ଆମ ଜିଲା ଖବର

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭଙ୍ଗିବା ଘଟଣା: ଥାନାକୁ ଗଲା ମାମଲା

ପୁରୀ ଅଫିସ,୪।୪ : ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହୋଇଛି। ଏନେଇ ପୁରୀ ଜିଲାପାଳ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଏତେ ସଂଖ୍ୟାରେ ଚୁଲାକୁ କିଏ ଓ…

ଠାକୁରାଣୀ ଯାତ୍ରା ଲାଗି ଶୁଭଖୁଣ୍ଟି ସ୍ଥାପନ

ଛତ୍ରପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ରବିବାର ଶୁଭଖୁଣ୍ଟି ସ୍ଥାପନ ହୋଇଯାଇଛି। ଯାତ୍ରା କମିଟି ମ୍ୟାନେଜର କେ.ଚନ୍ଦ୍ରଶେଖର ରେଡ୍ଡୀଙ୍କ ପୌରହିତ୍ୟରେ ମା’ଙ୍କ ଯାତ୍ରା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। କୋଭିଡ କଟକଣା ନେଇ…

ଆନ୍ଦୋଳନକାରୀଙ୍କୁ ପାଣି ବୋଟଲ, ବିସ୍କୁଟ ବାଣ୍ଟିଲା ପୋଲିସ

ବଲାଙ୍ଗୀର ଅଫିସ, ୪।୪: ୧୨ ଦଫା ଦାବି ନେଇ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଏବଂ ଭାରତୀୟ କ୍ଷେତ ମଜଦୂର ୟୂନିଅନ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗୋପାଳ ଭୋଇଙ୍କ ନେତୃତ୍ୱରେ ଆନ୍ଦୋଳନରେ ଜିଲାର ବିଭିନ୍ନ…

ଆମ ସ୍କୁଲରେ ହିଁ ପରୀକ୍ଷା ଦେବୁ

ସାଲେପୁର,୪।୪(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ଅଧୀନ ଓଡାସିଂହ ପଞ୍ଚାୟତ ସ୍ଥିତ ଯତୀନ୍ଦ୍ରନାଥ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବଞ୍ଚିତ କରାଯାଇଛି। ଏହାର ପ୍ରତିବାଦରେ ସୋମବାର ଛାତ୍ରୀଛାତ୍ର ଏବଂ ଅଭିଭାବକ ବିଦ୍ୟାଳୟ ସମ୍ମୁଖ ଫାଟକରେ ତାଲା…

ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଫୁଲବାଣୀ ଅଫିସ,୪।୪: ଚିକିତ୍ସାରେ ଅବହେଲା ଯୋଗୁ ଫୁଲବାଣୀ ଜିଲା କାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ସହ ପରିବାର ଲୋକେ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରି ସୋମବାର ଗୋଚ୍ଛାପ ଥାନା…

ବୃଦ୍ଧା ମା’ଙ୍କ ଉପରେ ଇଟା ଲଦିଦେଲେ ପୁଅବୋହୂ

ଯାଜପୁର ଅଫିସ,୪ା୪: ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଦତ୍ତପୁର ଗ୍ରାମରେ ସମ୍ପତ୍ତି ଲୋଭରେ ବୃଦ୍ଧା ମା’ଙ୍କୁ ଇଟାରେ ପୋତି ଦେଇଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ତେବେ ଏହି ଘଟଣାକୁ ଦେଖି ପଡ଼ୋଶୀ ଲୋକେ ବୃଦ୍ଧାଙ୍କୁ ଉଦ୍ଧାର କରିଛନ୍ତି।…

ଶାଳଗଛ କାଟୁଥିଲେ ଦୁର୍ବୃତ୍ତ, ଗ୍ରାମବାସୀଙ୍କୁ ଦେଖି କାଠ ଓ ଗାଡ଼ି ଛାଡ଼ି ଫେରାର

ପଡ଼ିଆବାହାଲ,୪ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ବାହାମ ପଞ୍ଚାୟତ ପଡ଼ିଆବାହାଲ ରେଞ୍ଜ ଅଧୀନ କଦଳିମୁଣ୍ଡା ଗ୍ରାମ୍ୟ ଜଙ୍ଗଲ ରାତାରାତି ସଫା ହୋଇଯାଇଛି। କଦଳିମୁଣ୍ଡା ଗ୍ରାମ୍ୟ ଜଙ୍ଗଲରୁ ଗତ ରାତିରେ ଦୁର୍ବୃତ୍ତମାନେ ଶାଳଗଛ କାଟି ନେବାକୁ ଉଦ୍ୟମ ବେଳେ ଗ୍ରାମବାସୀ ଜାଣିପାରି ଘେରାଉ…

କାଠରେ ତାରାତାରିଣୀ ମନ୍ଦିରର କ୍ଷୁଦ୍ର କଳାକୃତି

ବ୍ରହ୍ମପୁର ଅଫିସ୍‌,୪ା୪: କାଠଶିଳ୍ପୀ ଦିଲୀପ ମହାରଣା ପୁଣିଥରେ ଏକ ନୂଆ କଳାକୃତି ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ଚୈତ୍ର ମେଳା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଗଞ୍ଜାମର ଶକ୍ତିପୀଠ ତାରାତାରିଣୀ ମନ୍ଦିରର ଏକ ଅବିକଳ କ୍ଷୁଦ୍ର କଳାକୃତି କାଠରେ ନିର୍ମାଣ କରିଛନ୍ତି। ଏଥିରେ…

ମା’ କାମୁଡ଼େଇ ପୀଠକୁ ଅଣଦେଖା

ରଗଡି,୪ା୪(ଡି.ଏନ୍‌.ଏ.): ଯାଜପୁର ଜିଲାର ରଗଡ଼ି ଅଞ୍ଚଳର ପ୍ରସିଦ୍ଧ ଦୈବୀପୀଠ ମା’ କାମୁଡ଼େଇଙ୍କ ମନ୍ଦିରକୁ ପ୍ରଶାସନ ଅଣଦେଖା କରୁଛି। ଜିଲା ତଥା ଜିଲା ବାହାରୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଆସିଥାନ୍ତି। ବିବାହ ଓ ବ୍ରତ କ୍ଷେତ୍ରରେ ମଧ୍ୟ ବହୁ…

ବାଘୁଆ ପାହାଡ଼ରେ ପୁଣି ବ୍ଲାଷ୍ଟିଂ ଆରମ୍ଭ

ଜେନାପୁର,୪ା୪(ଡି.ଏନ.ଏ.): ଧର୍ମଶାଳା ତହସିଲ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୧୧ରେ ଜେନାପୁର ଥାନା ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମ ସଂଲଗ୍ନ ବାଘୁଆ ୪ନଂ. କଳାପଥର ଖାଦାନ ଉପରେ ୧୪୪ ଧାରା ଜାରି କରାଯାଇଥିଲା। ପୋଲିସ ଉପସ୍ଥିତିରେ ସେଠାରେ ନାଲି ପତାକା ଓ ସୂଚନାଫଳକ ଲଗାଯାଇ…

ଉପାଧ୍ୟକ୍ଷ ପଦକୁ ବିଜେଡିର ୧୪ ଆଶାୟୀ

ଯାଜପୁର ରୋଡ,୪ା୪(ଡି.ଏନ୍‌.ଏ.): ନିର୍ବାଚନ ଫଳାଫଳ ଘୋଷଣା ପରେ ୨୬ଟି ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ଉପାଧ୍ୟକ୍ଷ ନିର୍ବାଚନ ନେଇ ଛକାପଞ୍ଝା ଆରମ୍ଭ ହୋଇଛି। ଏହି ମ୍ୟୁନିସିପାଲିଟିର ୨୮ ବର୍ଷ ଇତିହାସରେ ପ୍ରଥମ ଥର ଅଧ୍ୟକ୍ଷା ପଦ ଆଦିବାସୀ ମହିଳାଙ୍କ ପାଇଁ ସଂରକ୍ଷିତ…

ଉତ୍କଟ ହେଉଛି ଜଳସଙ୍କଟ

ବରୀ,୪ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖି କାର୍ଯ୍ୟ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?