ଆମ ଜିଲା ଖବର

ଭଲ ନ ଲାଗିବାରୁ ରୋଷ ଘର ଚୁଲି ଭାଙ୍ଗିଥିଲେ: ଏସ୍‌ପି

ପୁରୀ ଅଫିସ,୬।୪: ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିବା ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେହି ସନ୍ଦିଗ୍ଧ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜେ.ମହାପାତ୍ର,ବୟସ(୩୦)। ତେବେ ସନ୍ଦିଗ୍ଧ ଜଣଙ୍କ ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିଥିବା…

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ୍‌, ୬।୪ – ଗ୍ରାମୀଣ ପର୍ଯ୍ୟଟନରେ ସାମିଲ ହୋଇଥିବା ଢେଙ୍କାନାଳର କଳାକୃତି ଗ୍ରାମ ସଦେଇବେରେଣୀ-ନବଜୀବନପୁର ପ୍ରକଳ୍ପ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଡୋକ୍ରା ହସ୍ତଶିଳ୍ପକୁ ନେଇ ସମୃଦ୍ଧ ଏହି ଅଞ୍ଚଳକୁ ଜାତୀୟସ୍ତରରେ ପରିଚିତି କରାଇବାକୁ ଏଠାରେ ‘ଢେଙ୍କାନାଳ ମହୋତ୍ସବ’ ଆୟୋଜନ କରାଯିବ।…

୨୨ରୁ ମହିମା ଜ୍ୟୋତିଯାତ୍ରା

ଢେଙ୍କାନାଳ ଅଫିସ, ୬।୪ – ମହିମା ଧର୍ମର ପ୍ରଚାର ପ୍ରସାର ଲାଗି ନବମ ବ୍ରହ୍ମଜ୍ୟୋତି ଯାତ୍ରା ଆସନ୍ତା ଏପ୍ରିଲ ୨୨ ଓ ୨୩ ତାରିଖରେ ଅନୁଷ୍ଠିତ ହେବ। କୌପିନଧାରୀ ମହିମା ସମାଜ ଧର୍ମାଧ୍ୟକ୍ଷ ଶ୍ରୀମଦ୍‌ ରଘୁନାଥ ବାବାଙ୍କ ପୌରୋହିତ୍ୟରେ ଏ ନେଇ…

ଫ୍ଲୋରେନ୍ସିଆଙ୍କୁ କୋଚ୍‌ ଦାୟିତ୍ୱ

ଢେଙ୍କାନାଳ ଅଫିସ, ୬।୪ – ଢେଙ୍କାନାଳ ହକିର ହୃତଗୌରବ ଫେରାଇ ଆଣିବାକୁ ଆରମ୍ଭ ହୋଇଛି ଉଦ୍ୟମ। ଜିଲାର ପ୍ରତିଭାବାନ୍‌ ହକି ଖେଳାଳିଙ୍କୁ ଚୟନ କରି ଉନ୍ନତ ପ୍ରଶିକ୍ଷଣ ପ୍ରଦାନ ପାଇଁ ରାଉରକେଲା ସ୍ପୋର୍ଟସ୍‌ ହଷ୍ଟେଲର ମହିଳା ହକି କୋଚ୍‌ ଫ୍ଲୋରେନ୍ସିଆ ଏକ୍କାଙ୍କୁ…

ଧରାପଡ଼ିଲା ଖୁଣ୍ଟ ଚୋରି ଗ୍ୟାଙ୍ଗ୍‌

ରାସୋଳ, ୬।୪(ଡି.ଏନ୍‌.ଏ.) – ବିଦ୍ୟୁତ୍‌ ଭିତ୍ତିଭୂମି ନିର୍ମାଣ ଦାୟିତ୍ୱରେ ଥିବା କମ୍ପାନୀ ଦିନବେଳା ଯେଉଁ ସବୁ ଖୁଣ୍ଟ ପୋତୁଥିଲା, ସେସବୁକୁ ରାତିରେ ଯୋଜନାବଦ୍ଧ ଭାବେ ଗ୍ୟାସ୍‌ କଟରରେ ଖଣ୍ଡ ଖଣ୍ଡ କରି କାଟି ନେଉଥିଲେ ଅଭିଯୁକ୍ତ। କେବଳ ଖୁଣ୍ଟ ଉପରେ ନଜର…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ସନ୍ଦିଗ୍ଧଙ୍କୁ ଜେରା

