ଆମ ଜିଲା ଖବର

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଫୁଲନଖରା,୫।୪:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଅରିଲୋ ମେଳନ ପଡ଼ିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ଅରିଲୋ ଗ୍ରାମର ହେମଲତା ପାଣିଗ୍ରାହୀ(୫୧)। ମିଳିଥିବା ସୂଚନା ମୁତାବକ, ହେମଳତାଙ୍କ ସ୍ବମୀ ଭୀମସେନ ପାଣିଗ୍ରାହୀ ଓ ପୁଅ ବିକାଶ…

ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ତୃତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଚାଲିଛି। ସୋମବାର ରାତି ସାଢେ ୧ଟାରେ ମନ୍ଦିର ଦ୍ୱାର ଫିଠା ଯାଇଥିଲା। ପରେ ପରମ୍ପରା ଅନୁସାରେ ମା’ଙ୍କ ଅବକାଶ ନୀତି,…

ଘରେ ଶୋଇଥିଲେ ଦଳିଦେଲା ହାତୀ

ତାଳଚେର,୫।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ଅଧୀନ ସନ୍ଥପଡ଼ା ଗ୍ରାମର ଶନ୍ତରାମୁଣ୍ଡା ସାହିରେ ଏକ ହାତୀ ପଶି ସ୍ବାମୀ ସ୍ତ୍ରୀଙ୍କୁ ଆକ୍ରମଣ କରିଛି । ଫଳରେ ସ୍ତ୍ରୀ କାଞ୍ଚନ ମୁଣ୍ଡା(୫୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ମୁକୁନ୍ଦ ମୁଣ୍ଡା(୬୦) ଗୁରୁତର ଆହତ…

ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣା: ୪ ଜେଟିପିଙ୍କୁ ପଚରାଉଚରା

ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ସୁରକ୍ଷାରେ ନିୟୋଜିତ ୪ ଜଣ ଜେଟିପିଙ୍କୁ ସିଂହଦ୍ୱାର ପୋଲିସ ପଚରାଉଚରା କରୁଛି। ସେହିପରି ସନ୍ଧ୍ୟାଧୂପ ପର୍ଯ୍ୟନ୍ତ ଦାୟିତ୍ୱରେ ଥିବା ସେବାୟତଙ୍କୁ ପଚରାଉଚରା ଜାରି ରହିଛି। ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ…

ଆଜି ଧାମନଗର ଏନ୍‌ଏସିର ୬ଟି ବୁଥ୍‌ରେ ହେବ ମତଦାନ

ଭଦ୍ରକ ଅଫିସ,୫।୪: ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୪ଟି ଓ୍ବାର୍ଡର ୬ଟି ବୁଥ୍‌ରେ ମଙ୍ଗଳବାର ସାନି ମତଦାନ ହେବ । ଏହି ମତଦାନ ଅପରାହ୍ନ ୪ଟା ଯାଏ ଚାଲିବ। ୨ ନମ୍ବର ଓ୍ବାର୍ଡର ୩ ନମ୍ବର ବୁଥ୍‌, ୫…

ସ୍ବାମୀ, ଝିଅଙ୍କୁ ଖୋଜିବାକୁ ବୌଦ୍ଧରେ ଦିଲ୍ଲୀର ମହିଳା

ବୌଦ୍ଧ,୫।୪ (ସ୍ବ.ପ୍ର): ଜଣେ ଓଡ଼ିଆ ଯୁବକଙ୍କ ଦ୍ୱାରା ପ୍ରତାରଣାର ଶିକାର ହେବା ପରେ ସ୍ବାମୀ ଓ ସନ୍ତାନର ସନ୍ଧାନରେ ବୌଦ୍ଧ ଆସି ନିରାଶ ହୋଇ ଫେରିଯାଇଛନ୍ତି ଦିଲ୍ଲୀର ମହିଳା ଆରତୀ। ଓଡ଼ିଶାର ଗଞ୍ଜମ ଜିଲା ଭଞ୍ଜନଗର ନିକଟସ୍ଥ ଏକ ଗ୍ରାମର ସୁବ୍ରତ…

ଜିଲା ମୁଖ୍ୟ ଡାକ୍ତରଖାନା ଆଗରେ ଡାକ୍ତରଙ୍କ ପ୍ରତିବାଦ

ସୁନ୍ଦରଗଡ଼,୫।୪(ଡି.ଏନ୍‌.ଏ.): ରାଜସ୍ଥାନରେ ଜଣେ ସ୍ତ୍ରୀ ଓ ପ୍ରସୂତୀ ବିଭାଗର ଡାକ୍ତରଙ୍କ ବିରୋଧରେ ଆକ୍ରୋଶମୂଳକ ଭାବେ ପୋଲିସ ମିଥ୍ୟା ହତ୍ୟା ମାମଲା ରୁଜୁ ପରେ ଡାକ୍ତର ଜଣକ ନିଜର ସମ୍ମାନ ଓ ପ୍ରତିଷ୍ଠା ହାନୀ ହେବା ଆଶଙ୍କାରେ ଆତ୍ମହତ୍ୟା କରିଛନ୍ତି। ଏହାର ପ୍ରତିବାଦରେ…

ଭିଜିଲାନ୍ସ ଜାଲରେ ସମିତି ସମ୍ପାଦକ

ବଇଣ୍ଡା,୫।୪ (ଡି.ଏନ.ଏ.): ଧାନ ବିକ୍ରୟ ନିମନ୍ତେ ଟୋକନ କରାଇଦେବା ପାଇଁ ଜଣେ ଚାଷୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ସନାହୁଲା ସମବାୟ ସମିତି ସମ୍ପାଦକ ପଦ୍ମଲୋଚନ ସାହୁ। ଭିଜିଲାନ୍ସ…

ଗଞ୍ଜେଇ ଚାଲାଣ ବେଳେ ଗୋଲୁର ସରପଞ୍ଚ ଗିରଫ

କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ଥାନା ଅଞ୍ଚଳରୁ ଆନ୍ଧ୍ର ପ୍ରଦେଶ ଦେଇ ଝାଡଖଣ୍ଡ ଗଞ୍ଜେଇ ଚାଲାଣ ବେଳେ ସୋମବାର ଆନ୍ଧ୍ରର ଆରକୁ ପୋଲିସ ଚଢାଉ କରି ୬୮୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସଂପୃକ୍ତ ଜଣେ…

ଅଭିଯୁକ୍ତ ବୋହୂ, ପୁଅ ଗିରଫ

ଯାଜପୁର ଟାଉନ,୫ା୪(ଡି.ଏନ.ଏ.):ଯାଜପୁର ଜିଲା ମଙ୍ଗଳପୁର ଥାନା ଦତ୍ତପୁର ପଞ୍ଚାୟତ ଦତ୍ତପୁର ଗ୍ରାମର ମଖି ବେହେରା (୮୦) ନାମ୍ନୀ ଜଣେ ବୃଦ୍ଧାଙ୍କୁ ତାଙ୍କ ବୋହୂପୁଅ ନିର୍ଯାତନା ଦେଉଥିଲେ। ଏପରି କି ତାଙ୍କୁ ଇଟାରେ ପୋତି ହତ୍ୟା ଉଦ୍ୟମ କରିଥିଲେ ା ଏ ସଂକ୍ରାନ୍ତରେ…

ବାଟ ଓଗାଳୁଛି ଆଧାର, ବ୍ୟାଙ୍କ ଜମାଖାତା

ରସୁଲପୁର,୫ା୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ଆଇନର ବାଟ ଓଗାଳୁଛି ଆଧାର କାର୍ଡ ଓ ବ୍ୟାଙ୍କ ଜମାଖାତା। ଆଧର ଲିଙ୍କ୍‌ ହୋଇପାରୁ ନ ଥିବାରୁ ବ୍ଲକ ଅଞ୍ଚଳରେ ୨ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କ ଚାଉଳ ବନ୍ଦ ରହିଛି। ଆଧାର ଓ ବ୍ୟାଙ୍କ ଜମାଖାତା…

ପୋତି ହୋଇଛି ୨୦ରୁ ଊର୍ଦ୍ଧ୍ୱ ପୁରୁଣା ପୋଖରୀ

କେନ୍ଦ୍ରାପଡ଼ା ଅଫିସ, ୫ା୪:୧୮୬୯ ମାର୍ଚ୍ଚ ୧୦ରେ ଓଡ଼ିଶାର ପ୍ରଥମ ମ୍ୟୁନିସିପାଲିଟି ଭାବେ କେନ୍ଦ୍ରାପଡ଼ାକୁ ମାନ୍ୟତା ମିଳିଥିଲା। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୧୫୩ ବର୍ଷ ପୂରିଛି। ତେବେ ଏହି ସର୍ବପୁରାତନ ମ୍ୟୁନିସିପାଲିଟି ବିବିଧ ସମସ୍ୟାରେ ବୁଡ଼ି ରହିଛି। ଜବରଦଖଲ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?