ଆମ ଜିଲା ଖବର

ସୁନା ଦୋକାନୀଙ୍କୁ ଉଠାଇନେଲା ଆନ୍ଧ୍ର ପୋଲିସ, ଜାଣନ୍ତୁ କାହିଁକି…

ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା – ଛଣମେରି ଗାଁ ରାସ୍ତାରେ ଥିବା ଶ୍ରୀ ଦୁର୍ଗା ଜୁଏଲର୍ସର ମାଲିକଙ୍କୁ ଗୁରୁବାର ଆନ୍ଧ୍ରପ୍ରଦେଶ କାଶୀବୁଗା ଥାନାର ସତନ୍ତ୍ର ପୋଲିସ ଉଠାଇ ନେଇଥିବା ଜଣାପଡିଛି। ସୁନା ବ୍ୟବସାୟୀ ଜଣଙ୍କ ହେଲେ…

ମାସେ ହେଲାଣି ଦେଓଗାଁ ଅଞ୍ଚଳରେ ହିଂସାଜନକ ପରିସ୍ଥିତି: ଶାନ୍ତି ଫେରାଇ ଆଣିବାକୁ…

ବଲାଙ୍ଗୀର,୬।୧୧(ସୁନୀଲ କୁମାର ମହାନ୍ତି): ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ସଂଗଠନ  ପକ୍ଷରୁ ବଲାଙ୍ଗୀର କୃଷି ଭବନ ସମ୍ମିଳନୀ କକ୍ଷଠାରେ ଗୁରୁବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର ଦେଓଗାଁ ଅଞ୍ଚଳରେ ଦୀର୍ଘ ଏକ ମାସ ଧରି ଲାଗି ରହିଥିବା…

ନଦୀରେ ଓଲଟିଲା ଡଙ୍ଗା: ୨ ଦିନ ହେଲା ମିଳୁନି ନାବାଳକଙ୍କ ପତ୍ତା

ରାଉରକେଲା,୬।୧୧(ସଙ୍ଗୀତା ଜେନା): କୋଏଲ ନଦୀର ହମିରପୁର ପସରା ଘାଟରେ ଏକ ଡଙ୍ଗା ଓଲଟି ପଡିବାରୁ ଜଣେ ନାବାଳକ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। ତାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ…

ସକାଳୁ ଶୋଇଥିବାବେଳେ ଘର ଉପରକୁ ମାଡ଼ିଗଲା ଲକ୍ଷ୍ମୀ ବସ୍‌, ଆଉ ତା’ପରେ…

ଥୁଆମୂଳ ରାମପୁର,୬।୧୧-(ଦୁର୍ଗା କୀର୍ତ୍ତି): ପୂର୍ବ ବିଜେଡି ସରକାରଙ୍କ ଶାସନ ସମୟରେ ଲୋକଙ୍କ ଗମନାଗମନର ସୁବିଧା ସୁଯୋଗ ଆଖିଆଗରେ ରଖି ଲକ୍ଷ୍ମୀ ବସ୍‌ ଚଳାଚଳ ବ୍ୟବସ୍ଥା କରି ଏକ ଘରୋଇ କମ୍ପାନୀକୁ ହସ୍ତାନ୍ତର କରାଯାଇଥିଲା। ହେଲେ ଏହି ଲକ୍ଷ୍ମୀ ବସ୍‌ କେବେ କେଉଁଠି…

ହରିଡ଼ାପାଟୁରେ ଜ୍ୱର ଆତଙ୍କ: ୨୦ରୁ ଉର୍ଦ୍ଧ ବ୍ୟକ୍ତି ଆକ୍ରାନ୍ତ, ତୁରନ୍ତ ଚିକିତ୍ସା ପାଇଁ ଦାବି…

ପାତ୍ରପୁର, ୬।୧୧(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ଆଦିବାସୀ ଅଧୁଷିତ ବୁରାତାଲ ପଂଚାୟତ ହରିଡ଼ାପାଟୁ ଗ୍ରାମରେ ଦଶ ଦିନ ହେଲା ଜ୍ୱର ଆତଙ୍କ ଦେଖାଦେଥିବା ଅଭିଯୋଗ ହୋଇଛିି । ଗ୍ରାମରେ ପ୍ରଥମେ କିଛି ବ୍ୟକ୍ତିଙ୍କୁ ଥଣ୍ଡା, କାଶ ସହ ଜ୍ୱର ହୋଇଥିବା…

ସାଙ୍ଗମାନଙ୍କ ସହ ଗପୁଥିବା ବେଳେ ଆକ୍ରମଣ: ଲୁହାଛଡ଼ ସହ ବାଇକ ଜବତ ପରେ ଅଭିଯୁକ୍ତ… 

ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମର କୃଷ୍ଣ ଗୌଡ଼ଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ବମକେଇ ପଞ୍ଚାୟତ ରାଇଗୁଡ଼ା ଗାଁର ଅଭିଯୁକ୍ତ ଅବିନାଶ ଜାନି ଓରଫ ବାବୁନାଙ୍କୁ ପୋଲିସ…

