ଆମ ଜିଲା ଖବର

ଲୋକଙ୍କ ଦାବି ପୂରଣ ହେଲା, ଆଛୁଲିରେ ଖୋଲିଲା ପୋଷ୍ଟ ଅଫିସ

ପୁରୁଷୋତ୍ତମପୁର,୩୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲିରେ ଏକ ପୋଷ୍ଟ ଅଫିସ ପ୍ରତିଷ୍ଠା ଲାଗି ଦୀର୍ଘଦିନ ଧରି ଅଞ୍ଚଳବାସୀ ଦାବି କରି ଆସୁଥିଲେ। ଏନେଇ ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନଙ୍କୁ…

ଘରେ ପଶି ଶାଶୁ ବୋହୂଙ୍କ ଗଳା କାଟିଦେଲେ

ବଲାଙ୍ଗୀର ଅଫିସ/ଗୁଡଭେଲା, ୩୧।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ନୂଆପଡ଼ା ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି । ଗାଁର ଶୁଭ୍ରାଂଶୁ ମେହେରଙ୍କ ସ୍ତ୍ରୀ ଓ ବୃଦ୍ଧା ମାଁଙ୍କୁ କେହି ଘରେ ପଶି ନିର୍ମମ ଭାବେ ହତ୍ୟା…

୨ ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଜୟପୁର, ୩୧।୩ (ନି.ପ୍ର.): ୨ ନାବାଳିକା ବଳାତ୍କାର ମାମଲାର ବିଚାରକରି ଜୟପୁର ଆଡହକ ଅତିରିକ୍ତ ଦୌରା ଜଜ୍‌ ଓ ଫାଷ୍ଟ ଟ୍ରାକ୍‌ ସ୍ପୋଶାଲ କୋର୍ଟ ଜଜ୍‌ ପ୍ରଦୀପ ସାସମଲ ୨ଜଣ ଯୁବକଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ଆର୍ଥତ୍କ ଜରିମାନା…

ଶିକ୍ଷକ ନିଯୁକ୍ତି ପାଇଁ ବିଇଓଙ୍କୁ ଘେରିଲେ ଗ୍ରାମବାସୀ

ଗଞ୍ଜାମ,୩୧।୩(ଡି.ଏନ.ଏ.): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଶିକ୍ଷକ ସମସ୍ୟା ଲାଗିରହିଛି। ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେବା ସହ ବୁଧବାର ଗ୍ରାମର ମହିଳା ଓ ପୁରୁଷ ଗଞ୍ଜାମ…

ବନ୍ଧୁକ ମୁନରେ ଧମକ ଦେଇ ଯୁବକ ଗିରଫ

ଝରିଗାଁ,୩୧।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ଅଞ୍ଚଳା ଗ୍ରାମରେ ଜଣେ ନିଶାସକ୍ତ ବ୍ୟକ୍ତି ରାତିରେ ଜଣଙ୍କ ଘରକୁ ଯାଇ ବନ୍ଧୁକ ମୁନରେ ଧମକାଇଛନ୍ତି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କର ୨ ସହଯୋଗୀଙ୍କୁ ଅଟକ ରଖି…

ନିଖୋଜ ଝିଅକୁ ଖୋଜିବା ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ନବରଙ୍ଗପୁର,୩୧।୩ (ବି.ପ୍ର): ଝିଅ ନିଖୋଜ ନେଇ ବାରମ୍ବାର ଥାନାକୁ ଯିବା ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଏସ୍‌ଆଇ ଦୁର୍ବ୍ୟବହାର କରିବା ସହ ଧମକ ଦେଉଛନ୍ତି। ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୁଷୁରାବେଡ଼ା ଗ୍ରାମର ଅମରନାଥ ସିଂ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇ…

