଖଇରା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ଏକ ସମ୍ବେଦଦନଶୀଳ ଥାନା ହୋଇଥିବା ବେଳେ ବହୁବିଧ ସମସ୍ୟା ସାଧାରଣ ଲେକଙ୍କୁ ନ୍ୟାୟ ପ୍ରଦାନରେ ବାଧକ ସାଜିଛି। କର୍ମଚାରୀ ସାଙ୍ଗକୁ ଗାଡି ଅଭାବ ଓ ନୂତନ ଗୃହ ନିର୍ମାଣରେ ବିଳମ୍ବ କେବଳ...
ଟିକେଟ ଦେୟକୁ ବଳିଯାଉଛି ଟ୍ରେନ୍ ଧରିବା ଖର୍ଚ୍ଚ
ବଇଣ୍ଡା,୧୬ା୧: ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ରେଳଷ୍ଟେଶନ ସର୍ବଦା ବ୍ୟସ୍ତବହୁଳ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡା ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବାବେଳେ ଏହି ଷ୍ଟେଶନ ଉପରେ ୪୧ଟି ପଞ୍ଚାୟତର ଯାତ୍ରୀ ନିର୍ଭର କରନ୍ତି। କିନ୍ତୁ ଜିଲାର ଏହି ପ୍ରମୁଖ ଷ୍ଟେଶନ...
କେମିକାଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ
ରାଉରକେଲା,୧୫ା୧: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶ୍ରୀୟା ମେଟାଲିକ ଏଣ୍ଡ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ରାତିରେ ନିଆଁ ଲାଗିଯାଇଥିଲା। ଏହା ଦେଖି ସ୍ଥାନୀୟ କର୍ମଚାରୀ ସେଠାରୁ ଦୌଡ଼ି ପଳାଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ...
ଗାଁରେ ପଶିଲା ୪ ହାତୀ
କୁତ୍ରା/ରାଉରକେଲା ଅଫିସ୍, ୧୫।୧: ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ପଞ୍ଚରା, ପାନପଡ଼ା ଗ୍ରାମରେ ଏକ ୪ଟିକିଆ ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ କୁନ୍ତି ନାଏକଙ୍କ ବାଡିରେ ବିଲାତି ଖାଇ ଦଳି ଚକଟି ନଷ୍ଟ କରି ଦେଇଛନ୍ତି। ପରେ...
ଅଢ଼େଇ ବର୍ଷ ପରେ ଲୋୟର ସୁକ୍ତେଲ ଡ୍ୟାମ୍ ଆପ୍ରୋଚ୍ ରାସ୍ତା କାମ ଆରମ୍ଭ
ବଲାଙ୍ଗୀର ଅଫିସ, ୧୫ା୧: ପ୍ରାୟ ଅଢ଼େଇ ବର୍ଷ ପରେ ଲୋୟର ସୁକ୍ତେଲ ଡ୍ୟାମ ସାଇଟ୍ ଅଞ୍ଚଳରେ ଶୁକ୍ରବାରଠାରୁ ଡ୍ୟାମ ଆପ୍ରୋଚ୍ ରାସ୍ତା କାମ ଆରମ୍ଭ ହୋଇଛି। ପ୍ରଶାସନ ପକ୍ଷରୁ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ରାସ୍ତା କାମ ଆରମ୍ଭ କରାଯାଇଛି।...
ମିଳିଲା ମୃତ ଗାଁ ସାଥୀଙ୍କ କଟା ମୁଣ୍ଡ
ସୁନ୍ଦରଗଡ,୧୫।୧: ସୁନ୍ଦରଗଡ଼ ସଦର ବ୍ଲକ କିରେଇ ପଞ୍ଚାୟତର ନିଖୋଜ ଗାଁ ସାଥୀ ରମେଶ ସିଂ(୩୫)ଙ୍କୁ ଖଣ୍ଡ ଖଣ୍ଡ କରି ହତ୍ୟା କରାଯାଇଛି । ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପରକୀୟା ପ୍ରୀତିକୁ ନେଇ ଏହା ଘଟିଥିବା କୁହାଯାଉଛି...
ଟ୍ରାକ୍ଟର ଧକ୍କାରେ ସ୍କୁଟି ଚାଳକଙ୍କ ଜୀବନ ଗଲା, ଉତ୍ତେଜନା
ଧର୍ମଗଡ଼,୧୫।୧: କଳାହାଣ୍ଡି ଜିଲା ଧର୍ମଗଡ ସହର ମେରଘରା ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରାକ୍ଟର ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭବାନୀପାଟଣାର ରୁଦ୍ର ନାରାୟଣ ନାଏକ। ସୂଚନା ଯୋଗ୍ୟ, ରୁଦ୍ର ଓ ରଫିସ...
ଥାନାରେ ବାଘ
କୋକସରା,୧୫।୧: କିଛିଦିନ ତଳେ ଆମପାଣି ଘାଟିରେ କଲରାପତରିଆ ବାଘ ବୁଲୁୁଥିବା କିଛି ଯୁବକ ଦେଖିବାକୁ ପାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ହେଲେ ଘଟଣା ସମ୍ପର୍କରେ କିଛି ସ୍ପଷ୍ଟ...
ଗଞ୍ଜାମର ୧୧ଶହ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଶିଲ୍ଡ
ବ୍ରହ୍ମପୁର ଅଫିସ,୧୫ା୧: ବିଗତ ଦିନରେ କରୋନାର ହଟସ୍ପଟ ପାଲଟିଥିବା ଗଞ୍ଜାମ ଜିଲାରେ ଶନିବାରଠାରୁ ଟିକାକରଣ ଅଭିଯାନ ଆରମ୍ଭ ହେବ। ବ୍ରହ୍ମପୁର ସହର ସମେତ ଜିଲାର ୧୧ଟି ଡାକ୍ତରଖାନାରେ ପ୍ରଥମ ପର୍ଯ୍ୟାୟରେ ଜିଲାର ୧୧ ଶହ ଡାକ୍ତର, ନର୍ସ, ଏଏନ୍ଏମ, ସ୍ବାସ୍ଥ୍ୟକର୍ମୀଙ୍କୁ...
ପାମ୍ପଡ଼ ବ୍ୟବସାୟୀଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ଜିଏସ୍ଟି ଠକେଇ
ରାଉରକେଲା ଅଫିସ,୧୫।୧: ଇସ୍ପାତ ସହରରେ ଜିଏସ୍ଟି ଠକେଇ ଥମିବାର ନାଁ ନେଉନି। ଶୁକ୍ରବାର ପୁଣି ବାଲୁଘାଟ ନୂଆ ବସ୍ତିର ମହିଳା ଝୁନୁ ପ୍ରଧାନଙ୍କ ନାମରେ ଏହି ଅଭିଯୋଗ ହୋଇଛି। ଝୁନୁ ପାମ୍ପଡ ବିକ୍ରି କରୁଥିବା ବେଳେ ତାଙ୍କ ନାଁ ରେ...
ଚାଲି ଚାଲି ଜଙ୍ଗଲ ଘେରି ପାହାଡ଼ ବୁଲିଲେ ଜିଲାପାଳ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ପୁରୁଷୋତ୍ତମପୁର,୧୫।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତରେ ଆସି ବିଭିନ୍ନ ଗ୍ରାମର ପର୍ଯ୍ୟଟନ ସ୍ଥଳ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏପରି କି ସେ ପାଣ୍ଡିଆ ଗ୍ରାମରେ ଥିବା ଐତିହାସିକ ଅଶୋକଙ୍କ...
ବଲାଙ୍ଗୀର ଟାଉନ ଥାନା ଭିତରକୁ ପଶିଲେ ଶତାଧିକ ମହିଳା
ବଲାଙ୍ଗୀର ଅଫିସ,୧୫।୧: ବଲାଙ୍ଗୀରରେ ବୃଦ୍ଧି ପାଉଥିବା ଅପରାଧ, ଭୁଶୁଡ଼ି ପଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି, ଗୁଣ୍ଡାଗର୍ଦ୍ଦି ବିରୋଧରେ ସାଧାରଣ ଲୋକେ ନ୍ୟାୟ ପାଇବା ପାଇଁ ସଚେତନ ନାଗରିକ ଓ ଜନସାଧାରଣଙ୍କ ପକ୍ଷରୁ ଟାଉନ୍ଥାନା ଘେରାଉ କରାଯାଇଛି ା କିଛି ଦିନ...
Archives