‘ଲୁକ୍କାୟିତ ପ୍ରତିଭାକୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟ’

ଭଞ୍ଜନଗର,୬ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପକ୍ଷରୁ ଗୁରୁବାର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଜାତୀୟ ଏକତା ଉପରେ ଜିଲାସ୍ତରୀୟ ପ୍ରତିଯୋଗିତା ହୋଇଯାଇଛି।ଏଥିରେ ଅଞ୍ଚଳର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିଲେ। ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରତିଭାମାନଙ୍କୁ…

ଘରେ ପଶି ଡ଼କାୟତି ପରେ ଖଣ୍ଡାରେ ହାଣି ହୋଇଯାଇଥିଲେ ଫେରାର, ୨ ବର୍ଷ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା…

ଦିଗପହଣ୍ଡି,୬।୧୧(ଅଶେଷ ନାଥ ମିଶ୍ର): ଡକାୟତି ଓ ହତ୍ୟାଉଦ୍ୟମ ମାମଲାରେ ୨ ବର୍ଷ ଧରି ଫେରାର ଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତ କୁମରଡ଼ା ଗ୍ରାମର ପେସାଦାର ଅପରାଧୀ ଲକ୍ଷ୍ମୀଦତ୍ତ ପ୍ରଧାନ ଓରଫ କାଳୁଙ୍କୁ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜୟନାଥ…

ନୂଆପଡ଼ା ଉପନିର୍ବାଚନ: ମକ୍‌ ପୋଲ୍‌ କଲେ ପ୍ରିଜାଇଡିଂ ଅଫିସର

ନୂଆପଡ଼ା,୬ା୧୧(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଗରୁ ତାଲିମ ଗ୍ରହଣ କରିପାରି ନ ଥିବା ଏବଂ ଅସୁସ୍ଥ ଥିବା ପ୍ରିଜାଇଡିଂ ଓ ପୋଲିଂ ଅଫିସରଙ୍କୁ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପ୍ରଦାନ କରାଯାଇଛି। ସ୍ଥାନୀୟ ସଦ୍‌ଭାବନା ସମ୍ମିଳନୀ କକ୍ଷରେ ଏହି…

ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ବିଜେଡିକୁ ବଡ ଝଟ୍‌କା, ହାଇକୋର୍ଟ ଦେଲେ ବଡ଼ ରାୟ…

ରାୟଗଡ଼ା,୯।୧୦(ଆଶିଷ ରଞ୍ଜନ ପଣ୍ଡା): ନୂଆପଡ଼ା ବିଧାୟକଙ୍କ ମୃତ୍ୟୁ ପରେ ନଭେମ୍ବର ୧୧ ତାରିଖରେ ଉପନିର୍ବାଚନରେ ବିଜେଡି ଦଳ ପାଇଁ ଏହା ଏସିଡ ଟେଷ୍ଟ ହୋଇଥିବା ବେଳେ ବିଜେଡିକୁ ଆଉ ଏକ ଝଟ୍‌କା ଲାଗିଛି । ଯାହା ନୂଆପଡ଼ା ନିର୍ବାଚନ ଉପରେ ପ୍ରଭାବ…

ନବୀନଙ୍କୁ ଏ କ’ଣ କହିଦେଲେ ମୁଖ୍ୟମନ୍ତ୍ରୀ? ନୂଆପଡ଼ାରୁ ସିଧା ଟାର୍ଗେଟ ପରେ ରାଜନୀତିରେ ଚହଳ 

ନୂଆପଡ଼ା,୬।୧୧: ନୂଆପଡ଼ା ଉପନିର୍ବାଚନକୁ ନେଇ ସରଗରମ ରାଜନୀତି। ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ବୟାନବାଜି ଜୋରଦାର ହୋଇଛି। ଏମିତିରେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧା ଟାର୍ଗେଟ କରିଛନ୍ତି। ଗୁରୁବାର ଏଠାରେ ପ୍ରଚାର ସମୟରେ…

ନୂଆପଡାରେ ବଡ଼ ଘୋଷଣା କରିଦେଲେ ମୁଖ୍ୟମନ୍ତ୍ରୀ! ଜୟ ଢୋଲକିଆ ଜିତିଲେ…

ନୂଆପଡା,୬।୧୧: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ ଶୋ’ କରିଛନ୍ତି। ଏହି ସମୟରେ ବିରାଟ ଜନସଭାକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କରି କହିଛନ୍ତି, ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି।ପୂର୍ବରୁ କେବେ ଏତେ ଜନସମାଗମ କେହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri