ଆମ ଜିଲା ଖବର

ଢୁଢୁଆ ବାରୁଣୀ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଖୁଣ୍ଟା/କୁଆମରା,୩୧।୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଖୁଣ୍ଟା ନିକଟ ବାଲିଡ଼ିହା ଗ୍ରାମ ଦେଇ ପ୍ରବାହିତ ଗଙ୍ଗାହାର ନଦୀ କୂଳରେ ଥିବା ବାବା ଢୁଢେଶ୍ବର ମହାଦେବଙ୍କ ପୀଠରେ ମହାବାରୁଣୀ ସ୍ନାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଯାତ୍ରାରେ ଜିଲା, ଜିଲା…

ଜଳସେଚନ ବ୍ୟବସ୍ଥା ପ୍ରତି ଅଣଦେଖା

ନୟାଗଡ଼ ଅଫିସ,୩୧ା୩: କୃଷିପ୍ରଧାନ ଜିଲା ନୟାଗଡ଼ରେ ଜଳସେଚନର ସୁବିଧା ନାହିଁ । ନଦୀନାଳ ଘେରା ଏହି ଜିଲାରେ ଜଳସେଚନର ସୁବିଧା କରାଯାଇ ନ ଥିବାରୁ ବର୍ଷାଜଳ ହିଁ ଚାଷ ପାଇଁ ଭରସା ସାଜିଛି । ଜିଲାରେ ମହାନଦୀ, ବୃତ୍ତଙ୍ଗ ପରୀ ନଦୀ…

ପୋଲିସକୁ ଭୁଆଁ ବୁଲାଇଥିଲେ ଶର୍ମିଷ୍ଠା

ଭୁବନେଶ୍ୱର,(ବ୍ୟୁରୋ)/ କଟକ ଅଫିସ, ୩୧।୩: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ୫ ଦିନିଆ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା…

ଜମି ପଟ୍ଟାରେ ସଅର କାଟି ଶବର ଲେଖାଯାଉ

କଟକ ଅଫିସ,୩୧।୩: ଜମି ପଟ୍ଟାରେ ଶବର ଲେଖାଯିବା ପରିବର୍ତ୍ତେ ସଅର ଲେଖାଯାଇଛି। ରାଜ୍ୟ ସରକାରଙ୍କ ଏପରି ଭୁଲ୍‌ ଯୋଗୁ ଗରିବ ଆଦିବାସୀ ସେମାନଙ୍କ ଅଧିକାରରୁ ବଞ୍ଚିତ ହେଉଛନ୍ତି। ଏହାକୁ ବିରୋଧ କରି ବୁଧବାର ଇଂ. ଦେବାଶିଷ ହୋତାଙ୍କ ନେତୃତ୍ୱରେ ଢେଙ୍କାନାଳ ଜିଲାର…

ଅଲିଭ୍‌ରିଡ୍‌ଲେଙ୍କ ଗଣ ଅଣ୍ଡାଦାନ ଜାରି: ଚତୁର୍ଥ ଦିନରେ ୮୫, ୭୪୭ ଅଣ୍ଡା

ଗଞ୍ଜାମ,୩୧।୩(ଡି.ଏନ.ଏ.):ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଣରେ ବିରଳ ପ୍ରଜାତିର ସାମୁଦ୍ରିକ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ଜାରି ରହିଛି। ଚତୁର୍ଥ ଦିନରେ ରାତ୍ରି ସମୟରୁ ବୁଧବାର ସକାଳ ୮ଟା ମଧ୍ୟରେ ୮୫ ହଜାର ୭୪୭ ସାମୁଦ୍ରିକ କଇଁଛ ବେଳାଭୂମି ଉପରକୁ ଉଠିଆସି ସାମୂହିକ…

ଋଷିକୁଲ୍ୟାରେ ଶ୍ରଦ୍ଧାଳୁଙ୍କ ବାରୁଣୀ ସ୍ନାନ

ପୁରୁଷୋତ୍ତମପୁର,୩୧।୩(ଡି.ଏନ.ଏ.): ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀରେ ବୁଧବାର ମହାବାରୁଣୀ ସ୍ନାନ ଲାଗି ଦୁଇ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନା ଲାଗି ଦୁଇ ବର୍ଷ ହେଲା ମହାବାରୁଣୀ ସ୍ନାନ ବନ୍ଦ ରହିଥିଲା। ଲୋକେ…

