ଆମ ଜିଲା ଖବର

ଭାଲୁ ନେଲା ଜୀବନ

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଭାଲୁଚୁଆଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିକୁ ଯାଇଥିବା ଜଣେ ବ୍ୟକ୍ତି ଭାଲୁ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ମୃତକ…

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର ଚୋରି ସୁନା ଅଳଙ୍କାର ସମେତ କଂସା ଓ ପିତଳ ବାସନ ସହ ଗୋଟିଏ…

କେନ୍ଦୁଝର ଜିଲାପାଳଙ୍କ ନାମରେ ଅଦାଲତ ଅବମାନନା ମାମଲା, ଅତିରିକ୍ତ ଏକ ମାସ ସମୟ ପ୍ରଦାନ କଲେ HC

କେନ୍ଦୁଝର/ହାଟଡିହୀ/ଛେନାପଦୀ,୩୦।୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାପାଳ ତଥା କେନ୍ଦୁଝର ଡିଏମ୍‌ଏଫ୍‌ ଅଧ୍ୟକ୍ଷ ବିଶାଲ ସିଂଙ୍କ ନାମରେ ୨୬ ମାର୍ଚ୍ଚ ୨୦୨୬ ରେ ଓଡିଶା ହାଇକୋର୍ଟଙ୍କ ନିକଟରେ ହୋଇଥିବା ଅଦାଲତ ଅବମାନନା ମାମଲା(କେସ ନଂ ସିଓଏନଟିସି – ୧୮୭୦/୨୦୨୬ )ରେ…

ଟାଇକୋଣ୍ଡୋରେ ଗୋଲ୍ଡ ସହ ମିଳିଲା ୩ ପଦକ

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ଟାଇକୋଣ୍ଡୋରେ ଗୋଲ୍ଡ ସହ ୩ ପଦକ ପାଇଛନ୍ତି। ଏଥିସହ ଜଣେ ଛାତ୍ରୀ ଜାତୀୟ ପ୍ରତିଯୋଗିତା ପାଇଁ ଚୟନ ହୋଇଛନ୍ତି। ଏକାଦଶ ଶ୍ରେଣୀ ଛାତ୍ରୀ ପ୍ରତ୍ୟୁଷା ରଥ ସ୍ବର୍ଣ୍ଣ ପଦକ ହାସଲ…

ଘର ଲିପା ମାଟି ସଂଗ୍ରହ ପାଇ ଯାଇଥିଲେ ମହିଳା: ଅତଡ଼ା ଖସି ଚାଲିଗଲା ଜୀବନ, ଭାଉଜ, ଝିଆରୀ ଆହତ

ନନ୍ଦପୁର,୩୦।୪(ତୁଷାର କାନ୍ତ ମହାନ୍ତି): ବାପ ଘର ବୁଲି ଆସି ଫେରିବା ବାଟରେ ଗଙ୍ଗାନାଳ କଡ଼ରୁ ଘର ଲିପା ପାଇଁ ମାଟି ସଂଗ୍ରହ କରୁଥିବା ବେଳେ ମାଟି ଅତଡ଼ା ଖସି ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଆହତ ହୋଇଛନ୍ତି।…

୧୦ ଘଣ୍ଟା ହେଲା ୮ ପଞ୍ଚାୟତରେ ନାହିଁ ବିଜୁଳି, ଗରମ ଗୁଳୁଗୁଳିରେ ସିଝିଲେ ଉପଭୋକ୍ତା

ଦାରିଙ୍ଗବାଡ଼ି,୩୦ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରରେ ୧୦ ଘଣ୍ଟା ହେଲା ୮ ପଞ୍ଚାୟତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ଠପ୍‌ ହୋଇଯାଇଛି। କୌଣସି ବର୍ଷା ପବନ ନ ଥାଇ ମଧ୍ୟ ସକାଳ ପ୍ରାୟ ୮ରୁ ଏହି ସେବା ଅଚଳ…

ଅବସର ଦିନ ହିଁ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ସମସ୍ତ ପ୍ରାପ୍ୟ, ବିଇଓଙ୍କ ପକ୍ଷକ୍ଷେପକୁ ପ୍ରଶଂସା

ଭଞ୍ଜନଗର,୩୦ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଲୋପାମୁଦ୍ରା ରଥ ଅବସର ଦିନ ହିଁ ଶିକ୍ଷକ ହେଉ କି କର୍ମଚାରୀ ସମସ୍ତଙ୍କୁ ବକେୟା ଅର୍ଥ ସହ ପେନ୍‌ସନ୍‌ ପ୍ରଦାନ ବ୍ୟବସ୍ଥା କରିଛନ୍ତି। ଗୁରୁବାର ଜିଲୁଣ୍ଡି ଉଚ୍ଚ ବିଦ୍ୟାଳୟର…

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର: ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଜି.ଉଦୟଗିରି, ୩୦।୪(ଚିନ୍ମୟ କୁମାର ସେଠି ): କନ୍ଧମାଳ ଜିଲା ଜି.ଉଦୟଗିରି ବ୍ଲକ ଗ୍ରେସିଙ୍ଗିଆ ପଞ୍ଚାୟତ ଡକରିଙ୍ଗିଆ ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ ଗାଁର ଛେଳି ଚରାଳି ଛେଳି ଚରାଉଥିବା ବେଳେ ଯୁବକଙ୍କ ଗଳିତ…

ବିଲକୁ ଖତ ନେଇ ଯାଇଥିଲେ ଚାଷୀ, ହଠାତ୍‌ ମାରିଲା ବିଜୁଳି-ଘଡ଼ଘଡ଼ି, ଆଉ ତା’ ପରେ…

ଖଣ୍ଡପଡ଼ା,୩୦ା୪(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ରୟତି ଢୋଲମରା ଗ୍ରାମପଞ୍ଚାୟତ ଅଧୀନ ମଇଁଶିବିନ୍ଧା ଗ୍ରାମର ଜନୈକ ଗରିବ ଚାଷୀ ଭଗବାନ ନାୟକଙ୍କ ପୁତ୍ର ନାରାୟଣ (୪୯)ଙ୍କ ବଜ୍ରପାତରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପରିବାର ଲୋକଙ୍କ ସୂଚନା ଅନୁଯାୟୀ,…

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ ବହୁ ଜନପ୍ରତିନିଧି। ପୌର ପରିଷଦରେ ପ୍ରାୟ ୨ କୋଟିରୁ ଅଧିକ ଟଙ୍କା ଅଟକଳରେ…

ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଗଞ୍ଜାମ ଜିଲାର ଛତ୍ରପୁର ସହର ଚଳଚଞ୍ଚଳ। ସହରର ନୀଳ କଣ୍ଠେଶ୍ୱର ସାହିରେ ଥିବା ନୃସିଂହ ମହାପ୍ରଭୁଙ୍କ ମନ୍ଦିରରେ ସକାଳୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଭିଡ଼ ଲାଗିରହିଛି। ସମସ୍ତ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଇଥିଲା।…

ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯିବା ଘଟଣା: ତ୍ୱରିତ ନ୍ୟାୟିକ ତଦନ୍ତ ସହ ଏତେ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲା କଂଗ୍ରେସ

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀଙ୍କ କଙ୍କାଳ ଖୋଳି ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?