ଆମ ଜିଲା ଖବର

‘ଘରବାହୁଡ଼ା’ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ପୁଣି ଛାଡିଲେ ବିଜେଡି, ଦ୍ୱିତୀୟଥର ପାଇଁ ଭାଜପାରେ ହେଲେ ସାମିଲ

ଭୁବନେଶ୍ୱର,୬।୧୧: ଯାଜପୁର ଜିଲା ରାଜନୀତିରେ ପୁଣିଥରେ ଦଳ ଡିଆଁ ଏବଂ ‘ଘରବାହୁଡ଼ା’ ନାଟକ ଦେଖିବାକୁ ମିଳିଛି। ପୂର୍ବରୁ ଥରେ ବିଜେଡି ଛାଡ଼ି ଭାଜପା ଯାଇ ପୁଣି ୧୧ ଦିନରେ ବିଜେଡିକୁ ଫେରି ଆସିଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡ଼ି…

ହାଇୱା ଧକ୍କାରେ ନାବାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ଧର୍ମଶାଳା,୬।୧୧(ଶିବପ୍ରସାଦ ମହାନ୍ତି) : ଯାଜପୁର ଜିଲା ଧର୍ମଶାଳା ଥାନା ତେଲୋର ଛେଳିଆପଦା ନିକଟରେ ହଇୱା ଧକ୍କାରେ ଗାଁର ଗଣେଶ୍ୱର ଘଡେଇଙ୍କ ପୁଅ ଆୟୁଷଙ୍କ ମୃତ୍ୟୁ ଘଟିଛି। ଜେଜେଙ୍କ ସହ ରାସ୍ତାରେ ଯାଉଥିବା ବେଳେ ଦ୍ରୁତଗତିରେ ଆସୁଥିବା ହାଇୱ ଗାଡ଼ି ଚଢ଼ିଯିବା ଫଳରେ…

ନୂଆପଡ଼ାରେ ରୋଡ୍‌ ଶୋ’ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା,୬ା୧୧: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋମନା ଉଦ୍ୟାନବନ୍ଧରେ ରୋଡ୍‌ ଶୋ’ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ଭାଜପା ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସାମିଲ ହୋଇଛନ୍ତି। ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଅନ୍ୟମାନେ ମଧ୍ୟ ରୋଡ୍‌…

ଭିଜିଲାନ୍ସ ଜାଲରେ ସାମାଜିକ ସୁରକ୍ଷା ଅଧିକାରୀ, ଡିଜିଟାଲ ମୋଡ୍‌ରେ ଲାଞ୍ଚ ନେଉଥିବାବେଳେ…

କେନ୍ଦୁଝର,୬।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର DSSO ବିପ୍ଳବ କେଶରୀ ସାମନ୍ତରାୟ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବିଭିନ୍ନ ହିତାଧିକାରୀଙ୍କ ଠାରୁ ଫୋନ ପେ ମାଧ୍ୟମରେ ପାଖାପାଖି ୨୫ ଲକ୍ଷ ଟଙ୍କା ନେଇଥିବା କେନ୍ଦୁଝର ସାମାଜିକ ସୁରକ୍ଷା ଅଧିକାରୀ ବିପ୍ଳବ…

ନୂଆପଡାରେ ପ୍ରଚାରବେଳେ ନବୀନଙ୍କୁ ଏ କ’ଣ କହିଦେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ଶୁଣିଲେ…

ନୂଆପଡା, ୬।୧୧: ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଆଜି ନୂଆପଡାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ପ୍ରଚାର କରିଛନ୍ତି। ନୂଆପଡ଼ା ପଞ୍ଚମପୁରରେ ଜୟଙ୍କ ପାଇଁ ଭୋଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଚାର ସମୟରେ ବିଜେଡି ଓ କଂଗ୍ରେସକୁ ବିଷ୍ଣୁଦେବ ସାଏ କଡ଼ା ସମାଲୋଚନା କରିଛନ୍ତି।…

୩ ବନ କର୍ମଚାରୀଙ୍କୁ ନିଲମ୍ବନ କଲା ବନ ବିଭାଗ

ବାରିପଦା,୬ା୧୧: ବାରିପଦା ବେତନଟୀ ରେଞ୍ଜର ବନପାଳ ଏବଂ ଦୁଇ ବନରକ୍ଷୀଙ୍କୁ ନିଲମ୍ବନ କରାଯାଇଛି। ହାତୀ ମୃତ୍ୟୁ ଘଟଣାରେ ଏହି ୩ ବନ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସୂଚନାନୁଯାୟୀ, ବେତନଟୀ ରେଞ୍ଜରେ ବିଭିନ୍ନ ସ୍ଥାନରେ ୨୦ରୁ ଅଧିକ ଝାଡ଼ଖଣ୍ଡୀ ହାତୀ ବୁଲୁଥିବାବେଳେ ଏକ…

ରାସ୍ତାରେ ପଢ଼ିଲେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର

କଟକ,୬ା୧୧: ରାସ୍ତାରେ ପାଠ ପଢ଼ିଛନ୍ତି ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର। ବିଶ୍ୱବିଦ୍ୟାଳୟରେ କ୍ଲାସ ରୁମ୍‌ ଅସୁରକ୍ଷିତ ଦର୍ଶାଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ କଳାର ୨ୟ ବର୍ଷର ଛାତ୍ରୀଛାତ୍ର ରାସ୍ତାରେ ବସି ପଢ଼ିଛନ୍ତି। ଅଧ୍ୟାପକ ମଧ୍ୟ ରାସ୍ତାରେ ବସି ଛାତ୍ରୀଛାତ୍ରଙ୍କୁ ପଢ଼ାଇଛନ୍ତି। କ୍ଲାସରୁମ୍‌…

ପ୍ରସିଦ୍ଧ ବଟେଶ୍ୱର ବାଲିଯାତ୍ରା: ସମଗ୍ର ଅଞ୍ଚଳ ଚଳଚଞ୍ଚଳ

ଗଞ୍ଜାମ,୦୬।୧୧(ଅଖିଳ ତରାଇ): ଗଞ୍ଜାମ ବ୍ଲକର ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆ ଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବ ପୀଠର ବାଲିଯାତ୍ରା ପାଇଁ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି। ପବିତ୍ର କାର୍ତ୍ତିକ ମାସ ଯୋଗୁ ଏଠାରେ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ଦେଖିବାକୁ…

ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଉପକରଣ ଜଳିପୋଡ଼ି ପାଉଁଶ

ବାସୁଦେବପୁର,୬।୧୧(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ ଗ୍ରାମରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ଗ୍ରାମର ରାଜେଶ ବିଶ୍ୱାଳ, ମଧୁସୂଦନ ବିଶ୍ୱାଳ, ରମେଶ ବିଶ୍ୱାଳଙ୍କର ୩ ବଖରା ଘରେ ଜଳିଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…

ଗୁରୁ ନାନକଙ୍କ ଜୟନ୍ତୀ ପାଳିଲେ ଶିଖ୍‌ ସମ୍ପ୍ରଦାୟ

ବଲାଙ୍ଗୀର,୬ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରସ୍ଥିତ ଗୁରୁଦ୍ୱାର ଶ୍ରୀ ଗୁରୁ ସିଂହ ସଭାଠାରେ ବୁଧବାର ଶିଖ୍‌ ଧର୍ମଗୁରୁ ଗୁରୁ ନାନକଜୀଙ୍କ ଜୟନ୍ତୀ ଧୂମ୍‌ଧାମରେ ପାଳନ କରାଯାଇଛି। ଏହି ଅବସରରେ ଅଖଣ୍ଡ ପାଠ, ନଗର କୀର୍ତ୍ତନ, ଲଙ୍ଗର କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ବଲାଙ୍ଗୀର…

ଝରଣା ପାଖରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ: ପୂର୍ବତନ ଏବିଓ ସନ୍ଦେହ

ଥୁଆମୂଳ ରାମପୁର,୦୬।୧୧-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ଥାନା ଅଧୀନସ୍ଥ କିଆପଦର୍‌ ଅଞ୍ଚଳ ର ଏକ ଝରଣା ନାଳ ପାଖରୁ ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି। ମିଳିଥିବା ସୂଚନାରୁ ଜଣାଯାଏ…

ଆଡୁ ଟୁର୍ନାମେଣ୍ଟ ଉଦଯାପିତ,ରାଉଳସାହି ଚମ୍ପିୟାନ

ଗଞ୍ଜାମ,୬।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ମଙ୍ଗଳବାର ଆରମ୍ଭ ହୋଇ ଥିବା ଆଡୁ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି । ଏଥିରେ ନାଗେଶ୍ୱର ରାଓଙ୍କ ରାଉଳ ସାହି ଟିମ ଚମ୍ପିୟାନ ହୋଇଛି । ଫାଇନାଲ ମ୍ୟାଚରେ ପଣ୍ଡା ସାହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri