ଆମ ଜିଲା ଖବର

୧ରେ ପରୀକ୍ଷା ପେ’ ଚର୍ଚ୍ଚା

ଢେଙ୍କାନାଳ ଅଫିସ୍‌, ୩୦।୩ – ପରୀକ୍ଷାର୍ଥୀଙ୍କ ମନରେ ଉତ୍ସାହ ଭରିବା, ଚାପ ହ୍ରାସ କରିବା ଲାଗି ଆସନ୍ତା ଏପ୍ରିଲ ପହିଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ର ୫ମ ସଂସ୍କରଣ ଅନୁଷ୍ଠିତ ହେବ। ନୂଆଦିଲ୍ଲୀର ତାଲକୋଟରା ଷ୍ଟାଡିୟମ୍‌ରୁ ପ୍ରଧାନମନ୍ତ୍ରୀ…

ଏନ୍‌ଟିପିସିରେ ଧର୍ମଘଟ ସଫଳ

କଣିହାଁ ,୩୦।୩(ଡି.ଏନ.ଏ.) – ୧୨ ଦଫା ଦାବିରେ ୧୦ଟି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ଓ କର୍ମଚାରୀ ଫେଡେରେଶନ ପକ୍ଷରୁ ଦିଆଯାଇଥିବା ଦୁଇଦିନିଆ ଧର୍ମଘଟ ଡାକରାର ପ୍ରଭାବ କଣିହାଁସ୍ଥିତ ଏନ୍‌ଟିପିସିରେ ଦେଖିବାକୁ ମିଳିଛି। ଏଆଇୟୁଟିୟୁସି ସହବନ୍ଧିତ ତାଳଚେର ସୁପର ଥର୍ମାଲ ଓ୍ବାର୍କର୍ସ ୟୁନିୟନ,…

‘ଆଶା’ଙ୍କ ପାଇଁ କମିଛି ମାତୃ ମୃତ୍ୟୁହାର

ଢେଙ୍କାନାଳ ଅଫିସ, ୩୦।୩ – ଶିଶୁ ଏବଂ ମାତୃ ମୃତ୍ୟୁହାର ହ୍ରାସରେ ଆଶା କର୍ମୀଙ୍କ ଭୂମିକା ଅନସ୍ବୀକାର୍ଯ୍ୟ। କୋଭିଡ୍‌ ମହାମାରୀ ପରିଚାଳନାରେ ଆଗଧାଡ଼ିର କର୍ମୀଭାବେ ସେମାନେ ସମ୍ମିଳିତ ଭାବେ କରିଥିବା କାର୍ଯ୍ୟ ବାସ୍ତବିକ୍‌ ପ୍ରଶଂସନୀୟ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ସରୋଜ…

ଶ୍ରେଣୀଗୃହ ନିର୍ମାଣ ନ ହେଲେ ଆନ୍ଦୋଳନ

ବଇଣ୍ଡା,୩୦।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଥିବା କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟ ସ୍ଥାନାନ୍ତରକୁ ନୁନୁକାପଶି ପଞ୍ଚାୟତ ଲୋକପ୍ରତିନିଧି, ଅଭିଭାବକ ଓ ଗ୍ରାମବାସୀଙ୍କ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ମଙ୍ଗଳବାର ବିଦ୍ୟାଳୟ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ସରପଞ୍ଚ ଦୀପ୍ତିମୟୀ…

ବ୍ୟାପିଲାଣି ବନାଗ୍ନି

କାମାକ୍ଷାନଗର, ୩୦।୩(ଡି.ଏନ୍‌.ଏ.) – ବଢ଼ିଲାଣି ଗ୍ରୀଷ୍ମ ପ୍ରକୋପ। ମାର୍ଚ୍ଚରୁ ପାରଦ ୪୦ ଛୁଇଁଲାଣି। ପ୍ରଚଣ୍ଡ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଥିବାବେଳେ ଜଙ୍ଗଲ ନିଆଁ ପ୍ରଭାବରେ ସୃଷ୍ଟି ହେଉଥିବା ଝାଞ୍ଜି ଜନସାଧାରଣଙ୍କୁ କଲବଲ କରୁଛି। ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ଏବଂ ପଶ୍ଚିମାଞ୍ଚଳ…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ନୟାଗଡ଼ ଅଫିସ,୩୦।୩(ବ୍ରରୋ) ନୟାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯରଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ସାହୁଙ୍କ ଘରେ ଚଢ଼ାଉ ହେଉଥିବା ଜଣାପଡ଼ିଛି ଏକ…

ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଜବତ

ଜଟଣୀ,୩୦।୩(ଡି.ଏନ୍‌.ଏ.): ଜଟଣୀ ପୌରାଞ୍ଚଳ ୧୪ ନମ୍ବର ୱାର୍ଡରେ ରହୁଥିବା ଜଣେ ଭାଜପା ନେତାଙ୍କ ଝୁଲନ୍ତା ମୃତଦେହକୁ ମଙ୍ଗଳବାର ତାଙ୍କୁ ଘରୁ ଜଟଣୀ ଥାନା ପୋଲିସ ଜବତ କରିଛି। ସେ ହେଲେ ଜଟଣୀର ପୂର୍ବତନ ନଗର ସଭାପତି ଡ. ଅରବିନ୍ଦ ନାୟକ। ଏ…

୧୪୪ ଧାରା ଭାଙ୍ଗି ଶ୍ରଦ୍ଧାଳୁଙ୍କ ବାରୁଣୀ ବୁଡ଼

ଯାଜପୁର ଟାଉନ,୩୦।୩(ଡି.ଏନ.ଏ.): ଯାଜପୁର ଦଶାଶ୍ୱମେଧ ଘାଟଠାରେ ବାରୁଣୀ ବୁଡ଼ ପାଇଁ ମାର୍ଚ୍ଚ ୨୯ ଓ ୩୦ ତାରିଖ ୨ଦିନ ଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ୨ ଦିନ ଦଶାଶ୍ୱମେଧ ଘାଟଠାରୁ ବଲ୍ଲଭିଘାଟ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। ମାତ୍ର…

ସଂଖ୍ୟା ଅଧିକ ସତ୍ତ୍ୱେ ବିଜେଡିର ବିଦ୍ରୋହୀଙ୍କୁ ଡର

କେନ୍ଦ୍ରାପଡ଼ା ଅଫିସ, ୩୦।୩: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ସରିଛି। ଅଧ୍ୟକ୍ଷା ପଦରେ ବିଜେଡିର ସରିତା ସାହୁ ପ୍ରତ୍ୟେକ ୱାର୍ଡରୁ ବିଜୟ ସଂଖ୍ୟକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି। ତେବେ ଉପାଧ୍ୟକ୍ଷ ପଦବୀ ପାଇଁ ବିଜେଡି ରାଜନୈତିକ ଗଣିତ ଅଛିଣ୍ଡା ହୋଇଛି।…

ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଗୁଣପୁର,୨୯ା୩(ଡି.ଏନ୍‌.ଏ.): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଥିବା ମାଲାକନଗିରି ଜିଲା ଗ୍ରାମ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କୁ ଅମାପ ଧନ ସମ୍ପତ୍ତି ଠାବ ହେବାରେ ଲାଗିଛି। ମଙ୍ଗଳବାର ଯନ୍ତ୍ରୀ ଦାସଙ୍କୁ ଗିରଫ କରାଯାଇ…

ପୁନରୁଦ୍ଧାର ହେବ ‘ମ୍ୟାଙ୍ଗୋ ହବ୍‌’

ଢେଙ୍କାନାଳ ଅଫିସ, ୩୦।୩: ପୁଣି କାର୍ଯ୍ୟକ୍ଷମ ହେବ ପରିତ୍ୟକ୍ତ ‘ମ୍ୟାଙ୍ଗୋ ହବ୍‌’। ଚାଷୀଙ୍କୁ ଆଉ ଶାଗମାଛ ଦରରେ ବିକ୍ରି କରିବାକୁ ପଡ଼ିବନି ଆମ୍ବ। ସେମାନଙ୍କୁ ମିଳିବ ଉତ୍ପାଦିତ ଫସଲର ଉଚିତ ମୂଲ୍ୟ। ଢେଙ୍କାନାଳର ପ୍ରସିଦ୍ଧ ଦଶେରୀ ଏବଂ ଆମ୍ରପାଲି ପ୍ରଜାତିର ଆମ୍ବ…

ନିଶା ନିବାରଣ କେନ୍ଦ୍ରକୁ ନେବା ବାଟରେ ଯୁବକଙ୍କୁ ହତ୍ୟା

ବାରିପଦା ଅଫିସ,୩୦।୩: ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଏକ ଜଙ୍ଗଲରୁ ଜନୈକ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଅଭିଯୁକ୍ତମାନେ ଉକ୍ତ ଯୁବକଙ୍କୁ ନିଶା ନିବାରଣ କେନ୍ଦ୍ରକୁ ନେଉଥିବା ବେଳେ ବାଟରେ ହତ୍ୟା କରି ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?