ଆମ ଜିଲା ଖବର

ହୁଡ଼ିସାହିରେ ବିଜୁଳି ସାତସପନ

ଚମ୍ପୁଆ,୬।୧(ଡି.ଏନ.ଏ.)- ଦ୍ୱୀପ ତଳ ଅନ୍ଧାର ଭଳି ସ୍ବାଧୀନତାର ୭୨ ବର୍ଷ ପରେବି ବିଜୁଳି ଆଲୁଅ ଦେଖିବାରୁ ବଞ୍ଚିତ ହୋଇଛନ୍ତି ଚମ୍ପୁଆ ଏନ୍‌ଏସି ଅଧୀନରେ ରହିଥିବା ୧୩ ନଂ ୱାର୍ଡର ଆଦିବାସୀ ଗାଁ ନୁଆଗାଁ ହୁଡିସାହି। ଆଦିବାସୀମାନେ ଏଠାରେ କାହିଁ କେଉଁ...

ଚାରି ମାସ ହେଲା ଶଯ୍ୟାଶାୟୀ କାଳିଆ

ଲାଠୋର, ୭ା୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଘାସିଦାସ ପଡ଼ାର କାଳିଆ ସୁନା (୬୦)। ତାଙ୍କ ଅଣ୍ଟା ତଳ ଖଞ୍ଜା ହାଡ଼ ଅଚଳ ହୋଇପଡିଛି। ଧାରକରଜ କରି ବିଭିନ୍ନ ଡାକ୍ତରଖାନାରେ ଦେଖାଇଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ହେଉନାହିଁ। ଉଚ୍ଚଚିକିତ୍ସା...

ବରଗଡ଼ ଜିଲାରେ ୧୧ରୁ ଖୋଲିବ ଧାର୍ମିକ ଅନୁଷ୍ଠାନ: ପୂଜା ସାମଗ୍ରୀ ନେବା ମନା

ବରଗଡ଼ ଅଫିସ୍‌,୫।୧: ବରଗଡ଼ ଜିଲାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ବୁଧବାରଠାରୁ ଖୋଲିବ। ତେବେ ଜିଲାର ଅନ୍ୟ ସମସ୍ତ ଧାର୍ମିକ ପୀଠ ଆସନ୍ତା ୧୧ତାରିଖରୁ ଖୋଲିବ ବୋଲି ପ୍ରଶାସନ ପକ୍ଷରୁ ମଙ୍ଗଳବାର ନିଷ୍ପତ୍ତି ନିଆଯାଇଛି । ଧାର୍ମିକ ପୀଠ ଖୋଲିବା ପୂର୍ବରୁ...

ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ

ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ ଯେ,...

ଟେନ୍‌ସା ଥାନା ଅଧିକାରୀଙ୍କୁ ତୀରମାଡ, ଗୁରୁତର ଅବସ୍ଥାରେ ଆର୍‌ଜିଏଚ୍‌ ସ୍ଥାନାନ୍ତର

ସୁନ୍ଦରଗଡ/ଟେନ୍‌ସା/ବଣାଇଁ, ୫।୧ (ଡି.ଏନ୍‌.ଏ)/(ସ୍ବ.ପ୍ର ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍‌ସା ଫାଣ୍ଡି ଅଧିକାରୀ ଙ୍କ ଉପରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ ତୀର ମାଡହୋଇଛି। ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରା ପିସିଆର୍‌ ଭ୍ୟାନ୍‌ ଯୋଗେ...

ହସ୍ପିଟାଲ ରାସ୍ତାରେ ବୁଲିଲା ହାତୀ

ରାଇବଣିଆ,୫ା୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖୁଆଡ଼ ହସ୍ପିଟାଲ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳବାସୀ ହାତୀକୁ ଦେଖି ଭୟଭୀତ ହୋଇପଡିଥିଲେ। ହାତୀଟି କୌଣସି କ୍ଷୟକ୍ଷତି କରି ନ ଥିବା ସୂଚନା ମିଳିଛି।...

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଗିରଫ ଦାବିରେ ଥାନା ସମ୍ମୁଖରେ ବିକ୍ଷୋଭ

ଜୁନାଗଡ଼/କୋକସରା, ୫।୧: କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଏବଂ ସହଯୋଗୀ ଦିବ୍ୟସିଂ ବରାଳଙ୍କୁ ହତ୍ୟା ଘଟଣା ନେଇ ମଙ୍ଗଳବାର ଜୁନାଗଡ଼ ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି...

ଲାଲଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ପ୍ରଥମ ଘରୋଇ ବସ୍‌

ଚିତ୍ରକୋଣ୍ଡା,୫।୧: ଲାଲଗଡରୁ ଭୁବନେଶ୍ୱରକୁ ଗଡ଼ିଛି ପ୍ରଥମ ଘରୋଇ ବସ୍‌। ମଙ୍ଗଳବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଚିତ୍ରକୋଣ୍ଡା ସଦର ବସଷ୍ଟାଣ୍ଡଠାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଦିଲଖୁସ ନାମକ ଏକ ଘରୋଇ ବସ ଯାତ୍ରା ଆରମ୍ଭ କରିଛି। ଏଯାବତ ଚିତ୍ରକୋଣ୍ଡାରୁ ଭୁବନେଶ୍ୱରକୁ ଘରୋଇ...

ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ

ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍‌ସୋ କୋର୍ଟ। ମଙ୍ଗଳବାର କ୍ରାଇମ୍‌ବ୍ରାଞ୍ଚ ଏସ୍‌ଆଇଟି ପକ୍ଷରୁ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍‌ ପାଇଁ କରାଯାଇଥିବା ଆବେଦନର ଶୁଣାଣି...

ଅଙ୍ଗନବାଡି କର୍ମୀଙ୍କ ବହିଷ୍କାର ଦାବି: ସିଡିପିଓ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ଧାରଣା

ବାଲେଶର ଅଫିସ, ୫।୧: ବାଲେଶ୍ବର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସାନତାଳପଦା ଗ୍ରାମରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କାର୍ଯ୍ୟରତ କର୍ମୀ ମମତା ଜେନାଙ୍କ ବଦଳି ଦାବି ନେଇ ମଙ୍ଗଳବାର ବାଲିଆପାଳ ସିଡିପିଓ ଅଫିସ ସମ୍ମୁଖରେ ଗ୍ରାମବାସୀମାନେ ଧାରଣାରେ ବସିଛନ୍ତି। ଧାରଣାରତ...

‘ଅଣ୍ଡା ଚାଉଳ ନିଅ, ଆମ ସ୍କୁଲ ଫେରାଇ ଦିଅ’

ବଲାଙ୍ଗୀର ଅଫିସ, ୫।୧: ସରକାର ତୁମ ଅଣ୍ଡା, ଚାଉଳ ନିଅ, ଆମ ସ୍କୁଲ ଫେରାଇ ଦିଅ ନାରା ଦେଇ ସ୍କୁଲ ଛାତ୍ରୀଛାତ୍ରମାନେ ମଙ୍ଗଳବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ଭିଲେଜର୍ସ ଇଣ୍ଡିଆ ପାର୍ଟି, ଓଡ଼ିଶା ପ୍ରାଥମିକ...

ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ କାଠ ଫାଳିଆରେ ମାଡ଼: ଚାଲିଗଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା ଅଫିସ,୫।୧ : ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ ପଛପଟୁ କାଠଫାଳିଆ ମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ଟାଉନ ଥାନା ଅଧୀନ ପଲ୍ଲା ନୂଆସାହି ଛକରେ ମଙ୍ଗଳବାର ଭୋରୁ ଏଭଳି ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri