ଆମ ଜିଲା ଖବର

ଦୁଇ ଗୋଷ୍ଠୀ ମୁହାଁମୁହିଁ

ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନଆରଇଜିଏସ୍‌)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍‌ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ କରିଛନ୍ତି।…

ନିର୍ବାଚନ ହେବ,ଫଳ ଘୋଷଣା ହେବନି: ହାଇକୋର୍ଟ

ହାଟଡିହୀ,୩।୪(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ୧୧ା୩ା୨୨ରେ ନାଏବ ସରପଞ୍ଚ ନିର୍ବାଚନ ହେବାକୁ ଦିନ ଧାର୍ଯ୍ୟ ହୋଇଥିଲା। ସେଥି ମଧ୍ୟରୁ ୨୮ ପଞ୍ଚାୟତରେ ପ୍ରାର୍ଥୀମାନେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଥିଲେ। ଶଢା ଓ ମରୈଗଁା ପଞ୍ଚାୟତରେ ଅନୁଷ୍ଠିତ ନିର୍ବାଚନରେ ପ୍ରତିଦ୍ବନ୍ଦ୍ୱିତା…

ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ

ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି। ସମସ୍ୟା…

ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା ଅନୁଗୋଳ…

ପାନୀୟ ଜଳଯୋଗାଣ ନିଶ୍ଚିତ କର

ଢେଙ୍କାନାଳ ଅଫିସ, ୩।୪ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାସ୍ତରୀୟ ଜଳ ଓ ପରିମଳ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପାନୀୟଜଳ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀ…

ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା

ବଇଣ୍ଡା/କଣିହଁା(ଡି.ଏନ୍‌.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା ଜଣାଉଥିଲେ ମହିଳା। ଅନୁଗୋଳ ଜିଲା ମହୋତ୍ସବ ପାଇଁ ଶନିବାରଠାରୁ ଆରମ୍ଭ ହୋଇଥିବା ମଶାଲ ଶୋଭାଯାତ୍ରାକୁ…

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର ଅଞ୍ଚଳବାସୀ, ଫାର୍ମ ମାଲିକ ଏବଂ ପ୍ରଶାସନ ମଧ୍ୟରେ ତ୍ରିପାକ୍ଷିକ ବୈଠକ ବସିଥିଲେ ମଧ୍ୟ କୌଣସି…

୧୫ରୁ ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା

ତାଳଚେର, ୩।୪(ନି.ପ୍ର.) ଦୀର୍ଘ ଦୁଇବର୍ଷ ପରେ ଅନୁଷ୍ଠିତ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ବରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା। କରୋନା ପ୍ରକୋପ ନ ଥିବାରୁ ଚଳିତବର୍ଷ ପାରମ୍ପରିକ ନୀତି ଅନୁଯାୟୀ ଯାତ୍ରା ଏବଂ ଏବଂ ୧୮ତମ ଲୋକମହୋତ୍ସବ ଆୟୋଜନ କରାଯିବ।…

ଗଛ ତଳେ, ବାରଣ୍ଡାରେ ପଢ଼ିଲେ ପିଲା

ଖୋର୍ଦ୍ଧା ଅଫିସ/ନିରାକାରପୁର, ୩।୪(ଡି.ଏନ୍‌.ଏ.)କରୋନା ସଂକ୍ରମଣ ନିୟନ୍ତ୍ରଣ ପରେ ବିଦ୍ୟାଳୟ ଖୋଲିଥିବା ବେଳେ ଅବ୍ୟବସ୍ଥା ଦେଖାଦେଇଛି। ସ୍କୁଲ ମିଶ୍ରଣକୁ ବିରୋଧ କରି ଗୋଟିଏ ସ୍କୁଲର ଛାତ୍ରୀଛାତ୍ର ଏକ ମନ୍ଦିର ପରିସର ଗଛତଳେ ପାଠ ପଢୁଥିବା ବେଳେ ଅନ୍ୟ ଏକ ସ୍କୁଲର ପିଲାମାନେ ବିଦ୍ୟାଳୟ…

ପୋଲିସକୁ ମାମୁ ଡାକିବାରୁ ଛାତ୍ରଙ୍କୁ ମାଡ଼

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ପୋଲିସକୁ ମାମୁ ଡାକିବା ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ମହାଙ୍ଗା ପଡ଼ିଛି। ଏନେଇ ତାଙ୍କୁ ଜଣେ ପୋଲିସ ଅଧିକାରୀ ନିସ୍ତୁକ ମାଡ଼ ମାରିଛନ୍ତି। ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତାରୋକୋ କରାଯାଇଥିଲା।କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଏଏସ୍‌ଆଇ ଭଗବାନ…

ଅଫିସ୍‌ରେ ପଶି ପଟ୍ଟାମୁଣ୍ଡାଇ ତହସିଲଦାରଙ୍କୁ ମାଡ଼

ପଟ୍ଟାମୁଣ୍ଡାଇ,୩।୪(ସ୍ବ.ପ୍ର.): ଚାଷ ଜମି ପାଖରେ ବେଆଇନ ଇଟାଭାଟି ନିର୍ମାଣକୁ ବିରୋଧ କରି ଚାଷୀମାନେ ତହସିଲଦାରଙ୍କୁ ବାରମ୍ବାର ଜଣାଇଥିଲେ । ହେଲେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା । ଶନିବାର ଚାଷୀମାନେ ତହସିଲ ଅଫିସରେ ପଶି ତହସିଲଦାରଙ୍କୁ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ପୁରୀ ଅଫିସ,୩।୪: ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ମିଳିଛି। ତାଙ୍କ ନିଯୁକ୍ତି ସମ୍ପର୍କରେ ଶନିବାର ରାତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି । ୧୯୯୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?