ପୁରୀ ଅଫିସ,୬।୪: ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ଅଟକ ସନ୍ଦିଗ୍ଧକୁ ଜେରା କରୁଛି ପୋଲିସ। ସିସିଟିଭି ଆଧାରରେ ସନ୍ଦିଗ୍ଧଙ୍କୁ ପଚରାଉଚରା କରାଯାଉଛି। ସନ୍ଦିଗ୍ଧଜଣଙ୍କ କେବଳ ଚୁଲି ଭାଙ୍ଗିବାକୁ ଶ୍ରୀମନ୍ଦିରରେ ପଶିଥିଲେ, ନା ଆଉ କିଛି ଉଦ୍ଦେଶ୍ୟ ଥିଲା, ତାହାକୁ ନେଇ…

ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ଆଜି ଭୋଟ ଗଣତି

ଭଦ୍ରକ ଅଫିସ, ୬।୪: ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ମଙ୍ଗଳବାର ମତଦାନ ସରିଯାଇଥିବା ବେଳେ ବୁଧବାର ସକାଳ ୮ରୁ ଭୋଟ ଗଣତି ।ଆରମ୍ଭ ହୋଇଯାଇଛି। ଏହି ବୁଥ୍‌ ଗୁଡ଼ିକରେ ମୋଟ ଭୋଟର ୫୯୭୯ଜଣ ଥିବାବେଳେ ୪୪୦୭ଭୋଟର ସେମାନଙ୍କର ମତଦାନ କରିଛନ୍ତି ।…

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ଭଞ୍ଜନଗର,୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କାର୍ତ୍ତିକେଶ୍ବର ଛନ୍ଦି ହୋଇଥିବା ଜଣାପଡ଼ିଛି। ୫ ଜଣ ଡିଏସ୍‌ପି ଙ୍କ…

ଜଳପଥରେ ଟାଟା ଷ୍ଟିଲର ପ୍ରଥମ ପରିବହନ

ଯାଜପୁର ଅଫିସ,୬ା୪: କଳିଙ୍ଗନଗର ଟାଟାର ସମ୍ପ୍ରସାରଣ ପ୍ରକଳ୍ପ ନିମନ୍ତେ ଭାରି ମେଶିନ୍‌ ଆଣିବାକୁ ଓଡ଼ିଶାରେ ପ୍ରଥମ ଥର ଅନ୍ତର୍ଦ୍ଦେଶୀୟ ଜଳପଥକୁ ବ୍ୟବହାର କରାଯାଇଛି। ଟାଟା ଷ୍ଟିଲ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ପ୍ରୋଜେକ୍ଟ ଡିଭିଜନ୍‌ ପକ୍ଷରୁ ପ୍ରାୟ ୧୦୦୦ କ୍ୟୁବିକ୍‌ ମିଟର୍‌ (ସିବିଏମ୍‌) ପଣ୍ୟ…

ବିକାଶ ଆଳରେ ମୋରମ ଲୁଟ୍‌

ଯାଜପୁର ଅଫିସ,୬ା୪: ଯାଜପୁର ଜିଲା ବ୍ୟାସନଗର ପୌରାଞ୍ଚଳରେ ଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ ନାମରେ ମୋରମ ଲୁଟ୍‌ ଚାଲିଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ବିସ୍ତୀର୍ଣ୍ଣ ସମତଳ ଅଞ୍ଚଳ ଏବେ ମୋରମ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏନେଇ ବ୍ୟାସନଗର ତହସିଲ…

ଠିକ୍‌ ସମୟରେ ସାମଗ୍ରୀ ପାଉନାହାନ୍ତି ହିତାଧିକାରୀ

ନାଉଗାଁ,୬ା୪(ସ୍ବ.ପ୍ର.): ରାଶନ କାର୍ଡ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ ଢ଼େହାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତି ମାସରେ ହିତାଧିକାରୀଙ୍କୁ ୫ କିଲୋ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଉଛି। କିନ୍ତୁ ନାଉଗାଁ ବ୍ଲକର ହିତାଧିକାରୀ ଏହି…

ଲୁଣା ନଦୀପଥରେ ଆସିଲା ବୃହତ୍‌ ମେଶିନ

କେନ୍ଦ୍ରାପଡ଼ା ଅଫିସ, ୬ା୪: କେନ୍ଦ୍ରାପଡ଼ା ଜିଲା ଜଳପଥରେ ନୌପରିବହନ ଦୀର୍ଘଦିନ ପରେ ଦେଖିବାକୁ ମିଳିଛି। ଚାର୍ଟାର୍ଡ ଭେସେଲରେ କୌଣସି ଏକ କମ୍ପାନୀ ପାଇଁ ଆସିଥିବା ଏକ ବୃହତ ମେଶିନ ଲୁଣା ନଦୀର ମାର୍ଶାଘାଇଠାରେ ଖଲାସ ହେବାକୁ ଅଛି। ଏହି ମେଶିନ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?