ବିଦ୍ୟାଳୟରେ ପାଣି ସମସ୍ୟା ଉତ୍କଟ

ଢେଙ୍କାନାଳ ଅଫିସ୍‌, ୩୧।୩: ଢେଙ୍କାନାଳ ପୌରାଞ୍ଚଳର ୧୯ନଂ. ୱାର୍ଡ ଅଧୀନ ସିମିଳିଆ ପ୍ରାଥମିକ ବିଦ୍ୟାଳୟରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ସ୍କୁଲରେ ପଢୁଥିବା ୧୬୧ ଛାତ୍ରୀଛାତ୍ର ଏହାଦ୍ୱାରା ପ୍ରଭାବିତ ହେଉଛନ୍ତି। ବିଶୁଦ୍ଧ ପାଣି ଅଭାବରୁ ଆଗକୁ ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ…

ଏସ୍‌ସିବିରେ ପୂର୍ବତନ ବିଧାୟକ ଜାକବଙ୍କ ଶରୀରରେ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୩୧।୩: ଏସ୍‌ସିବି ମେଡିକାଲ କଲେଜରେ ବୁଧବାର ଜି.ଉଦୟଗିରି ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଶରୀରରେ ୧୦୦ତମ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଇଛି। ସେ ରକ୍ତକର୍କଟ ରୋଗ ସହ ଏକାଧିକ ରୋଗରେ ଆକ୍ରାନ୍ତ ଥିବାରୁ ଗତ ୧୫ ତାରିଖରେ ସେ ଏସ୍‌ସିବି ମେଡିକାଲରେ…

ଭାରତ ବନ୍ଦ ପ୍ରଭାବରେ ବ୍ୟାଙ୍କ କାରବାରରେ ୭୦ କୋଟି କ୍ଷତି

ବ୍ରହ୍ମପୁର ଅଫିସ,୩୧।୩: ବ୍ରହ୍ମପୁର ସହରରେ ୨ ଦିନିଆ ଭାରତ ବନ୍ଦ ପ୍ରଭାବରେ ଜାତୀୟ ବ୍ୟାଙ୍କଗୁଡିକର କାରବାରରେ କ୍ଷତି ସହିବାକୁ ପଡିଛି। ଏହି ଦୁଇ ଦିନ ମଧ୍ୟରେ ବ୍ରହ୍ମପୁର ସହରରେ ଥିବା ବିଭିନ୍ନ ଜାତୀୟ ବ୍ୟାଙ୍କଗୁଡିକ କାରବାରରେ ପ୍ରାୟ ୬୦ରୁ ୭୦ କୋଟି…

୪ ଭାଇଙ୍କୁ ହତ୍ୟା ଘଟଣା, ଜେଲଗଲେ ୫ ଅଭିଯୁକ୍ତ

ହିଞ୍ଜିଳିକାଟୁ,୩୧।୩(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ଅନ୍ତର୍ଗତ ପିତଳ ଛକରେ ଗତ ୨୨ ତାରିଖ ରାତିରେ ସଂଘବଦ୍ଧ ଆକ୍ରମଣରେ ୪ ଭାଇଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ହିଞ୍ଜିଳି ପୋଲିସ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୫ ଜଣଙ୍କୁ ଗିରଫ…

ଆଇଆଇସିଙ୍କ ମୃତ୍ୟୁକୁ ପୋଲିସ ରୋକିପାରିନାହିଁ

ଭଞ୍ଜନଗର,୩୧।୩(ଡି.ଏନ.ଏ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଧିକାରୀ ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆସୁଛି। ବୁଧବାର ୩ଟି ଅଡିଓ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। ସେଥିରୁ ଯାହା ଜଣାପଡ଼ୁଛି ମୃତ୍ୟୁର…

ରାସ୍ତାରୋକୋ ପରେ ଆଲୁଅ ଜଳିଲା

ବାରିପଦା ଅଫିସ,୩୧।୩: ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାଙ୍କୁ ବାର୍ଷିକ ବିଦ୍ୟୁତ୍‌ ବିଲ୍‌ ପ୍ରଦାନରେ ବିଳମ୍ବ କରାଯିବା ଓ ବିଲ୍‌ ପୈଠ ନ କରିବାରୁ ବିଭାଗ ପକ୍ଷରୁ ସେମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଥିଲା। ଏହାର ପ୍ରତିବାଦରେ ବୁଧବାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?