୪ ଦିନରେ ୩ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ଘରେ ପହଞ୍ଚିଲେ…
ଅମରପାଲି, ୧।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ବିଭିନ୍ନ ଗ୍ରାମରେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟ ବିଭାଗୀୟ ଟିମ ସେମାନଙ୍କ ଘରେ ପହଞ୍ଚି ସ୍ଥିତି ନିରୀକ୍ଷଣ କରିବା ସହିତ ମୃତ୍ୟୁର କାରଣ ତଦନ୍ତ…
ଧରିତ୍ରୀ ପ୍ରଭାବ: ଟ୍ରାଫିକ ପୋଷ୍ଟରେ ଛପର ନିର୍ମାଣ
ନୂଆପଡ଼ା,୧ା୫ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଗତ କିଛିଦିନ ହେଲା ପାରଦ ଉପରମୁହାଁ ହେବାରେ ଲାଗିଛି ା ଏପରି ସମୟରେ ସହରର ପ୍ରମୁଖ ଏକତା ଛକଠାରେ ଥିବା ଟ୍ରାଫିକ ପୋଷ୍ଟରେ ଅପେକ୍ଷା କରିବା ଯାନବାହାନ ଚାଳକଙ୍କ ପାଇଁ ଅସହ୍ୟ ବୋଧ ହେଉଛି। ଏଠାରେ…
ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଚମତ୍କାର ପ୍ରଦର୍ଶନ: ସଂସ୍କୃତି ଟପ୍ପର
ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ସଦ୍ୟ ପ୍ରକାଶ ପାଇଥିବା +୩ କଳା, ବିଜ୍ଞାନ ଓ ବାଣିଜ୍ୟ ଶେଷବର୍ଷ ପରୀକ୍ଷାଫଳରେ ବରଗଡ଼ର ବିକାଶ ଡିଗ୍ରୀ କଲେଜ ଛାତ୍ରୀଛାତ୍ର ଉତ୍କୃଷ୍ଟ ପ୍ରଦର୍ଶନ କରିଛନ୍ତି। ଉକ୍ତ କଲେଜର ୧୮ଜଣ ଛାତ୍ରୀଛାତ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶଜଣଙ୍କ…
ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…
ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଲିଆ ସିଂଙ୍କ ବଡ଼ ପୁଅ…
‘କର୍ମ ହିଁ ମାନବ ଜୀବନର ମାନଦଣ୍ଡ’: ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ…
ଦିଗପହଣ୍ଡି,୩୦|୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ପିଏମଶ୍ରୀ ସାନଖେମୁଣ୍ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଗୁରୁବାର ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଆୟୋଜିତ…
ବରଗଡ଼ରେ ଜିଲା ନୋଡାଲ ଅଧିକାରୀ: ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା
ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଇନିଂ କର୍ପୋରେସନ ଏବଂ ଇସ୍ପାତ ଓ ଖଣି ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରଗଡ଼ ଜିଲା ନୋଡାଲ ଅଧିକାରୀ ସୁଧାଂଶୁ ମୋହନ ସାମଲ ଗୁରୁବାର ୨ଦିନିଆ ବରଗଡ ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ,କୃଷିକ୍ଷେତ୍ର,…
କାଳବୈଶାଖୀ ମାଡ଼ରେ ଯାତ୍ରା ଫିକା, ବିଧାୟକଙ୍କ ଦ୍ୱାରା ‘କବି ସମ୍ରାଟ ରଙ୍ଗମଞ୍ଚ’ ଉଦଘାଟିତ
ଭଞ୍ଜନଗର,୩୦/୪(ବାବୁଲା ପ୍ରଧାନ)-ପୂର୍ବ ଯାତ୍ରା ଅପେକ୍ଷା ଚଳିତ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। କିନ୍ତୁ ବିଗତ ୩ ଦିନ ହେବ ସନ୍ଧ୍ୟା ସମୟରେ ହିଁ ଭଞ୍ଜନଗର ଅଞ୍ଚଳରେ…
ଅବସର ନେଲେ କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀଙ୍କୁ…
ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ଗୁରୁବାର ଚାକିରୀ ଜୀବନରୁ ଅବସର ନେଇଛନ୍ତି। ଏହାପୂର୍ବରୁ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ଏହାର ଦାୟିତ୍ବକୁ ସେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କହଁରଙ୍କୁ ହସ୍ତାନ୍ତର କରିଛନ୍ତି।…
ମହଙ୍ଗା ପଡିଲା ନିଜ ପିଅନଙ୍କଠାରୁ ଲାଞ୍ଚ ନେବା, ତହସିଲର ବରିଷ୍ଠ କିରାଣୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ
ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଏମ .ରାମପୁର ତହସିଲର ପୂର୍ବତନ ବରିଷ୍ଠ କିରାଣୀ ହିମାଦ୍ରୀ କୁମାର ପଣ୍ଡା ଗତ ୨୦୧୪ ମସିହାରେ ନିଜ ପିଅନଠୁ ଲାଞ୍ଚ ନେବା ମାମଲାରେ ଗୁରୁବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା ଭିଜିଲାନ୍ସ…
ରାଗ ରଖି ଛୁରୀରେ ବେକ କାଟି ହତ୍ୟା: ଆସିଲା ମାମଲାର ରାୟ,ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ
ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ଗତ ୨୦୨୪ ରେ ହୋଇଥିବା ଏକ ବର୍ବର ହତ୍ୟାକାଣ୍ଡ ମାମଳାର ରାୟ ଗୁରୁବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଓ ଦୌରା ଜଜ୍ ଅନୁପ ରଞ୍ଜନ ପଟ୍ଟନାୟକ…
ଶ୍ରମିକ କର୍ମଚାରୀମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦ: ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ ପକ୍ଷରୁ ବିକ୍ଷୋଭ
ଦେବଗଡ,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଖର୍ଚ୍ଚକାଟ ନାମରେ ଶ୍ରମିକ କର୍ମଚାରୀ ମାନଙ୍କୁ ଛଟେଇ କରିବା ନିଷ୍ପତ୍ତିର ପ୍ରତିବାଦରେ ପଶ୍ଚିମ ଓଡିଶା ବିଦ୍ୟୁତ ଶ୍ରମିକ ମହାସଂଘ , ଦେବଗଡ ଜିଲା ଶାଖା ପକ୍ଷରୁ ଗୁରୁବାର ଟିପିଡବ୍ଲୁଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।…
କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…
କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା ଅନୁଭୁତ ହୋଇଥିଲା। ଫଳରେ ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ଚାଲିଆସିଥିଲେ। ଅନ୍ୟପକ୍ଷେ…

