ଆମ ଜିଲା ଖବର

ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆର୍‌ସିସି ଓ…

ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପୀଡ଼ିତାଙ୍କୁ ମାଡ଼

ନୟାଗଡ଼ ଅଫିସ/ ରଣପୁର,୧ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାଠାରୁ ୫ କି.ମି. ଦୂର ଏକ ଗାଁରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରୁ ଟେକି ନେଇ ବଳାତ୍କାର କରାଯାଇଥିଲା। ଏ ସଂକ୍ରାନ୍ତରେ ଗାଁରେ ସଭା ବସିଥିଲା। ହେଲେ ପୀଡ଼ିତାଙ୍କୁ ନ୍ୟାୟ ନ…

ରେଳମନ୍ତ୍ରୀଙ୍କୁ ଭେଟିବା ପରେ ରହିବ ଟ୍ରେନ୍‌

ସମ୍ବଲପୁର,୩୧ା୩ (ବ୍ୟୁରୋ): ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି ଓ ଓଭରବ୍ରିଜ୍‌ ନିର୍ମାଣ ଦାବି ନେଇ ଜନଆନ୍ଦୋଳନ ଜାରି ରହିଛି। ଅଞ୍ଚଳବାସୀଙ୍କ ଦାବିକୁ ସମର୍ଥନ କରିଛନ୍ତି ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ଗୁରୁବାର ସେ ରେଳମନ୍ତ୍ରୀ ଅଶ୍ୱିନୀ…

କନ୍ୟାଶ୍ରମର ୨୬ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ

ଭବାନୀପାଟଣା,୩୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଦୁଲକିବନ୍ଦ ସରକାରୀ କନ୍ୟାଶ୍ରମର ୨୬ଜଣ ଛାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। କେଉଁ କାରଣରୁ ଏତେ ସଂଖ୍ୟକ ଛାତ୍ରୀ ଆକ୍ରାନ୍ତ ହେଲେ ସେ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି କରିଛି। ଖାଦ୍ୟରେ କିଛି ଅପମିଶ୍ରଣ ଯୋଗୁ…

ପରାଜୟ ସତ୍ତ୍ୱେ ରଖିଲେ ପ୍ରତିଶ୍ରୁତି

ମାଲକାନଗିରି,୩୧ା୩(ଡି.ଏନ.ଏ.): ନିକଟରେ ଶେଷ ହୋଇଥିବା ପୌର ନିର୍ବାଚନରେ ମାଲକାନଗିରି ପୌର ପରିଷଦରେ କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷ ପଦ ପାଇଁ ଲଢ଼ି ହାରିଯାଇଥିଲେ ସାମାଜିକ କର୍ମୀ ଜି. ଶ୍ରୀନିବାସ ରାଓ। ତେବେ ନିର୍ବାଚନରେ ପରାଜିତ ହୋଇଥିଲେ ମଧ୍ୟ ସେ ଦେଇଥିବା ପ୍ରତିଶ୍ରୁତି ପାଳନ…

ଶିକ୍ଷକଙ୍କୁ ପିଟିଲେ ଶିକ୍ଷୟିତ୍ରୀ

କାଲିମେଳା,୩୧ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପଗ୍ରେଡ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆରସିସି ଓ…

କାର୍ଯ୍ୟରେ ଅବହେଳା କରିବା ପଡିଲା ମହଙ୍ଗା

ଆନନ୍ଦପୁର,୩୧।୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାରେ କାର୍ଯ୍ୟରତ ଜଣେ କନିଷ୍ଠ ସହକାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେ ହେଲେ କମଳାକାନ୍ତ ଦିକ୍ଷୀତ। କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଜଣାପଡିଛି। ପରବତ୍ତର୍ର୍ୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ସସ୍‌ପେଣ୍ଡ କନିଷ୍ଠ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଗଠନ ହେଲା ଗୃହ କମିଟି

ପୁରୀ ଅଫିସ,୩୧।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗୃହ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି ଗଠନ ହୋଇଛି । ଏହି କମିଟିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରତାପ…

ବାରୁଣୀ ମେଳା ଆରମ୍ଭ, ବୁଡ ପକାଇଲେ ଶ୍ରଦ୍ଧାଳୁ

କେନ୍ଦୁଝର,୩୧।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ଗୋନାସିକାଠାରେ ବାରୁଣୀ ମେଳା ଗୁରୁବାର ଆରମ୍ଭ ହୋଇଛି। ଏହି ଅବସରରେ ଶତାଧିକ ଭକ୍ତ ଦେବକୁଣ୍ଡରେ ବୁଡ ପକାଇ ବ୍ରହ୍ମେଶ୍ୱର ମହେଶଙ୍କ ଦର୍ଶନ କରିଥିଲେ। ମହାଦେବଙ୍କ ଦର୍ଶନ ପାଇଁ ମନ୍ଦିର ଭିତରେ ଓ ବାହାରେ ଭକ୍ତଙ୍କ ଭିଡ…

୯ରେ କୋର୍ଟରେ ହାଜର ହେବେ ସୁମିତ୍‌ -ତପସ୍ବିନୀ

ବ୍ରହ୍ମପୁର ଅଫିସ,୩୧।୩: ଡାକ୍ତର ସୁମିତ୍‌ ସାହୁ-ତପସ୍ବିନୀ ଦାସଙ୍କ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଆସନ୍ତା ୯ ତାରିଖରେ ହାଜର ହେବା ଲାଗି ସ୍ତ୍ରୀ-ସ୍ବାମୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁମିତ୍‌ ନେଇଥିବା ଭଡ଼ା ଘରକୁ ଯାଇ ଉଭୟଙ୍କୁ ଭିଡିଓ ପ୍ରସ୍ତୁତି କରିବାକୁ…

୪୨ ଡିଗ୍ରୀ ଟପିଲା ଟିଟିଲାଗଡ଼

ଭୁବନେଶ୍ବର,୩୧।୩(ବ୍ୟୁରୋ): କିଛି ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗୁରୁବାର ଟିଟିଲାଗଡ଼ରେ ସର୍ବାଧିକ ୪୨.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏପରି କି ଫୁଲବାଣୀରେ ୧୯.୫ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଛି। ପଶ୍ଚିମ ଓଡ଼ିଶା ବଲାଙ୍ଗୀରରେ ୪୨.୫ ଡିଗ୍ରୀ…

ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ

ଖୋର୍ଦ୍ଧା ଅଫିସ,୩୧ା୩: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନକୁ ଖାରଜ ହୋଇଯାଇଛି। ଏହି ଆବେଦନକୁ ବାଣପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ ଖାରଜ କରିଦେଇଛନ୍ତି। ଲୋକ ଏବଂ ପୋଲିସ ଉପରେ ଗାଡ଼ି ଚଢ଼ାଇବା ଅଭିଯୋଗରେ ଗିରଫ ହୋଇଥିଲେ ପ୍ରଶାନ୍ତ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?