ମହାପ୍ରଭୁଙ୍କୁ ସୂର୍ଯ୍ୟ-ଚନ୍ଦ୍ର ଦାନ
ପୁରୀ ଅଫିସ, ୧୧।୧: ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ରବିବାର ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର ୩ ହଳ ସୁବର୍ଣ୍ଣ ସୂର୍ଯ୍ୟ-ଚନ୍ଦ୍ର ଦାନ କରିଛନ୍ତି। ପଦ୍ମଚରଣ ସସ୍ତ୍ରୀକ ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ପହଞ୍ଚି ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କୁ ୩ ହଳ ସୁବର୍ଣ୍ଣ...
ବାସହରା ଖୋଜୁଛନ୍ତି ରାତ୍ରି ଆଶ୍ରୟସ୍ଥଳ
ଜଗତ୍ସିଂହପୁର ଅଫିସ, ୧୧।୧: ପ୍ରବଳ ଶୀତ ଯୋଗୁ ଗରିବ ବାସହରାଙ୍କ ଚିନ୍ତା ବଢ଼ିଯାଇଛି। ରାତ୍ରିଯାପନ କରିବା ପାଇଁ ସେମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୀତଯୋଗୁ ବାସହରା ହୋଇ କୌଣସି ବ୍ୟକ୍ତିଙ୍କ ଯେପରି ମୃତ୍ୟୁ ନ ହୁଏ ସେଥିପ୍ରତି ଦାୟିତ୍ୱବାନ...
‘ହତ୍ୟାକାରୀଙ୍କୁ ଖସାଇବାକୁ ଉଦ୍ୟମ ଚାଲିଛି’
ସିଂହପୁର,୧୧।୧(ଡି.ଏନ.ଏ.): ବିଞ୍ଝାରପୁର ଥାନାଞ୍ଚଳର ଜଣେ ଯୁବକ ବିଶ୍ୱଜିତ୍ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ପ୍ରାୟ ୩ ମାସ ବିତିବାକୁ ବସିଲାଣି। ହେଲେ ପୋଲିସ ଘଟଣା ଉପରୁ ପରଦା ଉଠାଇପାରୁନାହିଁ। ଏଭଳିସ୍ଥଳେ ବିଶ୍ୱଜିତ୍ଙ୍କ ମା’ ସାବିତ୍ରୀ ନାୟକ ପୋଲିସ ବିରୋଧରେ ସଙ୍ଗିନ...
ଶୁଖିଲା ପଡ଼ିବ ୫ ଶହ ଏକର ଜମି
ପଟ୍ଟାମୁଣ୍ଡାଇ,୧୧।୧(ଡି.ଏନ.ଏ.): ପଟ୍ଟାମୁଣ୍ଡାଇ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ମାଳିବସା ଠାରୁ ମିଜାଉଁଣୀ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୫ କିମି ରାସ୍ତା ନିର୍ମାଣ ଚାଲିଛି। ଜଳସମ୍ପଦ ବିଭାଗ ୨ନଂ. କେନାଲ ବାମ ପାଶର୍ବ ଦେଇ ଏହି ରାସ୍ତା କାମ...
ଜଳ ପାଲଟିଛି ଜହର
କେନ୍ଦ୍ରାପଡା ଅଫିସ, ୧୧।୧: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଏହି ନଦୀର ଜଳ ଏବେ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ...
ଚଳନ୍ତା ବସ୍ରେ ଲାଗିଲା ନିଆଁ
ବାଲିଗୁଡ଼ା,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ରେ ନିଆଁ ଲାଗିଯାଇଛି। ସୌଭାଗ୍ୟ ବଶତଃ ଏଥିରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା ସୂଚନାନୁସାରେ, ରୁଦ୍ରକାଳୀ ନାମକ ବସ୍ ବାଲିଗୁଡ଼ାରୁ ଦାରିଙ୍ଗବାଡ଼ି ଅଭିମୁଖେ ଯାଉଥିବା...
ଦୀର୍ଘ ୯ ମାସ ପରେ ଆଜି ଖୋଲିଲା ବାବା ଧବଳେଶ୍ୱରଙ୍କ ମନ୍ଦିର
କଟକ ଅଫିସ,୧୧।୧: ଦୀର୍ଘ ୯ ମାସ ପରେ କୋଭିଡ କଟକଣା ମଧ୍ୟରେ ସୋମବାର ଖୋଲିଛି ପ୍ରଭୁ ଧବଳେଶ୍ୱରଙ୍କ ମନ୍ଦିର। ଆଜି ଶ୍ରଦ୍ଧାଳୁମାନେ ବାବାଙ୍କୁ ଦର୍ଶନ କରି ବହୁତ ଆନନ୍ଦ ଲାଭ କରୁଛନ୍ତି। ଏକାଥରକେ ୫୦ ଜଣ ଭକ୍ତ ୬ ଫୁଟ...
ପିକ୍ନିକ୍ ସ୍ପଟ୍: ‘ଢୁ ଢୁଆ’ ଜଳପ୍ରପାତ
ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏଠାରେ ରହିଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ତଥା ପିକ୍ନିକ ସ୍ପଟଗୁଡ଼ିକ ଜିଲା, ରାଜ୍ୟ, ଦେଶ...
ଶୋଇଥିବା ସମୟରେ ଘରେ ଲାଗିଲା ନିଆଁ: ପୋଡ଼ି ହୋଇ ଗୋଟିଏ ପରିବାରର ୪ ଗୁରୁତର
ଝାରସୁଗୁଡ଼ା ଅଫିସ,୧୧।୧: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ହରିଓମ ବିହାରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ଶୋଇଥିବା ଅବସ୍ଥାରେ ଗୋଟିଏ ପରିବାରର ୪ ଜଣ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବୃଦ୍ଧା, ତାଙ୍କ...
ତୈଳ ସନ୍ଧାନରେ ଫୁଟୁଛି ଡିନାମାଇଟ୍, ଫାଟିଲା ଘର
ଗୋପ,୧୧।୧(ଡି.ଏନ୍.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି। ଏପରିକି ଡିନାମାଇଟ ଫୁଟିବାରୁ ଗୋପ ବ୍ଲକ ଅଧୀନ ଆମ୍ବିଳି ଗାଁରେ ଘର,...
କାଗଜ କଲମରେ କଳାଗ୍ରାମ
କାମାକ୍ଷାନଗର, ୧୧।୧ (ସୁଧୀର କୁମାର ପରିଡ଼ା): ଘରେ ଘରେ କଳାକାର। କମିନି କଳାର ଆଦର। ପିଢ଼ି ପରେ ପିଢ଼ି ନିଷ୍ଠାପର ଉଦ୍ୟମ ବଳରେ ଗ୍ରାମରେ ଏବେ ବି ସୁରକ୍ଷିତ ଲୁପ୍ତପ୍ରାୟ ଲୋକକଳା। ସେଥିପାଇଁ ସରକାରୀ ନଥିରେ ଲାଗିଛି କଳାଗ୍ରାମର ଟ୍ୟାଗ୍।...
ବାଉଁଶ କାରିଗରଙ୍କୁ ସ୍ବାବଲମ୍ବୀ କରିବାକୁ ପ୍ରୟାସ
ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର ଉଚିତ୍ ମୂଲ୍ୟ। ବିକ୍ରି ଲାଗି ସ୍ବତନ୍ତ୍ର ବଜାର ନାହିଁ। ସରକାରୀ ସହାୟତା ମିଳିବା...
Archives


