ଗଞ୍ଜାମ ଏନ୍ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ
ଗଞ୍ଜାମ,୯।୧(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସି ଅଞ୍ଚଳରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ ଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି l ଠିକା ନେଇଥିବା ସଂସ୍ଥାର ବେପରୁଆ ନୀତି ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସହର ସାରା କୁଢ଼କୁଢ଼ ଅଳିଆ...
ବନ୍ୟଜନ୍ତୁ, ପକ୍ଷୀ ପ୍ରେମରେ ପରିବାରର ୪ ସଦସ୍ୟ
ପାରାଦୀପ, ୯।୧(ସ୍ବ.ପ୍ର.): ବନ୍ୟପ୍ରାଣୀ ଓ ପକ୍ଷୀ ବହୁ ସମୟରେ ଶିକାରୀମାନଙ୍କ ଶିକାର ହେଉଥିବା ବେଳେ ସେମାନଙ୍କ ସୁରକ୍ଷା ପ୍ରତି ଲୋକେ ଯତ୍ନବାନ ହେଉନାହାନ୍ତି। ଏପରିସ୍ଥଳେ ଜଗତ୍ସିଂହପୁର ଜିଲାର ପାରାଦୀପର ଗୋଟିଏ ପରିବାରର ୪ ଜଣ ସଦସ୍ୟ ବନ୍ୟଜନ୍ତୁ ସଂରକ୍ଷଣ ଓ...
ଖଣ୍ଡୁଆଳି କଣ୍ଟେନ୍ମେଣ୍ଟ ଜୋନ୍
ଖୁଣ୍ଟୁଣୀ,୯।୧(ଡି.ଏନ୍.ଏ.): ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗ୍ରାମରେ ଶୁକ୍ରବାର ୧୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ଆଠଗଡ଼ ଉପଜିଲାପାଳ ଅଜାମ୍ବର ମହାନ୍ତି ଶନିବାର ସକାଳ ୬ଟାରୁ ଶୁକ୍ରବାର ସା ୬ଟା ପର୍ଯ୍ୟନ୍ତ ଏହି...
ଓଭରଲୋଡିଂ ମୋରମ ପରିବହନ, ଦବୁଛି ରାସ୍ତା
ଯାଜପୁର ଅଫିସ,୯।୧: ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଅନତି ଦୂର ଯାଜପୁର ତହସିଲ ଅଧୀନ ବୈତରଣୀ ନଦୀର ଦେବୀଗୌଡ଼ା ଘାଟରୁ ମେଶିନ ଲଗାଇ ବାଲି ଉତ୍ତୋଳନ ହେଉଛି। ଏହାକୁ ପୁଣି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦେଇ ହାଇୱା ଗାଡ଼ି ଯୋଗେ ଓଭରଲୋଡିଂ ପରିବହନ...
ମଣ୍ଡିରେ ପଡ଼ି ରହିଛି ଧାନ, ଚିନ୍ତାରେ ଚାଷୀ
ନାକଟିଦେଉଳ,୯।୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ମଣ୍ଡିରେ ଟାର୍ଗେଟ ନ ଥିବାରୁ ଚାଷୀମାନଙ୍କ ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଧାନ ବିକି ପାରି ନ ଥିବା ଚାଷୀମାନେ ଏବେ...
ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ଦେଖିଲେ କୁଳପତି
ଚଣ୍ଡିଖୋଲ, ୯ା୧(ଡ଼ି.ଏନ.ଏ): ବଡ଼ଚଣା ବ୍ଲକ୍ ଅନ୍ତର୍ଗତ ସିହାଠାରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ପରିସରରେ ଶୁକ୍ରବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ...
ଜାନୁୟାରୀ ଶେଷ ପର୍ଯ୍ୟନ୍ତ ପୂର୍ବଭଳି କୋର୍ଟ ଚାଲିବ
କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ। ହାଇକୋର୍ଟ ପକ୍ଷରୁ ଅନୁଷ୍ଠିତ ଫୁଲ୍କୋର୍ଟରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ନିମ୍ନ ଅଦାଲତ...
୬୬୦ ମିଲିୟନ ଟନ୍ ଉତ୍ତୋଳନ ଲକ୍ଷ୍ୟଧାର୍ଯ୍ୟ
ତାଳଚେର,୯ା୧(ନି.ପ୍ର.): ଦେଶରେ ସର୍ବାଧିକ କୋଇଲା ଉପତ୍ାଦନ କରୁଥିବା କୋଲ୍ ଇଣ୍ଡିଆ ଲିମିଟେଡ (ସିଆଇଏଲ୍) ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ୬୬୦ ମିଲିୟନ ଟନ୍ କୋଇଲା ଉତ୍ତୋଳନ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଛି। କମ୍ପାନୀ ଗତ ଡିସେମ୍ବର ଶେଷ ସୁଦ୍ଧା ୪୦୫ ମିଲିୟନ...
୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ
ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍ ଗାଇଡ୍ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ...
ଅଭିଭାବକଙ୍କ ଜିଦ୍, ସାନିଟାଇଜ୍ ହେଲା ସ୍କୁଲ
ପାତ୍ରପୁର,୯ା୧(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ସ୍କୁଲ ଶୁକ୍ରବାର ଖୋଲିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ସ୍ଥିତ ପରାଙ୍କୁଶ ବିଦ୍ୟାପୀଠକୁ ୮୩ଜଣ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସକାଳ ୧୦ଟାରେ ଆସିଥିଲେ। ସେମାନଙ୍କ ସହ କେତେଜଣ...
ନକଲି ଚେକ୍ରେ ବ୍ୟାଙ୍କରୁ ୨.୮୭ କୋଟି ଠକେଇ
ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିଏମ୍ପି ଆଣ୍ଡ୍ ସନ୍ସ କନଷ୍ଟ୍ରକ୍ସନ ପ୍ରାଇଭେଟ୍ ଲିମିଟେଡ୍ର ମୁଖ୍ୟ...
ଅଡୁଆରେ ଧର୍ମଶାଳା ବିଧାୟକ, ଯନ୍ତ୍ରୀ
ଯାଜପୁର ଅଫିସ, ୯ା୧: ଯାଜପୁର ଜିଲାରେ ଗତ ଅଗଷ୍ଟରେ ହୋଇଥିବା ତିନିଦିନିଆ ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଥିଲା। ଏହି ସମୟରେ କେଲୁଅ ନଦୀବନ୍ଧର ବାମପାର୍ଶ୍ୱରେ ଘାଇ ସୃଷ୍ଟି ହୋଇଥିଲା। ଏଥିଯୋଗୁ...
Archives


