ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…
ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍ ନ ଥିବାବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସବୁ ଲୁଟିନେଇଛନ୍ତି। ପ୍ରାୟ ୪୦ ଲକ୍ଷ ଟଙ୍କାର…
ଆଇସିଏସ୍ଇ ଦଶମ ପରୀକ୍ଷାଫଳ ପ୍ରକାଶ: ସତ୍ୟଜିତ ହୋତା ନ୍ୟୁଲାଇଫ୍ ଇଂଲିଶ ମିଡିୟମ ବିଦ୍ୟାଳୟ ଟପ୍ପର
ବିଷମ କଟକ, ୧।୫(ପ୍ରସନ୍ନ କୁମାର ପଣ୍ଡା): ଆଇସିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ରାୟଗଡା ଜିଲା ବିଷମ କଟକ ବ୍ଲକ ସଦର ନ୍ୟୁଲାଇଫ୍ ଇଂଲିଶ ମାଧ୍ୟମ ବିଦ୍ୟାଳୟ ଛାତ୍ର ସତ୍ୟଜିତ ହୋତା ୯୩.୬ ପ୍ରତିଶତ ମାର୍କ ରଖି…
ନାମଯଜ୍ଞରେ କମ୍ପୁଛି ଅଞ୍ଚଳ: ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ…
ଭଞ୍ଜନଗର,୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନାଟେଙ୍ଗା ଶ୍ରୀ ତ୍ରିନାଥ ସ୍ବାମୀଙ୍କ ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଶୁକ୍ରବାରଠାରୁ ୨୪ ପ୍ରହର ନାମଯଜ୍ଞ ଆରମ୍ଭ ହୋଇଛି। ଏହା ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଗୁରୁବାର ସନ୍ଧ୍ୟାରେ କଳସ ଶୋଭାଯାତ୍ରା ହୋଇଥିଲା।…
ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ
କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥା ସଠିକ ଧରଣର ଚାଲୁନାହିଁ। ପ୍ରାୟ…
ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…
ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର ଜିଲାର ପ୍ରମୁଖ ଅଂଶଗୁଡ଼ିକରେ ସଚେତନତା ବୃଦ୍ଧି ଏବଂ ସୁରକ୍ଷିତ ପ୍ରବାସ ପ୍ରଥାକୁ ପ୍ରୋତ୍ସାହିତ…
କାଳସାଜିଲା କାଳବୈଶାଖୀ: ରାତିସାରା ତାଣ୍ଡବ ରଚିଲା, ଭାଙ୍ଗିଲା ବଡ଼ ବଡ଼ ଗଛ, ଯାତାୟାତ ଠପ୍
କୃଷ୍ଣପ୍ରସାଦ,୧।୫ (କୈଳାଶ ଚନ୍ଦ୍ର ପଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ କାଳ ରାତ୍ରିରେ କାଳ ସାଜିଲା କାଳବୈଶାଖୀ। ମଧ୍ୟ ରାତ୍ରରେ ପ୍ରଚଣ୍ଡ ଶବ୍ଦ କରି ବଜ୍ରାଘାତ ସାଙ୍ଗକୁ ଖୁବ୍ ଜୋର୍ରେ ଝଡତୋଫାନ ହୋଇଥିଲା। ରାତ୍ରୀ ୧୦ ଟାରୁ ଝିପି ଝିପି…
ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି
ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ ଶିତିଆ ମାଝୀଙ୍କ ଘରର ଟିଣ ପବନରେ ଉଡିଯାଇଥିବାରୁ ଘର ଭିତରକୁ ପାଣି ପସି…
ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…
ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ବିଶ୍ୱ ଶାନ୍ତି ମହାଯଜ୍ଞ ଶୁକ୍ରବାର ଉଦଯାପିତ ହୋଇଛି l ଏହି ଯଜ୍ଞ…
ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା
କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ ପାଣିରୁ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ, ଅଡାବାଡି ଗାଁର ନମିତା କୌଶଲ୍ୟାଙ୍କ ସହ…
କାର୍ଯ୍ୟରୁ ଅବସର ନେଲେ ଏସପି ଅନିଲ କୁମାର ମିଶ୍ର, ଏବେ ଦାୟିତ୍ୱରେ ରହିବେ ନୂଆ…
ଦେବଗଡ଼,୧।୫(ଶଶାଙ୍କ ଶେଖର ଝାଙ୍କର): ୧୯୮୮ ବ୍ୟାଚର ଓଡ଼ିଶା ପୋଲିସ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ତଥା ଦେବଗଡ଼ ଏସପି ଅନିଲ କୁମାର ମିଶ୍ର ଗୁରୁବାର କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଏସପି ଧୀରଜ ଚୋପଦାରଙ୍କୁ ଦାୟିତ୍ୱ ହସ୍ତାନ୍ତର କରି…
ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ
ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ ଦେଖାଦେଇଛି ା ଏହି ବସ୍ତି ଦେଇ ଲୋୟର ସୁକତେଲ ବିସ୍ଥାପିତ ଆରଆର କଲୋନୀକୁ…
୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…
ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ ସେମାନଙ୍କ ଘରେ ପହଞ୍ଚି ସ୍ଥିତି ନିରୀକ୍ଷଣ କରିବା ସହିତ ମୃତ୍ୟୁର କାରଣ ତଦନ୍ତ…

