ଆମ ଜିଲା ଖବର

୧୦୬ ଏମରଜେନ୍ସି ରେସପନ୍ସ ଗାଡ଼ିର ଶୁଭାରମ୍ଭ

କଟକ ଅଫିସ,୫ା୪: ରାଜ୍ୟରେ ଜରୁରିକାଳୀନ ସେବା ଭିତ୍ତିଭୂମିରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ପୋଲିସର ମିଳିତ ଆନୁକୂଲ୍ୟରେ ରାଜ୍ୟରେ ଏମରଜେନ୍ସି ରେସପନ୍ସ ଭେହିକଲ(ଇଆର୍‌ଭି)ର ଶୁଭାରମ୍ଭ କରାଯାଇଛି। ଏ ନେଇ କଟକସ୍ଥିତ ଓଏସ୍‌ଏପି ୬ଷ୍ଠ ବାଟାଲିୟନ ଗ୍ରାଉଣ୍ଡଠାରେ ସୋମବାର…

ନବଗଠିତ ଜିଲା ଉଦ୍‌ଘାଟନ କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୫ା୪(ଡି.ଏନ୍‌.ଏ.):ପଡ଼ୋଶୀ ଆନ୍ଧ୍ରପ୍ରଦେଶ ପକ୍ଷରୁ ନବଗଠିତ ୧୩ ଜିଲାକୁ ସୋମବାର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ. ଜଗନମୋହନ ରେଡ୍ଡୀ ଉଦ୍‌ଘାଟନ କରିଛନ୍ତି। ପୂର୍ବରୁ ଆନ୍ଧ୍ର ଅଧୀନରେ ଥିବା ୧୩ଟି ଜିଲାକୁ ବିଭାଜନ କରି ୨୬ ଜିଲା କରାଯାଇଛି। ଏହାର ଉଦ୍‌ଘାଟନ ଉତ୍ସବ ୧୨ ଦିନ ଧରି…

ସିବିଆଇ ତଦନ୍ତ ଦାବିରେ ଜନସ୍ବାର୍ଥ ମାମଲା

କଟକ ଅଫିସ/ଆସିକା, ୫ା୪:(ଡି.ଏନ୍‌.ଏ):ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁର ରହସ୍ୟ ଉପରୁ ଏପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ଏପରି ସ୍ଥିତିରେ ସିବିଆଇ ତଦନ୍ତ ଦାବିରେ ସୋମବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଭାରତୀୟ ବିକାଶ…

‘ରୋଷଘରେ ଲୁଚି ରହି ଚୁଲି ଭାଙ୍ଗିଛନ୍ତି’

ପୁରୀ ଅଫିସ, ୫ା୪:ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାକୁ ୪୮ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଦୋଷୀଙ୍କୁ ଚିହ୍ନଟ କରିବାରେ ଶ୍ରୀମନ୍ଦିର ପ୍ରଶାସନ ବିଫଳ ହୋଇଛି। ତେବେ ଏ ନେଇ ସୋମବାର ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ପକ୍ଷରୁ ସିଂହଦ୍ୱାର ଥାନାରେ…

ହେରିଟେଜ କରିଡୋର ନିର୍ମାଣରେ ଶ୍ରୀମନ୍ଦିର ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ: ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୪।୪(ବ୍ୟୁରୋ): ଶ୍ରୀମନ୍ଦିର ହେରିଟେଜ କରିଡୋର ନିର୍ମାଣରେ କୌଣସି ପ୍ରଭାବ ମନ୍ଦିର ଉପରେ ପଡ଼ିବ ନାହିଁ ବୋଲି ସୋମବାର ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର ଚନ୍ଦ୍ର ମହାପାତ୍ର କହିଛନ୍ତି। ଏଏସ୍‌ଆଇ ସହିତ ସମନ୍ବୟ ରକ୍ଷା କରି ସମସ୍ତ ନିର୍ମାଣ କାର୍ଯ୍ୟ…

ଦିବ୍ୟାଙ୍ଗଙ୍କ ଅଭିଯୋଗ ଶୁଣିଲେ ଜିଲାପାଳ

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଦିବ୍ୟାଙ୍ଗମାନଙ୍କ ମଙ୍ଗଳ ପାଇଁ ଅଭିଯୋଗ ଶୁଣାଣି ‘ଦିବ୍ୟାଙ୍ଗଜନ ସମାଧାନ’ ଜିଲାରେ ଶୁଭାରମ୍ଭ ହୋଇଛି । ସୋମବାର ଛତ୍ରପୁରସ୍ଥିତ ଜଉଗଡ଼ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାର ଶୁଣାଣି କରିଥିଲେ । ଏଥିସହ ଜିଲାର ସମସ୍ତ…

ପୁରୀରେ ମୁଖ୍ୟ ଶାସନ ସଚିବ,ଡିଜିପି

ପୁରୀ ଅଫିସ,୪।୪: ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ଡିଜିପି ସୁନୀଲ ବଂଶଲ ପୁରୀରେ ପହଞ୍ଚିଛନ୍ତି। ତେବେ ଏହି ଘଟଣାର ଅନୁଧ୍ୟାନ କରିବେ ବୋଲି ଜଣାପଡିଛି। ଏହାକୁ ନେଇ…

ବ୍ଲକ ଉପାଧ୍ୟକ୍ଷାଙ୍କୁ ଦେଉନାହାନ୍ତି ପ୍ରକୋଷ୍ଠ

କେସିଙ୍ଗା,୪।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଭାଇସଚେୟାର ମେନ(ଉପାଧ୍ୟକ୍ଷ) ନିର୍ବାଚନ ଶେଷ ହୋଇଛି। ଉପାଧ୍ୟକ୍ଷ ଭାବେ ଦେଓଗାଁ ପଞ୍ଚାୟତ ସମିତି ସଭ୍ୟା ରାଜଲଷ୍ମୀ ପଟ୍ଟନାୟକ ନିର୍ବାଚିତ ହୋଇଛନ୍ତି। ହେଲେ ବ୍ଳକ କାର୍ଯ୍ୟାଳୟରେ ତାଙ୍କୁ ବସିବା ପାଇଁ ପ୍ରକୋଷ୍ଠ ଦିଆଯାଉ ନ…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ

ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା ସାମ୍ନାକୁ ଆସିଛି। ଅନ୍ୟପଟେ ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣା ନେଇ ପୁରୀ…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିବା ଘଟଣା : ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ

ପୁରୀ ଅଫିସ, ୪।୪: ଶ୍ରୀମନ୍ଦିର ରୋଷଘର ଚୁଲିକୁ ରବିବାର କିଛି ଦୁର୍ବୃତ୍ତ ଭଙ୍ଗି ଦେଇଥିଲେ। ଏହି ଘଟଣା ଗଣମଧ୍ୟମରେ ପ୍ରକାଶିତ ପରେ ପ୍ରଶାସନ ପକ୍ଷରୁ ତ୍ପରତା ଦେଖା ଦେଇଛି। ଏ ନେଇ ସିଂହଦ୍ୱାର ଥାନାରେ ସୋମବାର ମାମଲା ରୁଜୁ ପରେ ଘଟଣାର…

ଘରୁ ଆସି ଆଉ ଫେରିଲେନି କୁଳମଣି

ପାଟଣା ୪।୪(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ଦାଶରଥିପୁର -ବଳିଆପଶିବାଙ୍କ ରାସ୍ତାରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରୁଡ଼ିପଶି ଗ୍ରାମର କୁଳମଣି ନାଏକ(୨୫)। ସୂଚନାଯୋଗ୍ୟ, କୁଳମଣି ଖିରେଇଟାଙ୍ଗିରୀରୁ ଘରକୁ ଫେରୁଥିବା…

ପୋଖରୀ ସଫା କଲେ ମହିଳା କାଉନ୍‌ସିଲର

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ପୁଣି ‘ମୋ ପୋଖରୀ ମୋ ଦାୟିତ୍ୱ କାର୍ଯ୍ୟକ୍ରମ’ ସୋମବାର ଆରମ୍ଭ ହୋଇଛି। ଏନ୍‌ଏସି ୯ନଂ. ୱାର୍ଡରେ ଏହାର ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ କାଉନ୍‌ସିଲର ପ୍ରୀତିଛନ୍ଦା ସାମଲ ମଧ୍ୟ ସାମିଲ ହୋଇଥିଲେ। କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?