ଗହୀରମଥାରେ ୫୪୦ ଡଲ୍‌ଫିନ୍‌

ରାଜନଗର, ୩୧ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଚଳିତବର୍ଷ ଡଲ୍‌ଫିନ୍‌ଙ୍କ ସଂଖ୍ୟା ଆଶାତୀତ ବୃଦ୍ଧି ପାଇଥିବା ରିପୋର୍ଟ ବନ ବିଭାଗ ପକ୍ଷରୁ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଏବଂ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ…

ନିର୍ବାଚନ ଅଧିକାରୀ ଦେଇଥିବା ଭୋଟ ନାକଚ ଦାବି

ବରୀ,୩୧ା୩(ଡି.ଏନ.ଏ.): ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିବାଦ ସୃଷ୍ଟି ହୋଇଛି। ଉକ୍ତ ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ପରାଜିତ ପ୍ରାର୍ଥିନୀ ଜ୍ୟୋତିର୍ମୟୀ ବେହେରା ସିଭିଲ ଜଜ୍‌ (ସିନିୟର ଡିଭିଜନ) ତଥା ନିର୍ବାଚନ ଟ୍ରିବ୍ୟୁନାଲ ଯାଜପୁରଙ୍କ ନିକଟରେ…

ମେଳାରୁ ପାଇଥିବା ଦେଢ଼ଲକ୍ଷ ଟଙ୍କାର ସୁନାହାର ଫେରାଇଲେ

କେନ୍ଦ୍ରାପଡ଼ା ଅଫିସ, ୩୧ା୩: ମଣିଷ ଭଲ କାମ କଲେ ପ୍ରଶଂସା ମିଳେ। ସବୁଠି ତାଙ୍କ ଉଦାରପଣିଆକୁ ନେଇ ଚର୍ଚ୍ଚା ହୁଏ। ସେମିତି ପ୍ରଶଂସା ସାଉଁଟିଛନ୍ତି କେନ୍ଦ୍ରାପଡ଼ା ସହର ବଡ଼ହାଟର ଗୌତମ ସାହୁ। ମେଳାରୁ ପାଇଥିବା ପ୍ରାୟ ଦେଢ଼ଲକ୍ଷ ଟଙ୍କା ମୂଲ୍ୟର ସୁନାହାର…

ରାମ୍‌କୋ ସିମେଣ୍ଟର ୨ ଅଧିକାରୀଙ୍କୁ ଜବାବ ତଲବ

ଯାଜପୁର ଅଫିସ,୩୧ା୩: କ୍ଷତିଗ୍ରସ୍ତ ଓ ପ୍ରଭାବିତ ଲୋକଙ୍କ ସ୍ବାର୍ଥକୁ ଭୁଲି ଶିଳ୍ପସଂସ୍ଥାଗୁଡ଼ିକ କେବଳ ନିଜ ଲାଭ ପାଇଁ ବ୍ୟଗ୍ର । ଏଥିପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଇ ଠକିବା ଅପେକ୍ଷା ସରକାରଙ୍କ ଦ୍ୱାରା ପ୍ରଣିତ ଜନଶୁଣାଣିକୁ ନ ମାନିବାକୁ ଉଚିତ ମଣୁଛନ୍ତି ।…

ବନ୍ଧୁକ ମୁନରେ ହେଲପରଙ୍କୁ ଅପହରଣ, ଟ୍ରକ୍‌ ଲୁଟ୍‌; ୪ ଗିରଫ

ବଡ଼ବିଲ,୩୦ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟୋ ନିକଟରୁ ବନ୍ଧୁକ ମୁନରେ ହେଲପରଙ୍କୁ ଅପହରଣ କରିବା ସହ ଏକ ୧୨ ଚକିଆ ଟ୍ରକ ଲୁଟ୍‌ ଅଭିଯୋଗରେ ପୋଲିସ ବୁଧବାର ସନ୍ଧ୍ୟାରେ ୪ ଜଣ ଝାଡ଼ଖଣ୍ଡ ଅପରାଧୀଙ୍କୁ ଗିରଫ କରି କୋର୍ଟ…

ଋଷିକୂଲ୍ୟାରେ ବୁଡ଼ ପକାଇଲେ ୨ ଲକ୍ଷରୁ ଅଧିକ ଭକ୍ତ

ପୁରୁଷୋତ୍ତମପୁର,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ ଅବସରରେ ଦୁଇ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନାକୁ ନେଇ ବାରୁଣୀ ସ୍ନାନ ଦୁଇ ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?