ଆମ ଜିଲା ଖବର

ପିଲାଖେଳରୁ ଗଣ୍ଡଗୋଳ: ଆକ୍ରମଣରେ ଶିଶୁକନ୍ୟାର ଜୀବନ ଗଲା

ସମ୍ବଲପୁର,୯ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପିଲାଖେଳକୁ ନେଇ ଗଣ୍ଡଗୋଳ ଘଟିବାରୁ ଏଥିରେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏହି ଘଟଣା ଘଟିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ...

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଘରୁ ଉଠାଇ ନେଇଛି। ଅଭିଯୁକ୍ତ ଜଣକ ପାଟପୁର ଥାନା ସିଙ୍ଗପୁର ଗ୍ରାମର ସୁରେନ୍ଦ୍ର...

ବଦଳିଗଲା ରବିବାର ନିୟମ: ଆସନ୍ତାକାଲି ବିଦ୍ୟାଳୟରେ ହେବ ପାଠପଢ଼ା

ବାଲିଗୁଡ଼ା,୯।୧(ଡି.ଏନ୍‌.ଏ.): ସାଧାରଣତଃ ରବିବାର ସ୍କୁଲ, କଲେଜ ସମେତ ରାଜ୍ୟ ଓ କେନ୍ଦ୍ର ସରକାର ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଥିବା ବେଳେ କେତେକ ସ୍ଥାନରେ ବେସରକାରୀ ଅନୁଷ୍ଠାନ ଖୋଲା ରହିଥାଏ। ମାତ୍ର ଚଳିତବର୍ଷ  ରବିବାରରେ ପାଠପଢ଼ା ହେବ। ଆସନ୍ତାକାଲି...

ଘର ଭିତରକୁ ମାଡିଗଲା କାର୍‌: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର

ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ...

ମିଳୁନି ଲାଭ, ତଥାପି ଛାଡି ହେଉନି ବୃତ୍ତି

ରୂପ୍‌ସା,୯।୧: ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ହେଉଛି ଆମର କୌଳିକ ବୃତ୍ତି। ଅଧିକ ଲାଭ ମିଳୁ ନ ଥିଲେ ବି ବୃତ୍ତିକୁ ଛାଡ଼ି ହେଉନି। ପୁରୁଷ ପୁରୁଷ ଧରି ଏହି ବୃତ୍ତିକୁ ଅପଣାଇ ଦୟନୀୟ ପରିସ୍ଥିତିରେ...

ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ ଚାଲାଣ। ବର୍ତ୍ତମାନ ଓରକେଲ ପୋଲିସ ଏଭଳି ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ...

କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା

କୋରୁକୋଣ୍ଡା,୯।୧(ଡି.ଏନ୍‌.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୀଳାକାମ୍ବେରୁ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। କରୋନା...

ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ...

ଜିଇବାର ରାହା ଖୋଜୁଛନ୍ତି ସବ୍‌ନମ୍‌: ଦୁଇ କିଡ୍‌ନୀ ନଷ୍ଟ, ଚିକିତ୍ସା ପାଇଁ ସମ୍ବଳ ନାହିଁ

ପିପିଲି, ୯।୧(ସ୍ବ.ପ୍ର.): ପୁରୀ ଜିଲା ପିପିଲି ପୌରାଞ୍ଚଳ ଅଧୀନ ଭବାନୀପୁର ୮ନଂ. ୱାର୍ଡର ବାସିନ୍ଦା ହେଉଛନ୍ତି ସବ୍‌ନମ୍‌(୨୬)। ତାଙ୍କର ଦୁଇଟିଯାକ କିଡ୍‌ନୀ ନଷ୍ଟ ହୋଇଯାଇଛି। ତାଙ୍କ ଚିକିତ୍ସାରେ ଅର୍ଥାଭାବ ବାଧକ ସାଜିଛି। ସ୍ବାମୀ ପରିତ୍ୟକ୍ତା ସବ୍‌ନମ୍‌ ଏବେ ନିଜ ବୃଦ୍ଧ...

ବଣାଇଁ-ଟେନ୍ସା-ବରସୁଁଆ ରାସ୍ତାରେ ହାତୀ: ଶୁଣ୍ଢ ବଢାଇ ମାଗୁଛି ଖାଦ୍ୟ

ବଣାଇଁ, ୯।୧ (ସ୍ବ.ପ୍ର.): ବଣାଇଁ ବନଖଣ୍ଡର ଟେନ୍ସା-ବରସୁଁଆ ରାଜ ରାସ୍ତାରେ ଏକ ହାତୀକୁ ଗତ କିଛିଦିନ ହବ ଦେଖିବାକୁ ମିଳୁଛି। ହାତୀଟି ଗାଡିଗୁଡିକୁ ଅଟକ ରଖି ଖାଦ୍ୟ ଅନ୍ବେଷଣରେ ଚାଳକମାନଙ୍କ ନିକଟକୁ ଯାଇ ଶୁଣ୍ଢ ବଢାଇ ଖାଦ୍ୟ ମାଗୁଥିବା ଦେଖିବାକୁ...

ଦୁର୍ଗାଦେବୀ ସାହିରୁ ଚୋରି ଉଦ୍ୟମ, ଥାନାରେ ଏତଲା

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ. ୩ ଦୁର୍ଗାଦେୀ ସାହିର ବିଶ୍ୱନାଥ ପାଢ଼ୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ପଣ୍ଡ ହୋଇଥିଲା। ଏ ନେଇ ଶନିବାର ବିଶ୍ୱନାଥ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।...

ନିଆଁ ଲାଗି ପୋଡ଼ିଗଲା ୧ହଜାରରୁ ଊର୍ଦ୍ଧ୍ୱ ଧାନ ବସ୍ତା

ଭଦ୍ରକ ଅଫିସ,୯।୧ – ଭଦ୍ରକ ଜିଲା ଚାନ୍ଦବାଲି ଶାସ୍ତ୍ରୀ ନଗରରେ ଶୁକ୍ରବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୨ଟି ଧାନ ଗୋଦାମ ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗି ଯିବା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ଭିଭାଗକୁ ଖବର ଦେଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri