ଆମ ଜିଲା ଖବର

ନିଜ ପିସ୍ତଲରୁ ଗୁଳି ଫୁଟାଇ ଯୁବକଙ୍କ ଆତ୍ମହତ୍ୟା

ହିଞ୍ଜିଳିକାଟୁ,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଗୋପୀନାଥପୁର ନିକଟ ଜାତୀୟ ରାଜପଥ ନଂ.୫୯ରେ ଥିବା ଏକ ଗ୍ୟାରେଜରେ ରବିବାର ଜଣେ ଯୁବକ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଇପିଲି ଜଗନ୍ନାଥ ( ୩୫)। ଜଗନ୍ନାଥ ଓ ତାଙ୍କ…

ଦଶାଶ୍ୱମେଧ ଘାଟ ନିକଟରୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର

ଯାଜପୁର ଟାଉନ,୪ା୪(ଡି.ଏନ୍‌.ଏ.): ଯାଜପୁର ସହରସ୍ଥିତ ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରୁ ରବିବାର ସ୍ଥାନୀୟ ଲୋକଙ୍କ ଦ୍ୱାରା ବହୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର କରାଯାଇଛି। ଯାଜପୁର ସପ୍ତମାତୃକା ପୂଜକ ଭୋଳାନାଥ ପଣ୍ଡା ନଦୀରେ ଗାଧୋଉଥିବାବେଳେ ଏକ ଶିବଲିଙ୍ଗ ଉପରେ ତାଙ୍କ ଗୋଡ଼…

ସମସ୍ୟା ଘେରରେ କୁଞ୍ଜବିହାରୀ ମନ୍ଦିର

କୁଜଙ୍ଗ,୪ା୪(ଡି.ଏନ୍‌.ଏ.): ଏରସମା ବ୍ଲକ ଅନ୍ତର୍ଗତ ଗଡ଼କୁଜଙ୍ଗରେ ପ୍ରସିଦ୍ଧ କୁଞ୍ଜବିହାରୀ ମନ୍ଦିରକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଛି। ଏହାସତ୍ତ୍ୱେ ରକ୍ଷଣାବେକ୍ଷଣ ଅଭାବରୁ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ଭକ୍ତ ଆସି ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ…

କୃଷିଭିତ୍ତିକ ଜିଲାରେ ନାହିଁ ଆଦର୍ଶ କୃଷି ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ, ୪ା୪: ରାଜ୍ୟର ପ୍ରତି ଜିଲାରେ ଆଦର୍ଶ କୃଷି ଉଦ୍ୟାନ ପ୍ରତିଷ୍ଠା ହୋଇଛି। ଉଦ୍ୟାନ କୃଷି ମିଶନ ଅଧୀନରେ ଉନ୍ନତ ଧରଣର ଆମ୍ବ, ନଡ଼ିଆ, ପିଜୁଳି, ଅମୃତଭଣ୍ଡା, ସପୁରି ଆଦି ସହ ଫୁଲଚାରା ଘରୋଇ ବଗିଚା ପାଇଁ ସୁଲଭ ମୂଲ୍ୟରେ…

ଚାକିରି ଦେବାକୁ କହି ଠକେଇ: ୫ ଗିରଫ

ଦାମନଯୋଡି,୪ା୪(ଡି.ଏନ.ଏ.): ନାଲକୋ ଠିକାଦାରଙ୍କ ଅଧୀନରେ ଚାକିରି ଦେବାକୁ କହି ଠକେଇ କରିବା ଅଭିଯୋଗରେ ୫ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଅରୋଶ୍ରୀ ସ୍କିଲ ଡେଭଲପମେଣ୍ଟ ସେଣ୍ଟରର ସନ୍ତୋଷ ବରାଡ, ରାୟଗଡ଼ାର ସୁଧୀର ଚୌଧୁରୀ, ସୁନୀଲ ଚୌଧୁରୀ, ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର…

୭ ମାସର ଗର୍ଭବତୀଙ୍କୁ ମାରିଦେଲେ

ବଲାଙ୍ଗୀର ଅଫିସ,୪ା୪: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତଲିଉଡାର ଗ୍ରାମରେ ଜଣେ ୭ ମାସର ଗର୍ଭବତୀ ମହିଳାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ବାମୀ ଓ ଶାଶୁଙ୍କ ବିରୋଧରେ ମୃତା ମହିଳାଙ୍କ ପରିବାର ଲୋକେ ସଦର…

କେନାଲରୁ ମଣିଷ ଖପୁରି ଜବତ

ଜଗତ୍‌ସିଂହପୁର ଅଫିସ,୪।୪: ଜଗତ୍‌ସିଂହପୁର ଥାନା ମାର୍କଣପୁର ଅନ୍ତର୍ଗତ ବଡ଼ବାଗ ନିକଟ ଶୁଖିଲା ମାଛଗଁା କେନାଲରୁ ଶନିବାର ଗୋଟିଏ ମଣିଷ ଖପୁରି ଜବତ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ମାମଲା (ନଂ. ୧୮/୨୨) ରୁଜୁ କରାଯାଇଛି। ଉକ୍ତ ଖପୁରିକୁ ପରୀକ୍ଷା ପାଇଁ କଟକସ୍ଥିତ…

ବିଜେଡିରେ ମିଶିଲେ ଜଟଣୀର ୩ କାଉନ୍‌ସିଲର

ଭୁବନେଶ୍ୱର,୪।୪(ବ୍ୟୁରୋ): ଜଟଣୀ ପୌର ପରିଷଦର ୩ ଜଣ ନବନିର୍ବାଚିତ ସ୍ବାଧୀନ କାଉନ୍‌ସିଲର ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ୬୦ ନମ୍ବର ୱାର୍ଡର କର୍ପୋରେଟର ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଦଳ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଜଟଣୀର ୧୨ ନମ୍ବର…

କାଜୁ ଜଙ୍ଗଲରୁ ମିଳିଲା ନରକଙ୍କାଳ

କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ରବିବାର ଏକ ନରକଙ୍କାଳ ମିଳିଛି। ଖବରପାଇ ଏସଡିପିଓ ମନୋଜ କୁମାର ପୂଜାରୀଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ସେଠାରେ ପଡିଥିବା ନରକଙ୍କାଳକୁ ଜବତ କରି ଛାନଭିନ…

ଗଛରେ ବାନ୍ଧି ଯୁବକଙ୍କୁ ଲଣ୍ଡା କଲେ ଗ୍ରାମବାସୀ

ମହାକାଳପଡ଼ା,୪ା୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଉପକୂଳ ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶିଥିବା ଯୁବକଙ୍କୁ ଗାଁ ଲୋକେ ଗଛରେ ବାନ୍ଧି ଲଣ୍ଡା କରିଛନ୍ତି। ରବିବାର ସକାଳେ ଏ…

ଆନ୍ଧ୍ରର ନୂଆ ଜିଲାରେ କୋଟିଆ

ପଟ୍ଟାଙ୍ଗୀ,୪ା୪(ଡି.ଏନ୍‌.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶର ୧୩ ଜିଲାକୁ ଭାଗ କରାଯାଇ ୨୬ ଜିଲା ଗଠନ କରାଯାଇଛି। ତେବେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନବଗଠିତ ‘ପାର୍ବତୀପୁରମ୍‌ ମାନ୍ୟମ୍‌’ ଜିଲାରେ ରଖାଯାଇଛି। କୋଟିଆକୁ ନେଇ ଦୁଇ ରାଜ୍ୟରେ ମଧ୍ୟରେ ସୀମା ବିବାଦ ଦୀର୍ଘବର୍ଷ ଧରି…

ବଢୁଛି ମହିଳା ଅପରାଧୀଙ୍କ ସଂଖ୍ୟା

ଯାଜପୁର ଅଫିସ,୪ା୪: ରାଜ୍ୟରେ ମହିଳା ଅପରାଧୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ା ସେମାନେ ବିଭିନ୍ନ ଅପରାଧରେ ଅଭିଯୁକ୍ତ ସାବ୍ୟସ୍ତ ହୋଇ ଜେଲ୍‌କୁ ଆସୁଛନ୍ତି ା ୨୦୧୦ରୁ ଅଦ୍ୟାବଧି ଦୋଷୀ ସାବ୍ୟସ୍ତ ଓ ବିଚାରାଧୀନ ଭାବେ ୭୬୨୨ ଜଣ ମହିଳା କଏଦୀ ରାଜ୍ୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?